Browsing category

ବାଣିଜ୍ୟ

CISF ନଜରରେ ଅଯୋଧ୍ୟା ବିମାନବନ୍ଦର

ଭୁବନେଶ୍ବର,୧୦।୧(ଏସଏସନିଉଜ)ନବନିର୍ମିତ ଅଯୋଧ୍ୟା ବିମାନ ବନ୍ଦର ସୁରକ୍ଷା ଦାୟିତ୍ବ ନେଇଛି CISF।ମହର୍ଷି ବାଲ୍ମୀକି ଅନ୍ତର୍ଜାତୀୟ ବିମାନ ବନ୍ଦର ସୁରକ୍ଷା ଦାୟିତ୍ବ ହସ୍ତାନ୍ତର ହୋଇଛି।ଆସନ୍ତା କିଛିଦିନ ମଧ୍ୟରେ ଆବଶ୍ୟକ CISF ୟୁନିଟ୍ ମୁତୟନ ହେବ। ୨୨ରେ ପ୍ରାଣପ୍ରତିଷ୍ଠା ଉତ୍ସବରେ ବହୁ ବିଶିଷ୍ଟବ୍ୟକ୍ତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଷ୍ଟ୍ରାଇକରୁ ଓହରିଲେ ରାଜ୍ୟ ଡ୍ରାଇଭର ସଂଘ

ଭୁବନେଶ୍ୱର,୬ା୧(ଏସଏସନିଉଜ) ଆନ୍ଦୋଳନରୁ ଓହରିଛନ୍ତି ରାଜ୍ୟ ଡ୍ରାଇଭର ସଂଘ । ଏ ନେଇ ଡ୍ରାଇଭର ସଂଘ ପକ୍ଷରୁ ସୁଚନା ଦିଆଯାଇଛି ।ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଅନ୍ଦୋଳନରୁ ଓହରିଛି ରାଜ୍ୟ ଡ୍ରାଇଭର ସଂଘ । ଏଥିନିମନ୍ତେ ଷ୍ଟିୟରିଂ ଛାଡ଼ ଆନ୍ଦୋଳନରୁ ଓହରିବାକୁ ଆହ୍ୱାନ ଦେଇଛନ୍ତିସଭାପତି ପ୍ରଶାନ୍ତ ମେଣ୍ଡୁଲି ।ସେ କହିଛନ୍ତି ରାଜ୍ୟ ସରକାର ଆମ ଦାବି ଶୁଣିଛନ୍ତି, ତେଣୁ ଆନ୍ଦୋଳନରୁ ଓହରିଲୁ । ସୋମବାର କେନ୍ଦ୍ର ଆଇନ ବିଷୟରେ ଆଲୋଚନା କରିବୁ । ଅନ୍ୟ ୨୮ ରାଜ୍ୟ […]

କୁମ୍ଭୀରପାଇଁ ଭିତରକନିକା ବନ୍ଦ

ଭୁବନେଶ୍ୱର,୪ା୧(ଏସଏସନିଉଜ) ଆରମ୍ଭ ହୋଇଛି ଚିଲିକାରେ ପକ୍ଷୀଗଣନା । ସମଗ୍ର ଚିଲିକାର ବାଲୁଗାଁରେ ୬ଟି, ଟାଙ୍ଗିରେ ୮ଟି, ସାତପଡ଼ାରେ ୪ଟି, ରମ୍ଭାରେ ୨ଟି ଓ ଚିଲିକା ନୂଆପଡ଼ାରେ ଗୋଟିଏ ଟିମ୍ କୁନେଇ ସମୁଦାୟ୨୧ଟିଟିମ୍ ଗଣନାରେ ସାମିଲ ହୋଇଛନ୍ତି । ଏହି ଗଣନାରେ ୧୧୮ ଜଣ କର୍ମଚାରୀ ନିୟୋଜିତ ହୋଇଛନ୍ତି । ସକାଳ ୬ଟାରୁ ଗଣନା ପ୍ରକ୍ରିୟା ଆରମ୍ଭ ହୋଇ ଦିନ ୧୨ଟା ଯାଏଁ ଚାଲିବ ।ସେହିଭଳିଭାବେ କୁମ୍ଭୀର ଗଣନା ପାଇଁ ସ୍ଥାୟୀ ଓ ଅସ୍ଥାୟୀ କର୍ମଚାରୀଙ୍କୁ ନେଇ ବିଭିନ୍ନ […]

