ବାରୁଣୀସ୍ନାନ କଲେ ହଜାରହଜାର ଶ୍ରଦ୍ଧାଳୁ

ଭୁବନେଶ୍ୱର,୧୯।୩(ଏସଏସ ନିଉଜ)ଦଶାଶ୍ୱମେଧ ଘାଟରେ ବାରୁଣୀସ୍ନାନ କଲେ ହଜାର ହଜାର ଶ୍ରଦ୍ଧାଳୁ lବୈତରଣୀ ନଦୀକୂଳରେ ପିତୃପୁରୁଷଙ୍କୁ ପିଣ୍ଡଦାନ କଲେ ଶ୍ରଦ୍ଧାଳୁ।ବିଶ୍ୱାସ ରହିଛି ବୈତରଣୀ ଗଙ୍ଗା ନଦୀର ଅନ୍ୟ ଏକ ରୂପ। ତେଣୁ ଆଜିର ଦିନରେ ଏଠାରେ ସ୍ନାନ କଲେ କୋଟି ଜନ୍ମର ପାପ କ୍ଷୟ ହୋଇଥାଏ ବୋଲି କୁହାଯାଏ।ଏହି ଅବସରରେ ଅନୁଷ୍ଠିତ ମେଳା ଆସନ୍ତା ୭ ଦିନ ଧରି ଚାଲିବ।

Comments (0)
Add Comment