Browsing category

ବାଣିଜ୍ୟ

ମାଇଟ୍ୟାଲେଂଟର ବାର୍ଷିକସ୍‌ବ

ବାରଙ୍ଗ,୧୬।୮(ଏସଏସନିଉଜ) ବାରଙ୍ଗରେ ଥିବା ମାଇଟ୍ୟାଲେଂଟ ଶିକ୍ଷାନୁଷ୍ଠାନର ବାର୍ଷିକସ୍‌ବ ମଙ୍ଗଳବାର ରାତିରେ ବାରଙ୍ଗସ୍ଥିତ ଶିକ୍ଷାନୁଷ୍ଠାନ ପରିସରରେ ଅନୁଷ୍ଠିତ ହୋଇଯାଇଛିୁ ।ଏଥିରେ କଳିଙ୍ଗହସ୍ପିଟାଲର ସହନିର୍ଦ୍ଦେଶକ ଜ୍ଞାନେନ୍ଦୁ ମହାପାତ୍ର,କୁଞବିହାରିମହାବିଦ୍ୟାଳୟର ବାଣିଜ୍ୟବିଭାଗ ଅଧ୍ୟାପିକା ଲକ୍ଷ୍ମିପ୍ରିୟାସ୍ୱାଇଁ ,ଶିକ୍ଷାନୁଷ୍ଠାନର ପ୍ରତିଷ୍ଠାତା ତଥା ୨୦୧୦ମସିହାରେ ଉତ୍କଳବିଶ୍ୱବିଦ୍ୟାଳୟରେ ସ୍ୱର୍ଣପଦକହାସଲକରିଥିବା ରଶ୍ମିଅଗ୍ରୱାଲା ଅତିଥିଭାବେ ଯୋଗଦେଇ ବାରଙ୍ଗଅଂଚଳରେ ଛାତ୍ରୀଛାତ୍ରମାନଙ୍କୁ ଆପଣାର କରି ଲୋପ୍ରିୟତା ହାସଲ କରିପାରିଥିବାରୁ ଶିକ୍ଷାନୁଷ୍ଠାନର ସମସ୍ତଙ୍କୁ ପ୍ରଂଶସା କରିଥିଲେ ।ଏହିଅବସରରେ ନବାଗତଛାତ୍ରୀଛାତ୍ରମାନଙ୍କୁ ସମ୍ମାନୀତ କରାଯାଇଥିଲା ।ଶିକ୍ଷାନୁଷ୍ଠାନରେ ପାଠପଢି ଯୁକ୍ତ୩ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରୀଛାତ୍ରମାନଙ୍କୁ ପୁରସ୍କାରପ୍ରଦାନ କରାଯାଇଥିଲା ।ସେଥିମଧ୍ୟରୁ […]

ନନ୍ଦନକାନନକୁ ଆସିଲା ଉଦ୍ଧାର ବଜ୍ରକାପ୍ତା

ବାରଙ୍ଗ,୯ା୮(ଏସଏସନିଉଜ)ନବରଙ୍ଗପୁର ଡିଭିଜନ ନିକଟସ୍ଥ ଜଙ୍ଗଲରୁ ବନବିଭାଗ ଦ୍ବାରା ଉଦ୍ଧାର ହୋଇଥିବା ଏକ ୫ବର୍ଷର ବଜ୍ରକାପ୍ତାକୁ ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ଅଣାଯାଇଛି। ନନ୍ଦନକାନନରଡାକ୍ତରମାନଙ୍କ ତତ୍ତ୍ବାବଧାନରେ ବଜ୍ରକାପ୍ତାଟିକୁ ନନ୍ଦନକାନନର ବନ୍ୟପ୍ରାଣୀ ଚିକିତ୍ସାଳୟରେ ତାର ପ୍ରାଥମିକ ଚିକିତ୍ସା କରାଯାଇ ତାକୁ ବଜ୍ରକାପ୍ତା ପ୍ରଜନନ କେନ୍ଦ୍ରରେ ଛଡାଯାଇଛି।ଉଦ୍ଧାର ବଜ୍ରକାପ୍ତାର ଲିଙ୍ଗଚିହ୍ନଟ ହୋଇନଥିବାବେଳେ ନନ୍ଦନକାନନରେ ଏମାନଙ୍କ ସଂଖ୍ୟା ଆଶାଶୀତ ଭାବେ ବୃଦ୍ଧିପାଇ ୨୫କୁ ପହଁଚିଛି । ତେବେ ଆସିଥିବା ବଜ୍ରକାପ୍ତାଟି ସୁସ୍ଥଥିବାର ଜଣାପଡିଛି।

