ବଢିବ ବର୍ଷା

ଭୁବନେଶ୍ୱର,୧୦/୯(ଏସଏସ ନିଉଜ)]ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ପାଇମାଣ ବଢିବାର ସମ୍ଭାବନା ରହିଛି।ଆଜି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜୈହିଛି।ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରାଯାଉଛି।

Comments (0)
Add Comment