ବିଜେପିରେ ମିଶିଲେ ପ୍ରଭାତବିଶ୍ୱାଳ

ଭୁବନେଶ୍ୱର,୧୨ା୭(ଏସଏସନିଉଜ) ଦୀର୍ଘ ଦିନର କଳ୍ପନାଜଳ୍ପନାର ଅନ୍ତ ଘଟିଲା । ଶେଷରେ ଆଜି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହେଲେ ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ। ହଜାର ହଜାର ସମର୍ଥକଙ୍କ ସହ ଏକ ବଡ଼ ଶୋଭାଯାତ୍ରାରେ ଆସି ବିଜେପି ପାର୍ଟି ଅଫିସରେ ପହଞ୍ଚିଥିଲେ ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ। ମୁଖ୍ୟମନ୍ତ୍ରୀ ଓ ଦଳର ବରିଷ୍ଠ ନେତୃତ୍ୱଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି।ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ ବଡ଼ ମିଶ୍ରଣ ପର୍ବରେ ସେ ବିଜେପିର ସଦସ୍ୟତା ଗ୍ରହଣ କରିଛନ୍ତି।

Comments (0)
Add Comment