ପୂରା ଦୁନିଆରେ ହ୍ଵାଟ୍ସଆପ୍, ଫେସବୁକ ଓ ଇନଷ୍ଟାଗ୍ରାମ ସେବା ଠପ୍
୧. ଶ୍ରୀମନ୍ଦିରର ୭ଟି ଦ୍ୱାରରେ ଚାଲିଥିବା ରୁପା ଛାଉଣୀ କାମ ଶେଷ ହୋଇଛି । ବେହେରଣ ଦ୍ୱାର, ଜୟବିଜୟ ଦ୍ୱାର, ସାତପାହାଚ ଦ୍ୱାର, ଭୋଗ ମଣ୍ଡପ ଦ୍ୱାର, ଲକ୍ଷ୍ମୀ ମନ୍ଦିର, ଆଦି ନୃସିଂହ ମନ୍ଦିର ଓ ବିମଳା ମନ୍ଦିର ଦ୍ୱାର ସବୁକୁ ରୁପା ଛାଉଣୀ କରାଯାଇଛି । ୨. ଅଭୟାରଣ୍ୟରେ ଗୃହପାଳିତ ପଶୁ ପକ୍ଷୀଙ୍କୁ ବନ ବିଭାଗ ପକ୍ଷରୁ ଟିକାକରଣ । ୩. ଚଳିତ ଆଇପିଏଲ ସିଜନର ଦ୍ୱିତୀୟ ଫେଜ୍ରେ ସୋମବାର ଏଠାରେ ଖେଳାଯାଇଥିବା ଡ୍ରାମାରେ […]