ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ବର,୨୪/୮(ଏସଏସନିୟୁଜ) ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ ସର୍କୁଲେସନ ଆସନ୍ତା ୨୭ ତାରିଖ ବେଳକୁ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ସାଇକ୍ଲୋନିକ ସର୍କୁଲେସନ ପରବର୍ତ୍ତୀ ଦୁଇଦିନରେ ଆହୁରି ଘନୀଭୂତ ହେବା ସହ ୩୦ ତାରିଖ ବେଳକୁ ଏକ ଲଘୁଚାପରେ ପରିଣତ ହେବ ବୋଲି ପାଣିପାଗ ସଂସ୍ଥା ସ୍କାଏମେଟ୍ ପୂର୍ବାନୁମାନ କରିଛି ।

Comments (0)
Add Comment