ମହିଳା କାର୍ଡ ଖେଳିଲା କଂଗ୍ରେସ
୧-ଆଖୁ କିଆରିରୁ ମୋଷ୍ଟ ୱାଣ୍ଟେଡ୍ ଗୋବିନ୍ଦ ସାହୁକୁ ଗିରଫ କଲା ପୋଲିସ । ୨-ଗତ ୮ ତାରିଖରେ ନିଖୋଜ ହୋଇଥିବା ଶିକ୍ଷୟିତ୍ରୀ ମମିତା ମେହେର ଘଟଣାକୁ କେନ୍ଦ୍ର କରି ଅକ୍ଟୋବର ୨୦ରେ ବିଜେପି ପକ୍ଷରୁ ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ କରାଯିବା ନେଇ ନିଷ୍ପତ୍ତି ହୋଇଛି। ୩-ସ୍କୁଲ ଷ୍ଟାଡିୟମରୁ ମିଳିଲା ମମିତାଙ୍କ ଗଳିତ ମୃତଦେହ । ମିଳିଲା ସୁନା ଚେନ୍, ପାଉଁଜି ଓ ବ୍ୟାଗର କିଛି ଅଂଶ । ୪-ଶିକ୍ଷୟତ୍ରୀ ମମିତା ମେହେରଙ୍କୁ ହତ୍ୟା ଘଟଣାରେ ସଂପୃକ୍ତ […]