ଓଡ଼ିଶାଆସିବେ ଅମିତଶାହ

ଭୁବନେଶ୍ୱର,୩।୮(ଏସଏସନିଉଜ)କାଲି ଓଡ଼ିଶାଆସିବେ ଅମିତ ଶାହ।କେନ୍ଦ୍ର ଗୃହମନ୍ତ୍ରୀ ଅମିତଶାହ କାଲି ଓଡ଼ିଶା ଆସୁଥିବା ସୂଚନାମିଳିଛି ।ଦୁଇଦିନିଆ ଓଡ଼ିଶାଗସ୍ତରେ ଆସୁଥିବା ସୂଚନା ରହିଛି।ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ପାରନ୍ତି ଶାହ l ଏନେଇ ସରକାରୀ ଭାବେ ବିସ୍ତୃତ ସୂଚନା ମିଳିନାହିଁ l

ନନ୍ଦନକାନନକୁ ପଡିଲା କି ଶନିଦଶା !

ବାରଙ୍ଗ,୨୭।୭(ଏସଏସନିଉଜ) ବିଶ୍ୱସ୍ତରୀୟ ଚିଡିଆଖାନା ପାଇଁ ନନ୍ଦନ କାନନ କର୍ତୁପକ୍ଷ ଉଦ୍ୟମ ଆରମ୍ଭ କରିଥିବାବେଳେ ଦିନକୁ ଦିନ ଜୀବଜନ୍ତୁମାନଙ୍କ ସଂଖ୍ୟା କମିବାରେ ଲାଗିଛି।ଏବେବି ୧୫ରୁଉର୍ଦ୍ଧ୍ବ ଜୀବଜନ୍ତୁ ଅସୁସ୍ତ ହୋଇ ଚିକିତ୍ସିତ ହେଉଥିବାର ଜଣାପଡିଛି । ବୁଧବାର ବିଳମ୍ବିତ ରାତିରେ ଗୋଟିଏ ମାଈଚିତା ବିରାଡିର ମୃତ୍ୟୁ ହୋଇଥିବା ବେଳେ ଗୁରୁବାରସକାଳେ ଏକ ଅଣ୍ଡିରା ବଡଥଣ୍ଟିଆ ଶାଗୁଣାର ମୃତ୍ୟୁ ହୋଇଛି।ଯାହାକୁ ନେଇ କର୍ତ୍ତୃପକ୍ଷଙ୍କ ମୁଣ୍ଡବ୍ୟଥାର କାରଣ ପାଲଟିଛି।ତେବେ ନନ୍ଦନ କାନନକୁ ଶନିଦାଷା ପଡିଛି ବୋଲି ଆଲୋଚନା ହେଉଛି। ରାଜ୍ୟ ଉଭିଦଉଦ୍ୟାନର ଶାଗୁଣା […]

କଟକଚଣ୍ଡୀମନ୍ଦିରରେ ରାଷ୍ଟ୍ରପତି ଦ୍ରୌପଦୀମୁର୍ମୁ

କଟକ,୨୬।୭(ଏସଏସନିଉଜ) ସଡ଼କପଥରେ କଟକଚଣ୍ଡୀମନ୍ଦିରକୁ ଯାଇ ମା ଚଣ୍ଡୀଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀମୁର୍ମୁ । ରାଷ୍ଟ୍ରପତି ପହଁଚିବାପରେ ହୁଳୁହୁଳିରେ କମ୍ପିଉଠିଲା କଟକଚଣ୍ଡୀମନ୍ଦିରର ପରିବେଶ । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର୍ ଗଣେଶୀଲାଲ୍ ମଧ୍ୟ ମାଙ୍କର ଦର୍ଶନ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀମୁର୍ମୁ ପ୍ରୋଟୋକଲ୍ ଭାଙ୍ଗି ଲୋକଙ୍କ ସହ ମିଶିଥିବାର ଦେଖିବାକୁ ମିଳିଥିଲା । ରାଷ୍ଟ୍ରପତିଙ୍କ ଆସିବାର ସୁଚନା ରହିଥିବାରୁ ଚଣ୍ଡୀମନ୍ଦିର ନିକଟରେ କଟକବାସୀଙ୍କ ନାହିଁ ନଥିବା ଭିଡ଼ ପରିଲକ୍ଷିତ ହୋଇଥିଲା ।ତେବେ କଟକରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭବ୍ୟ […]

ଅହମ୍ମଦାବାଦରେ ଦୁର୍ଘଟଣା,୯ମୃତ

ଭୁବନେଶ୍ୱର,୨୦।୭(ଏସଏସନିଉଜ) ଅହମ୍ମଦାବାଦରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।ଏଥିରେ ୯ଜଣ ମୃତୁବରଣ କରିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି।ସର୍ଖେଜ-ଗାନ୍ଧିନଗର ହାଇୱେର ଇସକନ୍‌ ମନ୍ଦିର ପାଖରେ ଏହି ଦୁର୍ଘଟଣା ଘଟିଛି।ଜାଗୁଆର କାର୍‌ ଡ୍ରାଇଭରଙ୍କ ବେପରୁଆ ଡ୍ରାଇଭ ପାଇଁ ଦୁର୍ଘଟଣା ଘଟିଥିବାର କୁହାଯାଉଛି।ଏହା ଏକ ହିଟ୍‌ ଆଣ୍ଡ ରନ୍‌ ମାମଲା ବୋଲି ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି।

ଓଲଟିପଡିଲା ଟୁରିଷ୍ଟବସ

ଭଦ୍ରକ,୨୦।୭(ଏସଏସନିଉଜ) ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିପଡିଛି ତୀର୍ଥଯାତ୍ରୀ ବସ୍।ଯାହାଫଳରେ ୨୫ଜଣ ଆହତ ହୋଇଛନ୍ତି। ଭଣ୍ଡାରିପୋଖରୀ ଥାନା ପେଟ୍ରୋଲ ପମ୍ପ୍ ନିକଟରେ ଏହି ଦୁର୍ଘଟଣା ଘଟିଛି।ଏଥିରେ ୪୦ ଜଣ ଯାତ୍ରୀ ଆହତ ହୋଇଛନ୍ତି ଓ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି ।ସମସ୍ତଙ୍କୁ ମେଡିକାଲ୍‌ରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। କୋଲକାତାରୁ ବସ୍ ଯୋଗେ ପୁରୀ ଯାଉଥିଲେ ୬୨ଜଣ ଯାତ୍ରୀ। ଆଜି ସକାଳ ପ୍ରାୟ ୧୦ଟା ସମୟରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଲା ଶିବମ ନାମକ ଏହି […]

କାଉଡ଼ିଆଙ୍କୁ ଗୋଡ଼ାଇ ପିଟିଲା ପୁଲିସ

ଭଦ୍ରକ,୧୮ା୭(ଏସଏସନିଉଜ) ଭଦ୍ରକଜିଲ୍ଲାର ପ୍ରସିଦ୍ଧଶୈବପୀଠ ଆରଡିର ବାବା ଆଖଣ୍ଡଳମଣିଙ୍କ ପୀଠରେ ଶ୍ରାବଣମାସର ସୋମବାରରେ ଜଳଲାଗି ପାଇଁ ହଜାର ହଜାର ଭକ୍ତ ରବିବାରରାତିରୁ ଭିଡ଼ ଲାଗିଥିଲା।ଏତେସଂଖ୍ୟକ ଭକ୍ତଙ୍କ ସମାଗମ ହୋଇଥିବାବେଳେ ଜଳାଭିଷେକ ପାଇଁ କାଉଡିଆଙ୍କ ଭିତରେ ଠେଲାପେଲା ହୋଇଥିଲା ।ଆଗ କିଏ ଯିବ ସେଥିପାଇଁ ଏକପ୍ରକାର ପ୍ରତିଯୋଗୀତା ଆରମ୍ଭ ହୋଇଯାଇଥିଲା ।ବାଧ୍ୟହୋଇ ଗହଳିକୁ ନିୟନ୍ତ୍ରଣକୁ ଆଣିବାପାଇଁ ଠେଲାପେଲା କରୁଥିବା କାଉଡିଆଙ୍କୁ ସାଇଜ କରିବାପାଇଁ ଓ ଭିଡ଼ ନିୟନ୍ତ୍ରଣ କରିବାପାଇଂ ପୋଲିସ ଗୋଡ଼ାଇ ଗୋଡ଼ାଇ ପିଟିଥିଲା ।ଭକ୍ତମାନେ ଶୃଙ୍ଗଳିତଭାବେ ଜଳାଭିଷେକ କରିବାପାଇଁ […]

ଆନନ୍ଦବଜାରରେ ଲାଗିବ ଅବଢ଼ା ରେଟଚାର୍ଟ

ପୁରୀ,୧୫ା୭(ଏସଏସନିଉଜ)ଏଣିକି ଶ୍ରୀମନ୍ଦିର ଆନନ୍ଦବଜାରରେ ଲାଗିବ ଅବଢ଼ା ରେଟଚାର୍ଟ।ଏନେଇ ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ ରଞ୍ଜନକୁମାରଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୃଙ୍ଖଳା କମିଟି ବୈଠକରେ ବହୁଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆନନ୍ଦବଜାରରେ ଅଣସୁଆରଙ୍କୁ ଚିହ୍ନଟ କରିବା, ମହାପ୍ରସାଦର ରେଟ୍ ଚାଟ୍ ଲଗାଇବା, ପର‌୍ୟ୍ୟାପ୍ତ ପାନୀୟଜଳ, ହେଲ୍ପଡେସ୍କ ଗଠନ, ଆନନ୍ଦ ସଫେଇ ଓ ସ୍ୱଚ୍ଛତା ପ୍ରତି ଗୁରୁତ୍ୱ, ଜରି କାଢ଼ି ସେଡ୍ ବ୍ୟବସ୍ଥା ସହ ଅନ୍ୟାନ୍ୟ ବିଷୟଉପରେ ଆଲୋଚନା ହୋଇଛି ।ତେବେ ମହାସୁଆର ନିଯୋଗ ପକ୍ଷରୁ କରାଯାଉଥିବା ଦାବୀ ଉପରେ ପ୍ରଶାସନ ଗୁରୁତ୍ୱଦେଇ ଏକ ୧୧ଜଣିଆକୋର୍ […]

ଚନ୍ଦ୍ରଅଭିମୁଖେ ବାହାରିଲା ଚନ୍ଦ୍ରଯାନ-୩

ଭୁବନେଶ୍ୱର,୧୪।୭(ଏସଏସନିଉଜ)ଭାରତପାଇଁ ଗର୍ବ ଓ ଗୌରବର ଦିନ ସାଜିଛି ଚନ୍ଦ୍ରୟାନ-୩ ।ଆଜି ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଛି ଚନ୍ଦ୍ରୟାନ-୩ । ସଫଳତାର ସହ କକ୍ଷପଥରେ ଅବସ୍ଥାପିତହୋଇଛି ।ନିର୍ଦ୍ଧାରିତ ସମୟ ଅପରାହ୍ନ ୨ଟା ୩୫ରେ ହେଲା ଉତକ୍ଷେପଣ ଚନ୍ଦ୍ରଯାନ-୩। ୩୪୦ ଦିନର ଯାତ୍ରା ଆରମ୍ଭ କରିଛି ଚନ୍ଦ୍ରଯାନ-୩।ଚନ୍ଦ୍ର ଅଭିମୁଖେ ବାହାରିଲା ‘ଚନ୍ଦ୍ରଯାନ-୩।ସତୀଶ ଧାୱନ ସ୍ପେସ ସେଣ୍ଟରରୁ ହେଲା ଉତକ୍ଷେପଣ।ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ପେସ ସେଣ୍ଟର ଉତକ୍ଷେପଣ ହୋଇଛି।