କଳାକାର ଯୋଜନାରେ ସାମିଲ ହେବେ ଆଉ ତିରିଶହାଜର
ଭୁବନେଶ୍ୱର,୬ା୨(ଏସଏସନିଉଜ)ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଆଉ ତିରିଶ ହାଜର କଳାକାରଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି ।ଏହା ଓଡ଼ିଆଭାଷା, ସାହିତ୍ୟ ଓ ସଂସ୍କୃତିବିଭାଗର ଏକ ପ୍ରମୁଖ ଯୋଜନା ।5Tଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ଏହି ଯୋଜନାରେ ଅଧିକ କଳାକାରଙ୍କୁ ସାମିଲ କରିବା ପାଇଁ କଳାକାର ଓ ସେମାନଙ୍କର ସଂଗଠନ ଅନୁରୋଧ କରି ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଏହାପରେ ଏହି ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ […]