Browsing category

ବାଣିଜ୍ୟ

ଆଜି ମାତାରିଣୀଙ୍କ ଆଷାଢୀପର୍ବ

ଭୁବନେଶ୍ୱର,୧୦।୭(ଏସଏସନିଉଜ)ଆଜି କେନ୍ଦୁଝର ଘଟଗାଁବାସିନୀ ମାତାରିଣୀଙ୍କ ଆଷାଢୀପର୍ବ। ଆଷାଢମାସର ଶେଷଗୁରୁବାରରେ ପାଳନ ହୋଇଥାଏ ଆଷାଢୀପର୍ବ।ପରମ୍ପରା ଅନୁସାରେ ଭକ୍ତଙ୍କ ମଙ୍ଗଳ ପାଇଁ ଆଜି ମାତାରିଣୀଙ୍କ ଉପବାସ।ଦିନତମାମ ମନ୍ଦିର ପହଡପଡି ସନ୍ଧ୍ୟାରେ ମାତାରିଣୀଙ୍କ ସ୍ବତନ୍ତ୍ରପୂଜା କରାଯିବ।ପୂଜାପରେ ସନ୍ଧ୍ୟାରେ ଶ୍ରଦ୍ଧାଳୁଙ୍କୁ ସୁନାବେଶରେ ଦର୍ଶନ ଦେବେ ନଡିଆରାଣୀ ମା ତାରିଣୀ।

ଇଣ୍ଡିଗୋ ବିମାନର ଜରୁରୀ ଅବତରଣ

ଭୁବନେଶ୍ୱର,୯ା୭(ଏସଏସନିଉଜ)ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନାବିହାରର ଜୟପ୍ରକାଶ ନାରାୟଣ ଏୟାରପୋର୍ଟରେ ଅବତରଣ କରିଛି ।ପକ୍ଷୀ ସହ ବିମାନ ମାଡ଼ ହେବାରୁ ଇଂଜିନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି ।ଅଳ୍ପକେ ବର୍ତ୍ତିଲେ ଇଣ୍ଡିଗୋ ବିମାନ ୬ଋ୫୦୯ର ୧୬୯ ଯାତ୍ରୀା ପାଟନାରୁ ଦିଲ୍ଲୀ ଅଭିମୁଖେ ଯାଉଥିଲା ଇଣ୍ଡିଗୋ ବିମାନା

ଆରମ୍ଭ ହେଲା ଅମରନାଥ ଯାତ୍ରା

ଭୁବନେଶ୍ବର,୩।୭(ଏସଏସନିଉଜ)ଆଜିଠାରୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଅମରନାଥଯାତ୍ରା। ଜମ୍ମୁର ବେସ୍ କ୍ୟାମ୍ପରେ ଲେଫଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ଆଜି ଭୋରରେ ପତାକା ଦେଖାଇ ଅମରନାଥ ଯାତ୍ରାର ଶୁଭାରମ୍ଭ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ୫ହଜାର ୮୦୦ରୁ ଅଧିକ ଶ୍ରଦ୍ଧାଳୁ ଯାଇଛନ୍ତି । ଆସନ୍ତା ଅଗଷ୍ଟ ୯ତାରିଖରେ ଶେଷ ହେବ ଏହି ୩୮ଦିନିଆ ଯାତ୍ରା । ଭକ୍ତଙ୍କ ସୁରକ୍ଷାକୁ କଡ଼ାକଡ଼ି କରାଯାଇ ତୀର୍ଥଯାତ୍ରୀଙ୍କ ସୁରକ୍ଷା ପାଇଁ ପ୍ରାୟ୬୦୦ଅତିରିକ୍ତ କମ୍ପାନୀ ଅର୍ଦ୍ଧସାମରିକବାହିନୀ ମୁତୟନ କରାଯାଇଛି। ଏହି ସମୟରେ ଜମ୍ମୁ ଏବଂ କାଶ୍ମୀର […]

