ବିଜେଡି ହରିବଂଶଙ୍କୁ ସମର୍ଥନ କରିବ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ,୧୪ ।୯(ଏସ ଏସ ନିୟୁଜ )ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂଙ୍କୁ ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନରେ ବିଜେଡି ସମର୍ଥନ କରିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି ।ଏନେଇ ନୀତୀଶ କୁମାର ଆଜି ସକାଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଥିଲେ ।ତେବେ ଏନଡିଏ ପକ୍ଷରୁ ଜେଡିୟୁର ହରିବଂଶ ନାରାୟଣ ସିଂ ପ୍ରାର୍ଥୀ ହୋଇଥିବାବେଳେ ଆରଜେଡିର ସାଂସଦ ମନୋଜ ଝା ବିରୋଧୀ ଦଳର ପ୍ରାର୍ଥୀ ହୋଇଛନ୍ତି ।

Comments (0)
Add Comment