ଫେବୃଆରୀ ୩ରେ ପ୍ରଥମ ବିଶ୍ବ ଓଡ଼ିଆଭାଷା ସମ୍ମିଳନୀ

ଭୁବନେଶ୍ବର, ୨ା୧(ଏସଏସନିଉଜ)ଆସନ୍ତା ଫେବୃୟାରୀ ୩ ରୁ ୫ତାରିଖ ପର୍ଯ୍ୟନ୍ତ୩ଦିନଧରି ରାଜ୍ୟରେ ପ୍ରଥମଥରପାଇଁ ବିଶ୍ବ ଓଡ଼ିଆଭାଷା ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଏହିସମ୍ମିଳନୀ ଆୟୋଜନକରାଯିବାନିମନ୍ତେ ଗତଡିସେମ୍ବର୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।ଏହି ସମ୍ମିଳନୀ ଯେପରି ବିପୁଳ ସଫଳତା ହାସଲ କରିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି ।ଏଥିପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ […]

ସ୍ଥାୟୀ ବେଞ୍ଚର ଆବଶ୍ୟକତା ନାହିଁ

ଭୁବନେଶ୍ୱର,୨।୧(ଏସଏସନିଉଜ)ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେସ୍ଥାୟୀ ବେଞ୍ଚର ଆବଶ୍ୟକତା ନଥିବା କହିଲେ କେନ୍ଦ୍ର ଆଇନମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ।ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ,ଇ-କୋର୍ଟ ଆରମ୍ଭ ହେଲାଣି , ଭର୍ଚୁଆଲ ରେ ସୁବିଧା ମିଳୁଛି।ଇ-କୋର୍ଟ ବ୍ୟବସ୍ଥାରେ ଓଡ଼ିଶା ଆଗରେ ଅଛି।ଜିଲ୍ଲାରେ ଭଲ ସୁବିଧା ମିଳୁଛି ବୋଲି କେନ୍ଦ୍ର ଆଇନମନ୍ତ୍ରୀ କହିଛନ୍ତି।ତେଣୁ ହାଇକୋର୍ଟ ବେଞ୍ଚର ଆବଶ୍ୟକତା ଆଉ ନାହିଁ ବୋଲି କହିଛନ୍ତି।

ଖୋଲିଲା ଶିମିଳିପାଳ

ବାରିପଦା,୨୭ା୧୨(ଏସଏସନିଉଜ) ମାସେହେଲା ସ୍ଥାନୀୟବାସିନ୍ଦାଙ୍କ ରାସ୍ତାଅବରୋଧ ଯୋଗୁଁ ବନ୍ଦଥିବା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି । ଗତକାଲି ମିଳିତ ବୈଠକରେ ନିଷ୍ପତ୍ତି ପରେ ଆଜିଠୁ ଖୋଲିଛି ଶିମିଳିପାଳା ଚଳିତବର୍ଷ ପର୍ଯ୍ୟଟକଙ୍କ ପାଇଁ ଅକ୍ଟୋବର୧୪ରେ ଶିମିଳିପାଳ ଖୋଲାଯାଇଥିଲା। ତେବେ ବିଭିନ୍ନ ସମସ୍ୟା ନେଇ ସ୍ଥାନୀୟ ଜନସାଧାରଣଙ୍କ ରାସ୍ତା ଅବରୋଧ ଫଳରେ ମାସ ହେଲା ଶିମିଳିପାଳ ବନ୍ଦ ରହିଥିଲା। ପୂର୍ବ ନିଷ୍ପତ୍ତି ଅନୁଯାୟୀ, ପିଠାବଟା ଫାଟକ ଦେଇ ୨୫ଟି ଓ କାଳିଆଣି ଫାଟକ ଦେଇ ୩୫ଟି ଗାଡ଼ି ଅତିବେଶିରେ […]

କଟକ ସହରକୁ ଗଡ଼ିବ ମେଟ୍ରୋ

କଟକ,୨୮ା୧୨(ଏସଏସନିଉଜ)ଏବେ ତ୍ରିଶୁଳିଆ ନୁହେଁ କଟକସହରକୁ ଗଡିବ ମେଟ୍ରୋ ଟ୍ରେନ୍ । ପ୍ରଥମପର୍ଯ୍ୟାୟରେ  ଭୁବନେଶ୍ବର ବିମାନବନ୍ଦରରୁ ତ୍ରିଶୂଳିଆଛକପର୍ଯ୍ୟାୟରେ  ମେଟ୍ରୋପ୍ରକଳ୍ପ ପାଇଁ ‌ଯୋଜନା କରାଯାଇଥିବାବେଳେ ଏବେ ଏହାକୁ ‌କଟକ ନେତାଜୀ ବସ୍ ଟର୍ମିନାଲପର୍ଯ୍ୟନ୍ତ ସଂପ୍ରସାରିତ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।ଏଥିପାଇଁ କାଠଯୋଡି ପୋଲକୁଲାଗି ୨୨୦ କୋଟି ଟଙ୍କା ବ୍ୟୟବରାଦରେ ହେବାକୁଥିବା ଦ୍‌ବିତୀୟସେତୁ ପାଇଁ ଟେଣ୍ଡରକୁ ବାଜତିଲ କରି ଦିଆଯାଇଛି । ଏବେ କାଠ‌ଯୋଡ଼ି ଉପରେ ପ୍ରାୟ ୭୦୦ କୋଟି ଟଙ୍କା ବ୍ୟୟରେ ଏକ ବହୁବିଧ ପରିବହନ ବ୍ୟବସ୍ଥା ଥିବାା ସେତୁ […]

