ଶିକ୍ଷାନୁଷ୍ଠାନ ପରେ ଧର୍ମାନୁଷ୍ଠାନରେ କରୋନା
୧-ଆଇପିଏଲ୍-୨୦୨୧ : ବୋଲରଙ୍କ କମାଲ , ମୁମ୍ବାଇ ଇଣ୍ଡିଆନ୍ସ କୋଲକାତା ନାଇଟ୍ ରାଇଡର୍ସକୁ ୧୦ ରନରେ ହରାଇଲା । ୨–ମହାରାଷ୍ଟ୍ରରେ ଲାଗିବ ନାହିଁ ଲକଡାଉନ । ଉଦ୍ଧବ ଠାକରେଙ୍କ ଘୋଷଣା ପରେ ରାଜ୍ୟବାସୀ ଆଶ୍ୱସ୍ତ । ସେପଟେ ହସ୍ପିଟାଲରେ ଦେଖା ଦେଲାଣି ଅକ୍ସିଜେନ ଅଭାବ । ୩-ଭାକସିନ ଅଭାବକୁ ନେଇ କେନ୍ଦ୍ରର ଜବାବ, ସମସ୍ୟା ଟିକା ଅଭାବକୁ ନେଇ ନୁହେଁ ବରଂ ଉତ୍ତମ ସଞ୍ଚାଳନରେ ରହିଛି । ୪-ମତ୍ସ୍ୟଚାଷୀଙ୍କ ପାଇଁ ଆରମ୍ଭ ହେଲା ଇ-ଶାନ୍ତା ଇଲେକ୍ଟ୍ରୋନିକ୍ ବଜାର ୫-ଋଷର […]