ପର୍ଯ୍ୟଟକଙ୍କ ମନ ଜିଣିବେ
୧-ଆଜି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା: ରତ୍ନବେଦୀରୁ ଜନ୍ମବେଦୀକୁ ନବଦିନାତ୍ମକ ଯାତ୍ରା କରିବେ ମହାବାହୁ, ରଥ-ପଥ ସବୁ ପ୍ରସ୍ତୁତ । ୨-ଉତ୍ତରପ୍ରଦେଶ ଏଟିଏସ୍କୁ ମିଳିଲା ବଡ଼ ସଫଳତା, ଲକ୍ଷ୍ନୌରୁ ୨ ସନ୍ଦିଗ୍ଧ ଆତଙ୍କୀ ଗିରଫ, ରାଜ୍ୟରେ ହାଇଆଲର୍ଟ ଜାରି । ୩-ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବ ପଞ୍ଜିକରଣ । ୪-କୋପା ଆମେରିକା ଫୁଟବଲ୍ ଫାଇନାଲ୍ରେ ବାଜି ମାରିଲା ଆର୍ଜେଣ୍ଟିନା। ଫାଇନାଲ୍ ମ୍ୟାଚ୍ରେ ବ୍ରାଜିଲକୁ ୧-୦ ଗୋଲ୍ରେ ହରାଇ ଚାମ୍ପିଅନ ହୋଇଛି ଲିଓନାଲ […]