Browsing category

ମହାନଗର

ଆରମ୍ଭ ହେଲା ପ୍ରେମ ସପ୍ତାହ

ଭୁବନେଶ୍ୱର,୭ା୨(ଏସଏସନିଉଜ) ଆରମ୍ଭ ହୋଇଛି ଭାଲେଣ୍ଟାଇନ୍ ଓ୍ବିକ୍। ଫେବୃଆରୀ ୭ରୁ ଆରମ୍ଭ ହୋଇ ୧୪ ଯାଏ ପ୍ରେମୀଯୁଗଳମାନେ ଏହି ସପ୍ତାହକୁ ପାଳନ କରିବେ । ପ୍ରେମିଯୁଗଳମାନେ ପ୍ରଥମ ଦିବସକୁ ରୋଜଡେ’ ଭାବେ ପାଳନ କରିଥାନ୍ତି। ଏହାକୁ ପାଳନକରିବା ପଛରେ ରହିଛି ଏକ ଇତିହାସ। ମୋଗଲର ବେଗମଙ୍କୁ ଲାଲ ଗୋଲାପ ବହୁତ ପସନ୍ଦ ଥିଲା। ଆଉ ତାଙ୍କୁ ଖୁସି କରିବା ପାଇଁ ତାଙ୍କ ପତି ପ୍ରତିଦିନ ମହଲକୁ ଲାଲ ଗୋଲାପ ପଠାଇଥାନ୍ତି। ଆଉ ନିଜର ପ୍ରେମକୁ ଗୋଲାପ ମାଧ୍ୟମରେ ସେ […]

ଶପଥନେଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ଭୁବନେଶ୍ୱର,୭ା୨(ଏସଏସନିଉଜ) ଆଜି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ରାଜ୍ୟପାଳ ରଘୁବର ଦାସ କରାଇଲେ ଶପଥ ପାଠାଦିନ ୧୦ଟାରେ ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଆଜି ଶପଥ ପାଠ କରାଇଛନ୍ତି । ମୁଖ୍ୟ ଶାସନସଚିବ , ପୋଲିସ ଡିଜିଙ୍କ ସହ ବହୁ ବରିଷ୍ଠ ଅଧିକାରୀ ଶପଥଉସ୍ବସମାରୋହରେ ସାମିଲହୋଇଥିଲେ ।ପାଟନା ହାଇକୋର୍ଟର ବିଚାରପତି ଦାୟିତ୍ୱ ତୁଳାଇବା ପରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଚକ୍ରଧାରୀ ଶରନ ସିଂହଙ୍କୁ […]

ପରୀକୁ ମିଳିଲା ନ୍ୟାୟ

ଭୁବନେଶ୍ୱର,୬ା୨(ଏସଏସନିଉଜ) ପରୀକୁ ମିଳିଲା ନ୍ୟାୟ। ବହୁଚର୍ଚ୍ଚିତ ପରୀ ଦୁଷ୍କର୍ମ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ନୟାଗଡ଼ ଚିଲ୍‌ଡ୍ରେନ୍‌ସ କୋର୍ଟରେ ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡା ମିଳିଛି। ଏଥି ସହିତ ଅଦାଲତ ଦୋଷୀକୁ ୬ ହଜାର ଟଙ୍କା ଦଣ୍ଡାଦେଶ ଦେଇଛନ୍ତି। ସରକାରୀ ଓକିଲ କହିଛନ୍ତି ଦୋଷୀ ନାବାଳକ ଥିଲା। ଯଦି ସେ ସାବାଳକ ଥାଆନ୍ତା, ତାହେଲେ ମୃତ୍ୟୁଦଣ୍ଡ ମିଳିଥାନ୍ତା।ଉଲ୍ଲେଖଯୋଗ୍ୟ,୨୦୨୦ ଜୁଲାଇ ୧୪ ତାରିଖରେ ବର୍ଷ ବୟସର ଶିଶୁକନ୍ୟା ପରୀ ଗାଁ ଦାଣ୍ଡରେ ଖେଳୁଥିଲା। କୋର୍ଟରେ ଦୋ‌ଷୀ […]

