Browsing category

ମହାନଗର

ନୂଆବର୍ଷରୁ ମହାପ୍ରଭୁଙ୍କ ଧାଡି ଦର୍ଶନ

ଭୁବନେଶ୍ବର,୨୨/୧୨(ଏସଏସନିଉଜ)ଜାନୁଆରୀ ୧ ତାରିଖରୁ ଆରମ୍ଭହେବ ମହାପ୍ରଭୁଙ୍କ ଧାଡିଦର୍ଶନ। ଏଥିପାଇଁ ଡିସେମ୍ବର ୩୦ ଓ ୩୧ ତାରିଖରେ ଟ୍ରାଏଲ କରାଯିବ ବୋଲି ସୂଚନାଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା ହୋଇଯିବ । ଶନିବାର ମୁଖ୍ୟ ପ୍ରଶାସକଙ୍କ ସହ ସମୀକ୍ଷା କରିଛନ୍ତି ଆଇନମନ୍ତ୍ରୀ। କାମ ସନ୍ତୋଷ ଜନକ ଭାବେ ଚାଲିଛି। ପରୀକ୍ଷା ମୂଳକଭାବେ ଡିସେମ୍ବର ୩୦ ଓ ୩୧ତାରିଖରେ ଧାଡି ଦର୍ଶନହେବ ।ଜାନୁଆରର ୧ତାରିଖରୁ ନିୟମିତ ଦର୍ଶନ ପ୍ରକ୍ରିୟାକୁ ଆସିବ ।ସାତପାହାଚ […]

ଆଉ ନାହାନ୍ତି ଭୁବନେଶ୍ବରମଧ୍ୟ ପୂର୍ବତନବିଧାୟକ

ଭୁବନେଶ୍ବର,୨୨/୧୨(ଏସଏସନିଉଜ)ଭୁବନେଶ୍ବର-ମଧ୍ୟର ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତିଙ୍କର ଆଜି ନିଧନ ହୋଇଛି।ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା।ସେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷନିଃଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୦ବର୍ଷ ବୟସ ହୋଇଥିଲା।ସେ ଭୁବନେଶ୍ବର-ମଧ୍ୟ ଆସନରୁ ଦୁଇ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।ପ୍ରଥମଥର ୨୦୦୯ ଓ ପରେ ୨୦୧୪ରେ ବିଜେଡି ଟିକେଟରେ ବିଧାୟକ ହୋଇଥିଲେ।ସେ ୧୯୬୪ ମସିହା ଅକ୍ଟୋବର ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ଅକାଳ ବିୟୋଗରେ ରାଜନୈତିକ […]

କାଲିଠୁ କମିବ ବର୍ଷା

ଭୁବନେଶ୍ୱର,୨୧/୧୨(ଏସଏସନିଉଜ)ବଙ୍ଗୋପସାଗରରେ ଅବପାତ ଯୋଗୁଁ ରାଜ୍ୟରେ ବର୍ଷା ଜାରି ରହିଛି ।ପାଣିପାଗ ବିଭାଗର ସୂଚନା ଅନୁଯାୟୀ କାଲିଠୁ କମିବ ବର୍ଷାା ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ବର୍ଷା ଆଲର୍ଟ କରାଯାଇଛି । ସେଗୁଡିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ।ଆସନ୍ତାକାଲିଠାରୁ ବର୍ଷା କମିବା ସହ କୁହୁଡ଼ି ବଢିବା ନେଇ ପୁର୍ବାନୁମାନ କରିଛି ପାଣିପାଗବିଭାଗ ।ଏହାସହ ବର୍ଷାଜନିତ କ୍ଷୟକ୍ଷତିରୁ ଫସଲକୁ ସୁରକ୍ଷିତ ରଖିବାପାଇଁ ଫସଲ ଘୋଡ଼ାଇ ରଖିବାକୁ ପରାମର୍ଶ ଦିଆଯାଇଛି ।ଧାନ ନଷ୍ଟ ହେଲେ ଦିଆଯିବ […]

