ବାପା ହେବା ପରେ ବଦଳିଗଲେ ସରକାରୀ ବାବୁ

ଭୁବନେଶ୍ବର,୩୦ା୭(ଏସଏସନିଉଜ) OAS ଅଧିକାରୀଙ୍କ ନାଁରେ ମହିଳାଥାନାର ଦ୍ବାରସ୍ଥ ହେଲେ ପତ୍ନୀାOSDMA ଡିଜିଏମ୍‌ ସାର୍ଥକ ସୌରଭ ମହାପାତ୍ରଙ୍କ ନାଁରେ ଆଣିଲେ ଅଭିଯୋଗାପତ୍ନୀ ଓ ନବଜାତ ପୁଅ ପ୍ରତି ନିଷ୍ଠୁରତା ଓ ମାନସିକ ନିର୍ୟାତନା ଅଭିଯୋଗାନବଜାତ ପୁଅକୁ ସ୍ବାମୀ ଗ୍ରହଣ କରୁ ନଥିବା ପତ୍ନୀଙ୍କ ଅଭିଯୋଗାହସ୍ପିଟାଲ ବେଡ୍‌ରେ ନବଜାତ ପୁଅ ଓ ତାଙ୍କୁ ଛାଡ଼ି ଚାଲି ଯାଇଥିବା ଅଭିଯୋଗାସ୍ବାମୀ ସହ ଶାଶୁ ଓ ନଣନ୍ଦଙ୍କ ନାଁରେ ମଧ୍ୟ ଅଭିଯୋଗ କଲେ ପତ୍ନୀାସବୁ ଅଭିଯୋଗର ଜବାବ ଥାନାରେ ଦେବି କହିଲେ OAS ଅଧିକାରୀା

Comments (0)
Add Comment