କଳାକାର ଯୋଜନାରେ ସାମିଲ ହେବେ ଆଉ ତିରିଶହାଜର

ଭୁବନେଶ୍ୱର,୬ା୨(ଏସଏସନିଉଜ)ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଆଉ ତିରିଶ ହାଜର କଳାକାରଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି ।ଏହା ଓଡ଼ିଆଭାଷା, ସାହିତ୍ୟ ଓ ସଂସ୍କୃତିବିଭାଗର ଏକ ପ୍ରମୁଖ ଯୋଜନା ।5Tଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ଏହି ଯୋଜନାରେ ଅଧିକ କଳାକାରଙ୍କୁ ସାମିଲ କରିବା ପାଇଁ କଳାକାର ଓ ସେମାନଙ୍କର ସଂଗଠନ ଅନୁରୋଧ କରି ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଏହାପରେ ଏହି ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ […]

୧୬ ରେ ଚନ୍ଦ୍ରଭାଗାବୁଡ଼

ଭୁବନେଶ୍ୱର,୬ା୨(ଏସଏସନିଉଜ)୧୬ ତାରିଖରେ ଚନ୍ଦ୍ରଭାଗା ବୁଡ଼ ପାଇଁ ନୀତି ନିର୍ଘଣ୍ଟ ହୋଇଛି । ୧୫ତାରିଖ ଷଷ୍ଠୀ ରାତି ୯ଟା ୫୫ରେ ତିନି ଠାକୁରଙ୍କ ବିମାନ ବିଜେ ହେବେ ।୧୬ ତାରିଖ ଭୋର ୪ଟା ୩୪ରେ ମହାସ୍ନାନ ପାଇଁ ସମୟ ଧାର୍ଯ୍ୟ ହୋଇଛି ।ମହାସ୍ନାନ ପରେ ବୁଡ଼ ପକାଇ ସୂର‌୍ୟ୍ୟୋଦୟ ଦେଖିବେ ଶ୍ରଦ୍ଧାଳୁ ।

ଓଡ଼ିଶାରେ ରାହୁଲ ଗାନ୍ଧି

ଭୁବନେଶ୍ୱର,୬ା୨(ଏସଏସନିଉଜ) ଓଡ଼ିଶାରେ ପହଁଚିଲା ରାହୁଲ ଗାନ୍ଧିଙ୍କ ଭାରତଯୋଡ଼ ନ୍ୟାୟ ଯାତ୍ରା ।ଝାଡ଼ଖଣ୍ଡରୁ ଆସି ବୀରମିତ୍ରପୁରରେ ପହଞ୍ଚିଲେ ରାହୁଲ ଗାନ୍ଧି ।ବୀରମିତ୍ରପୁରରେ ସ୍ୱାଗତ ଜଣାଇଲେ ରାଜ୍ୟ କଂଗ୍ରେସ ନେତା ।ଓଡ଼ିଶାକୁ ଆସି ଆଜି ବହୁତ ଭଲ ଲାଗୁଛି କହିଛନ୍ତି ରାହୁଲ ।ଘୃଣାର ବଜାରରେ ଆପଣମାନେ ପ୍ରେମର ଦୋକାନ ଖୋଲିଲେ ।ଭାରତକୁ ଯୋଡ଼ିବା ମୋର ଏହି ଯାତ୍ରାର ମୂଳ ଉଦ୍ଦେଶ୍ୟ ।ଆଦିବାସୀ, ଦଳିତ, କୃଷକ, ମହିଳାଙ୍କ ପ୍ରତି ଅନ୍ୟାୟ ପ୍ରତିବାଦରେ ଏ ଯାତ୍ରା ।ଆଗାମୀ ୩ ଦିନ ଯାଏଁ ମୁଁ […]

ଡକ୍ଟର ଆମ୍ବେଦକରଙ୍କ ନାମରେ ନାମିତହେବ ବରମୁଣ୍ଡା ବସଷ୍ଟାଣ୍ଡ

ଭୁବନେଶ୍ବର ,୫ା୨(ଏସଏସନିଉଜ)ଭାରତୀୟ ସମ୍ବିଧାନର ଜନକ ତଥା ସାମାଜିକନ୍ୟାୟର ମହାନ୍ ପ୍ରବକ୍ତା ଡକ୍ଟରଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ଵର ବରମୁଣ୍ଡାର ନବନିର୍ମିତ ବସଷ୍ଟାଣ୍ଡ । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀନବୀନ ପଟନାୟକ ଏହା ପ୍ରକାଶ କରିବା ସହ ଡକ୍ଟର ଆମ୍ବେଦକରଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଏବେ ବରମୁଣ୍ଡା ବସଷ୍ଟାଣ୍ଡ ବାବାସାହେବ ଭୀମରାଓ ଆମ୍ବେଦକର ବସଟର୍ମିନାଲ ଭାବରେ ପରିଚିତ ହେବ । ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ଡକ୍ଟର ଆମ୍ବେଦକର ଜଣ ଦୂରଦର୍ଶୀନେତା ସମର୍ପିତ ସମାଜ ସଂସ୍କାରକ ଥିଲେ ।ସମାଜର ଦଳିତ […]