ଚତୁର୍ଥପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୧/୧୨(ଏସଏସନିଉଜ)ଚତୁର୍ଥପର୍ଯ୍ୟାୟରେ ୨୦ଲକ୍ଷ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କାାଯାଞ୍ଚ ସରିଲେ ଆସନ୍ତା ୩୦ରେ ଟଙ୍କା ଦୋବାକୁ ଟାର୍ଗେଟ ରଖିଛୁାଯାଞ୍ଚ ନ ସରିଲେ ଜାନୁଆରିରେ ଦିଆଯିବ ସୁଭଦ୍ରା ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀପରିଡା ସୁଚନା ଦେଇଛନ୍ତି ।

କୁକୁର ଧକ୍କାକୁନେଇ ଆକ୍ରମଣ

ଭୁବନେଶ୍ବର,୨୦।୧୨(ଏସଏସନିଉଜ)କୁକୁର ଧକାକୁ ନେଇ ମାରଣାସ୍ତ୍ରରେ ଆକ୍ରମଣ କରିବା ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରି କୋର୍ଟଚାଲଣ କରିଛି।ସେମାନଙ୍କ ଠାରୁ ୪ଟି ଖଣ୍ଡାକୁ ପୋଲିସ ଜବତ କରିଛି।ସୌରଭ ପଟ୍ଟନାୟକ ନାମକ ବ୍ୟକ୍ତିଙ୍କ ଅଭିଯୋଗ କ୍ରମେ ଇନ୍ଫୋସିଟି ଥାନା ପୁଲିସ ୬୦୦/୨୪ କେସ ନମ୍ୱରରେ ଏକ ମାମଲାର ତଦନ୍ତ କରିଥିଲା।ଏହି ଘଟଣାରେ ପୋଲିସ କାନନବିହାର ଫେଜ -୨ରେ ରହୁଥିବା ଯାଜପୁରର ପୁଣ୍ୟପର୍ସୂ ମହାନ୍ତି(୨୧),ଶକ୍ତି ସ୍ୱରୂପ ମହାନ୍ତି(୨୮),ଶୈଳଶ୍ରିବିହାର ଫେଜ -୭ରେ ରହୁଥିବା ଖଣ୍ଡଗିରି ସତ୍ୟସାହି ଏନାକ୍ଲିଭରେ ରହୁଥିବା ରାୟାନ ଜାକିର ଖାନ(୨୧),ପଟିଆ […]

ନିରଞ୍ଜନ ପଟ୍ଟନାୟକଙ୍କ ଘରେ ପଶିଲା ଇଡି

ଭୁବନେଶ୍ୱର,୨୦।୧୨(ଏସଏସନିଉଜ)ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ନିରଞ୍ଜନଙ୍କ ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ଇଡିର ୮ରୁ ୧୦ଜଣ ଅଧିକାରୀ ସକାଳ ପ୍ରାୟ ୭ଟାରୁଚଢ଼ାଉ କରିଛନ୍ତି।କେଉଁ କାରଣ ଯୋଗୁ ଇଡି ନିରଞ୍ଜନଙ୍କ ଘରେ ରେଡ୍ କରିଛି ତାହା ଜଣାପଡ଼ି ନାହିଁ। ବେଆଇନ ଅର୍ଥ କାରବାର ନେଇ ନିରଞ୍ଜନଙ୍କ ଘରେ ଇଡି ରେଡ୍ କରିଥିବା ସୂଚନା ରହିଛି।ନିରଞ୍ଜନଙ୍କ ନୟାପଲ୍ଲୀ ଘର ସମେତ ତାଙ୍କ ଭାଇ ଓ ଜଣେ ସମ୍ପର୍କୀୟଙ୍କ ଘରେ […]

୩ଦିନ ବର୍ଷା!