ନନ୍ଦିଘୋଷରଥ ଭଙ୍ଗିବେ ଅଭିମାନୀ ମାଲକ୍ଷ୍ମୀ

ପୁରୀ,୧।୭(ଏସଏସନିଉଜ)ମହାଲକ୍ଷ୍ମୀଙ୍କୁ ଶ୍ରୀମନ୍ଦିରରେ ଛାଡିଦେଇ ଶ୍ରୀଜଗନ୍ନାଥ ରଥଯାତ୍ରାରେ ଭାଇଭଉଣୀଙ୍କୁ ଧରି ନବଦିନାତ୍ମକ ଯାତ୍ରାରେ ଜନ୍ମବେଦୀକୁ ଆସିଛନ୍ତି । ଏଥିରେ ଅଭିମାନକରି ହେରାପଞ୍ଚମୀ ଦିନ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଆସି ରାଗରେ ନନ୍ଦିଘୋଷରଥ ଭାଙ୍ଗିବେ ମାଲକ୍ଷ୍ମୀ।ଏଠାରେମହାଲକ୍ଷ୍ମୀଙ୍କୁ ବନ୍ଦାପନା ନୀତି କରାଯାଇଥାଏ ।ପରେ ଲକ୍ଷ୍ମୀ ଜୟବିଜୟ ଦ୍ୱାର ନିକଟରେ ବିଜେହେବା ପରେ ତାଙ୍କୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ପ୍ରଦାନ କରାଯାଇଥାଏ । ଏହାପରେ ନାକଚଣାଦ୍ୱାର ଦେଇ ମହାଲକ୍ଷ୍ମୀ ହେରାଗୌରୀ ସାହିବାଟେ ଶ୍ରୀମନ୍ଦିରକୁ ଯାଇଥାନ୍ତି। ଏହାପରେ ଆଡପମଣ୍ଡପରେ ଲକ୍ଷ୍ମୀନାରାୟଣ ବନ୍ଦାପନା କାର୍ଯ୍ୟ […]

ଜନ୍ମଦେଲା ଆନାକୋଣ୍ଡା

ବାରଙ୍ଗ,୨୯।୬(ଏସଏସନିଉଜ) ନନ୍ଦନକାନନ ପାଇଁ ଖୁସି ଖବର।ସରୀସୃପ ଉଦ୍ୟାନରେ ଥିବା ହଳଦିଆ ଆନାକୋଣ୍ଡା ଛୁଆ ଦେଇଛି।ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ଦିନ ୭ଟିହଳଦିଆ ଆନାକୋଣ୍ଡାଙ୍କ ଜନ୍ମଗ୍ରହଣ କରିଛନ୍ତି।୨୨ଅକ୍ଟୋବର ୨୦୧୯ରେ ଚେନ୍ନାଇର ମାଡ୍ରାସ କୁମ୍ଭୀର ବ୍ୟାଙ୍କ ଟ୍ରଷ୍ଟରୁ ହଳଦିଆ ଆନାକୋଣ୍ଡାଙ୍କୁ ଅଣାଯାଇଥିଲା।ଜୁଲାଇ ୨୦୨୨ରେ ଏମାନଙ୍କର ଶେଷ ପ୍ରଜନନ ରହିଥିଲା।୬ଜୁଲାଇ୨୦୨୨ରେ ଗୋଟିଏ ଅଣ୍ଡା ଏବଂ ୮ଜୁଲାଇ ୨୦୨୨ରେ ଆଉ ଆଠଟିଛୁଆ ଜନ୍ମ ହୋଇଥିଲା।ଏହି ନୁଆଛୁଆଙ୍କୁ ମିଶାଇ ଚିଡ଼ିଆଖାନାରେ ହଳଦିଆ ଆନାକୋଣ୍ଡା ସଂଖ୍ୟା ୧୪କୁ ବୃଦ୍ଧି ପାଇଛି।ସେଥିମଧ୍ୟରୁ ଦୁଇଟି ବୟସ୍କ ପୁରୁଷ, ଦୁଇଟି […]

ଶରଧାବାଲିରେ ଅଘଟଣ

ପୁରୀ,୨୯।୬(ଏସଏସନିଉଜ)ପୁରୀ ଶରଧାବାଲିରେ ଅଘଟଣ ଘଟିଛି। ଠେଲାପେଲାରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ରବିବାର ଥିବାରୁ ରାତିରୁ ଭକ୍ତଙ୍କ ପ୍ରବଳ ଗହଳି ଲାଗିଥିଲା । ଭୋର ୪ଟାରେ ପହଡ଼ ଖୋଲିବା ପରେ ଦର୍ଶନପାଇଁ ଭକ୍ତଙ୍କ ମଧ୍ୟରେ ଉତ୍କଣ୍ଠା ବଢିଥିଲା।ଏହି ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି।ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ କହିଛନ୍ତିଲ ସିଏମ୍‌।ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି।ଏହିଭଳି ଏକ ଦାରୁଣ ଦୁଃଖକୁ […]

