ବ୍ରଜରାଜନଗର ପାଇଁ କଂଗ୍ରେସ ପ୍ରାର୍ଥୀ ହେଲେ କିଶୋର ପଟେଲ

ଝାରସୁଗୁଡ଼ା, ୯/୫(ଏସଏସନିଉଜ) ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଆଜି କଂଗ୍ରେସପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ କିଶୋର ପଟେଲଙ୍କ ନାମ ନାମ ଘୋଷଣା କରିଛି ।ତେବେ ବିଜେଡିର ପାର୍ଥୀ ପୂର୍ବତନ ବିଧାୟକ କିଶୋର ମହାନ୍ତିଙ୍କ ବିଧବା ପତ୍ନୀ ଅଳକା ମହାନ୍ତି ହୋଇଥିବାବେଳେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ବିଜେପି ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି । ଗତ ଡିସେମ୍ବର ମାସ ୩୦ ତାରିଖରେ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗ ପରେ ଏହି ଆସନ ଖାଲି ପଡିଥିଲା ।

Comments (0)
Add Comment