ବାରାକ୍ ନମ୍ବର ୧୦ରେ ସିଦ୍ଧୁ

ଭୁୁବନେଶ୍ୱର,୨୨/୫(ଏସଏସନିଉଜ) ପଞ୍ଜାବର ପଟିଆଲା ଜେଲର ବାରାକ୍ ନମ୍ବର ୧୦ରେ ଅନ୍ୟ ୮ କଏଦୀଙ୍କ ସହ କଂଗ୍ରେସର ନବଜୋତ ସିଂହ ସିନ୍ଧୁଙ୍କ ଦିନ କଟୁଛି । ସିଦ୍ଧୁଙ୍କୁ ଜେଲ ରୁଟିନ୍ ଅନୁସାରେ ରୁଟି ଓ ଡାଲି ଖାଇବାକୁ ଦିଆଯାଇଥିଲା ।ହେଲେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ସିଦ୍ଧୁ ଖାଇନଥିଲେ । କେବଳ ସାଲାଡ ଓ ଫଲ ଖାଇଥିଲେ ।

Comments (0)
Add Comment