ଗୋରୁବୋଝେଇ ଗାଡ଼ି ଜବତ

କଟକ, ୨୮।୬(ଏସଏସନିଉଜ) ନେତାଜୀ ସୁଭାଷସେତୁ ଉପରୁ ଶନିବାର ସକାଳୁ ଏକ ଗୋରୁ ବୋଝେଇ କାରକୁ ପୁଲିସ ଜବତ କରିଛି। ପ୍ରକାଶଯେ, ଆଠଗଡ଼ ବାଙ୍କୀ ଅଂଚଳରୁ ଏକ ଓଆର ୦୫ଏଆର ୩୪୧୩ ନମ୍ୱର ଗୋରୁବୋଝେଇ କାରଟିରେ ୩ଟିଗୋରୁ ନେଇ ଆସୁଥିଲା।କାରଟି ନେତାଜୀ ସୁଭାଷସେତୁ ଉପରେ ପହଞ୍ଚିଥିବାବେଳେ କାରଟିରେ କୈାଣସି ଯାନ୍ତ୍ରୀକତୃଟି ଦେଖାଦେଇଥିଲା।ଗାଡିଟି ଷ୍ଟାର୍ଟ ନହେବାରୁ ବାଧ୍ୟ ହୋଇ ଗୋମାଫିଆ ମାନେ କାରଟିକୁ ବ୍ରିଜଉପରେ ଛାଡି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।ସକାଳୁ ପ୍ରାତଃ ଭ୍ରମଣରେ ଯାଉଥିବା କିଛି ସ୍ଥାନୀୟଲୋକ ବ୍ରିଜଉପରେ ଥୁଆ […]

ଗଞ୍ଜେଇମୁକ୍ତ ହେବ ଓଡ଼ିଶା

ଭୁବନେଶ୍ବର,୨୬।୬(ଏସଏସନିଉଜ) ଗଞ୍ଜେଇ ମୁକ୍ତ ହେବଓଡ଼ିଶାରାଜ୍ୟ ହେବ ଗଞ୍ଜେଇ ମୁକ୍ତ।ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି।ଗଞ୍ଜେଇ ଚାଷରୁ ନିବୃତ୍ତ ରହିବାକୁ ଅବକାରୀ ମନ୍ତ୍ରୀ ଅପିଲ୍ କରିଛନ୍ତି।

ଉତ୍ତରାଖଣ୍ଡରେ ମର୍ମନ୍ତୁଦ ଦୁର୍ଘଟଣା

ଭୁବନେଶ୍ବର,୨୬।୬(ଏସଏସନିଉଜ)ରୁଦ୍ରପ୍ରୟାଗରେ ନଦୀକୁ ଖସିଲା ବସ୍।ଅଳକାନନ୍ଦା ନଦୀକୁ ଖସିପଡ଼ିଲା ବସ୍।ବସରେ ଥିଲେ ୧୮ ଯାତ୍ରୀ।ଦୁର୍ଘଟଣା ପରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ୭ଜଣଙ୍କୁ ଉଦ୍ଧାର କରାଯାଇଛି।ଏହାସହ ନିଖୋଜଙ୍କ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି SDRF।

ଅଗଷ୍ଟ୯ରେ ସୁଭଦ୍ରାର ତୃତୀୟ କିସ୍ତି

ଭୁବନେଶ୍ବର,୨୬।୬(ଏସଏସନିଉଜ)ଆସନ୍ତା ରାକ୍ଷୀପୂର୍ଣ୍ଣିମା ଅର୍ଥାତ୍ ଅଗଷ୍ଟ୯ରେ ସମସ୍ତ ଯୋଗ୍ୟ ହିତାଧିକାରୀ ମହିଳାଙ୍କୁ ସୁଭଦ୍ରାର ତୃତୀୟକିସ୍ତି ମିଳିବ।ଏନେଇ ବୁଧବାର ଲୋକସେବାଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଆୟୋଜିତ ସୁଭଦ୍ରା ସୋସାଇଟିର ଚତୁର୍ଥ ପରିଚାଳନା ପରିଷଦ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି।ଏଥିସହ ସୁଭଦ୍ରା ଯୋଜନାର ଅଦ୍ୟାବଧି ପ୍ରଶାସନିକ ଓ ଆନୁସଙ୍ଗିକ ଖର୍ଚ୍ଚକୁ ମଧ୍ୟ ବୈଠକ ରେ ଅନୁମୋଦନ କରାଯାଇଛି।