ଭୁବନେଶ୍ୱର,୧୯।୧୨(ଏସଏସନିଉଜ)ଆସନ୍ତା ୩ଦିନ ପର୍ଯ୍ୟନ୍ତ ମେଘୁଆପାଗ ସହ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପର ସକ୍ରିୟତା ଯୋଗୁଁ ୩ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ଆସନ୍ତାକାଲି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଂଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବୌଦ୍ଧ, […]

ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା

ପୁରୀ,୧୯।୧୨(ଏସଏସନିଉଜ) ନୂଆବର୍ଷରୁ ଶ୍ରୀମନ୍ଦିରରେ ନୂଆ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ମୁତାବକ ନୂଆବର୍ଷରୁ ନାଟମଣ୍ଡପରେ ସ୍ୱତନ୍ତ୍ର ବେରିକେଡ଼ ଦେଇ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯିବ।ବ୍ୟାରିକେଡ଼ ଭିତରେ ପୁରୁଷ, ମହିଳା, ଶିଶୁ, ବୟସ୍କ ଭକ୍ତଙ୍କ ପାଇଁ ସ୍ବତନ୍ତ୍ର ଲାଇନ ବ୍ୟବସ୍ଥା କରାଯିବ। ଓବିସିସି ଦ୍ୱାରା ଏହି ନୂତନ ବ୍ୟବସ୍ଥା କରାଯାଉଥିବା ବେଳେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ନେଇ ପଦକ୍ଷେପ ନିଆଯିବ। ତେବେ ଦିବ୍ୟାଙ୍ଗ ଭକ୍ତଙ୍କ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା […]

ଦିଲ୍ଲୀରେ ପ୍ରେସମିଟ୍‌ରେ ବର୍ଷିଲେ ସସ୍ମିତ

ଭୁବନେଶ୍ୱର,୧୭।୧୨(ଏସଏସନିଉଜ)ଦିଲ୍ଲୀରେ ପ୍ରେସମିଟ୍‌ କରି ବର୍ଷିଲେ ସସ୍ମିତ ପାତ୍ର।ସେ କହିଛନ୍ତି ଆମେ ୭ସାଂସଦ ଶେଷ ନିଶ୍ବାସ ଯାଏ BJD ସହ ଅଛୁ।ଓଡ଼ିଶାବାସୀ ଜାଣନ୍ତି ଆମେ କେବେ BJD ଛାଡ଼ିବୁନି।କିଛି ଗଣମାଧ୍ୟମ ମିଛ ଖବର ପ୍ରସାରଣ କରୁଛନ୍ତି।ଏଭଳି ଖବର ପ୍ରସାରଣରୁ ନିବୃତ୍ତ ନହେଲେ ଆକ୍ସନ ନେବୁ ବୋଲି କହିଛନ୍ତି ସସ୍ମିତ ପାତ୍ର।ରାଜ୍ୟସଭା ଅଧ୍ୟକ୍ଷଙ୍କ ସହ ଫଟୋକୁ ଭୁଲ ଢଙ୍ଗରେ ଉପସ୍ଥାପନା କରାଯାଇଛି ବୋଲି ଅଭିଯୋଗ କରିଛନ୍ତି।

ଜାନୁଆରିରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୭।୧୨(ଏସଏସନିଉଜ)ଜାନୁଆରିରେ ୨ଥର ପ୍ରଧାନମନ୍ତ୍ରୀଓଡ଼ିଶା ଆସିବାନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।୮ରୁ ୧୦ ଯାଏ ଭୁବନେଶ୍ବରରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ମୋଦି।ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ବି ଯୋଗଦେବେ ପ୍ରଧାନମନ୍ତ୍ରୀ।ଜାନୁଆରି ୨୮ ଓ ୨୯ରେ ହେବ ଉତ୍କର୍ଷ ଓଡ଼ିଶା କନକ୍ଲେଭ।