ବିରଞ୍ଚି ଏତେ ପଇସା ଆଣିଲେ କେଉଁଠୁ ?
୧–ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ: ବିଜ୍ଞାନରେ ପାସ ହାର ୯୫.୧୫%, ବାଣିଜ୍ୟରେ ୯୪.୯୬% ୨–ଅଗଷ୍ଟ ମାସର ଗାଇଡଲାଇନ ନେଇ ଏସଆରସିଙ୍କ ଘୋଷଣା। ରାତି ୮ଟାରୁ ସକାଳ ୬ଟା ଯାଏ ନାଇଟ୍ କର୍ଫ୍ୟୁ ବଳବତ୍ତର ରହିବ। ୩–ଭୁବନେଶ୍ବର, କଟକ ଓ ପୁରୀରେ ସପ୍ତାହାନ୍ତ ସଟ୍ଡାଉନ୍ ଜାରି ରହିବ। ରାଜ୍ୟର ସମସ୍ତ ଆହାର କେନ୍ଦ୍ର ଖୋଲା ରହିବ। ଏଣିକି ରାସ୍ତାକଡ଼ର ଦୋକାନରେ ଖାଇପାରିବେ ଲୋକେ ୪–ସାରା ରାଜ୍ୟରେ ଦୋକାନ ବଜାର ରାତି ୮ଟା ଯାଏ […]