ବିନା ଛୁଞ୍ଚିରେ ଶିଶୁଙ୍କ ପାଇଁ ଟିକା

ଭୁବନେଶ୍ବର, ୨୨/୧୦(ଏସଏସନିୟୁଜ) ବିନା ଛୁଞ୍ଚିରେ ଟିକା ନେବେଶିଶୁ । ଡିସିଜିଆଇ ଦ୍ବାରା ଅନୁମୋଦିତ ଯାଇପର ଡି ୧୨ ରୁ ୧୮ ବର୍ଷ ବୟସ୍କ ଶିଶୁଙ୍କ ପାଇଁ ଉଦ୍ଦିଷ୍ଟରହିଛି । ଏହାଛଡ଼ା କୋଭାକସିନକୁ ପରୀକ୍ଷା କରି ଡିସିଜିଆଇ ଅନୁମତି ଦେବେ। ଯେହେତୁ ପିଲାମାନେ ଇଞ୍ଜେକ୍ସନକୁ ଟିକେ ଡରନ୍ତି, ତେଣୁ ସେମାନଙ୍କୁ ଫର୍ମାଡେପ୍ଥ ଟେକ୍ନୋଲୋଜି ମାଧ୍ୟମରେ ଟିକା ଦିଆଯିବ। ଏ ନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ସନ୍ଧ୍ୟା ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ତାଲିମ୍ ଦିଆଯିବବୋଲି ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

Comments (0)
Add Comment