ଆଜିଠୁ ବିଧାନସଭାର ବଜେଟ୍ ଅଧିବେଶନ

ଭୁବନେଶ୍ୱର,୫।୨(ଏସଏସନିଉଜ)ଆଜିଠୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି।ଦିନ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ ଆରମ୍ଭ ହେବାପରେ ମୁଖ୍ୟମନ୍ତ୍ରୀ ଗୃହରେ ଶୋକପ୍ରସ୍ତାବ ରଖିବେ । ଷୋଡଶ ବିଧାନସଭାର ୧୫ତମ ଅଧିବେଶନ ଫେବ୍ରୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଏଥିରେ ମୋଟ ୭ଟି କାର୍ଯ୍ୟଦିବସ ରହିଛି । ଆସନ୍ତା ୮ ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରାୟ ୨ ଲକ୍ଷ ୬୦ ହଜାର କୋଟିର କାମଚଳା ବଜେଟକୁ ଗୃହରେ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ […]

ଅର୍ପଣ ଚାଉଳରେ ପ୍ରସ୍ତୁତ ହେଲା ଖେଚୁଡ଼ି

ଗଞ୍ଜାମ,୪ା୨(ଏସଏସନିଉଜ)ଆଜି ପ୍ରଥମଦିନରେ ଗଞ୍ଜାମରୁ ଆସିଥିବା ଅର୍ପଣଚାଉଳରେ ପ୍ରସ୍ତୁତହୋଇଛି ଖେଚୁଡ଼ି।ମହାପ୍ରଭୁଙ୍କୁ ଲାଗି ହେବାପରେ ଶ୍ରୀମନ୍ଦିର ପଶ୍ଚିମ, ଉତ୍ତର ଓ ଦକ୍ଷିଣଦ୍ୱାରରେ ଦର୍ଶନସାରି ଫେରୁଥିବା ଭକ୍ତଙ୍କୁ ବଣ୍ଟାଯାଇଛି ଖେଚୁଡ଼ି। ଶହେଟି କୁଡୁଆରେ ପ୍ରସ୍ତୁତ କରାଯାଇଛି ମହାପ୍ରସାଦ ।ଏହି ପ୍ରସାଦକୁୁ ରାତି ୮ଟା ଯାଏଁ ଭକ୍ତଙ୍କୁ ବଣ୍ଟା ହୋଇଥିଲା ।ପ୍ରତିଦିନ ପ୍ରାୟ ୧୦ ହଜାର ଭକ୍ତଙ୍କୁ ମାଗଣା ପ୍ରସାଦ ବାଣ୍ଟିବାର ବ୍ୟବସ୍ଥା କରାଯାଇଥିବାର ଜଣାଯାଇଛି ।  

୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର,୨୬ା୧(ଏସଏସନିଉଜ) କାନନବିହାର-୨ସ୍ଥିତ ଶ୍ରୀଜୟଦେବଶିକ୍ଷାକେନ୍ଦ୍ରରେ ୭୫ ତମ ସାଧାରଣତନ୍ତ୍ରଦିବସ ମହା ଆଡମ୍ବରରେ ପାଳନ ହୋଇଯାଇଛି । ବିଦ୍ୟାଳୟର ସଭାନେତ୍ରୀ ଅନ୍ନପୂର୍ଣ୍ଣା ମିଶ୍ର ଏବଂ ସଂପାଦକ ତଥା ପ୍ରଧାନଆଚାର୍ଯ୍ୟ ପ୍ରଦୀପ କୁମାର ପାଣିଙ୍କ ଉପସ୍ଥିତିରେ ସମ୍ମାନୀତ ଅତିଥିଭାବେ ସମାଜସେବୀ ଜୟପ୍ରକାଶ ମିଶ୍ର ଓ ମୁଖ୍ୟଅତିଥିଭାବେ ରୋଟାରିଆନ ଅବନିକାନ୍ତ ପାଟ୍ଟଯୋଶୀ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସମବେତ ଜାତୀୟ ସଂଗୀତ ଗାନ ପରେ ଅତିଥିଗଣ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ। ସଭାନେତ୍ରୀ ମିଶ୍ର ତାଙ୍କର ଅଭିଭାଷଣରେ ଗଣତନ୍ତ୍ର ଦିବସର ମହତ୍ଵ ପ୍ରତିପାଦନ […]