ରାୟଗଡ଼ା ବନ୍ଦ

ରାୟଗଡ଼ା,୨୮ା୧୨(ଏସଏସନିଉଜ) ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ରାୟଗଡ଼ା ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଉଥିବାବେଳେ ବିଭିନ୍ନ ସ୍ଥାନରେ ରାସ୍ତାରୋକ ମଧ୍ୟ କରାଯାଇଛି ।ଚନ୍ଦ୍ରପୁର ମେଡିକାଲ ୱାର୍ଡେନଙ୍କ ହତ୍ୟାକାରୀକୁ ଧରିବା ଦାବିରେ ଏହି ବନ୍ଦ ଡାକରା ଦିଆଯାଇଥିବାବେଳେ ୨୧ରେ ମେଡିକାଲ ପରିସରରୁ ୱାର୍ଡେନଙ୍କ ଅଧାପୋଡା ମୃତଦେହ ମିଳିଥିଲା ।

ନନ୍ଦନକାନନକୁ ଆସିବ ମେଘୁଆଚିତା

ବାରଙ୍ଗ,୨୭ା୧୨(ଏସଏସନିଉଜ)ପ୍ରାଣିଉଦ୍ୟାନନନ୍ଦନକାନନକୁ ଜାନୁଆରୀ ମାସରେ ମେଘୁଆ ଚିତା ଅସିବାନେଇ ଉଦ୍ୟମ ଆରମ୍ଭ କରିଛି ନନ୍ଦନକାନନ ।କେବଳ ଚିତାନୁହେଁ ଏହାସହ ଦୁବାଇରୁ ଧଳା ସିଂହମଧ୍ୟ ଆସିବାକୁ ଯାଉଛି ।ଅଦଳବଦଳପ୍ରକିୟା ଓ ଉପହାରରେ ଏହାକୁ ଆଣିବାପାଇଁ ଯୋଜନା କରିଛି ନନ୍ଦନକାନନ ।ଏହାସହ କଲିକତା ଅଲିପୁର ଚିଡ଼ିଆଖାନାରୁ ଆଉ ଏକ ଜିରାଫ ମଧ୍ୟ ଅଣାଯିବ ବୋଲି ସୁଚନା ଦେଇଛନ୍ତି ପିସିସିଏଫ ସୁଶାନ୍ତ ନନ୍ଦା

ମାଲକାନଗିରିରୁ ଉଡ଼ିବ ବିମାନ

ମାଲକାନଗିରି,୨୬ା୧୨(ଏସଏସନିଉଜ) ଜାନୁଆରୀରେ ଉଦଘାଟିତ ହେବ ମାଲକାନଗିରି ବିମାନ ବନ୍ଦର । ମାଲକାନଗିରି ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ଅବତରଣ କରିବେ ଏବଂ ଜାନୁଆରୀ ଆରମ୍ଭରେ ଏହାର ଉଦଘାଟନ କରିବା ନେଇ ସ୍ବତନ୍ତ୍ର ସଚିବ ଭିନିଲ କ୍ରୀଷ୍ଣା ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି।ତେଣୁ ଯୁଦ୍ଧକାଳିନଭିତିରେ ବିମାନବନ୍ଦରକାମ ଚାଲିଥିବାବେଳେ ଶେଷ ପର୍ଯ୍ୟାୟରେ ପହଁଚିଥିବାର ଜଣାପଡିଛି । କୋଟଲିଗୁଡାଠାରେ ବିମାନବନ୍ଦର ନିର୍ମାଣଧୀନ ଚାଲୁ ରହିଛି। ବିମାନ ବନ୍ଦରର ରନୱେ କାମ ସମ୍ପୂର୍ଣ୍ଣ ଶେଷ ହୋଇଥିବା ବେଳେ କେବଳ ରନୱେରେ ହ୍ୱାଇଟ୍ ମାର୍କିଂ ବା ଲାଇନିଂ […]