Browsing category

ମହାନଗର

ନନ୍ଦନକାନନକୁ ଆସିବ ମେଘୁଆଚିତା

ବାରଙ୍ଗ,୨୭ା୧୨(ଏସଏସନିଉଜ)ପ୍ରାଣିଉଦ୍ୟାନନନ୍ଦନକାନନକୁ ଜାନୁଆରୀ ମାସରେ ମେଘୁଆ ଚିତା ଅସିବାନେଇ ଉଦ୍ୟମ ଆରମ୍ଭ କରିଛି ନନ୍ଦନକାନନ ।କେବଳ ଚିତାନୁହେଁ ଏହାସହ ଦୁବାଇରୁ ଧଳା ସିଂହମଧ୍ୟ ଆସିବାକୁ ଯାଉଛି ।ଅଦଳବଦଳପ୍ରକିୟା ଓ ଉପହାରରେ ଏହାକୁ ଆଣିବାପାଇଁ ଯୋଜନା କରିଛି ନନ୍ଦନକାନନ ।ଏହାସହ କଲିକତା ଅଲିପୁର ଚିଡ଼ିଆଖାନାରୁ ଆଉ ଏକ ଜିରାଫ ମଧ୍ୟ ଅଣାଯିବ ବୋଲି ସୁଚନା ଦେଇଛନ୍ତି ପିସିସିଏଫ ସୁଶାନ୍ତ ନନ୍ଦା

ଉଦ୍‌ଯାପିତ ହେଲା ଯୁବଓଡ଼ିଶା-ନବୀନ ଓଡ଼ିଶା କାର୍ଯ୍ୟକ୍ରମ

ବାରଙ୍ଗ,୨୭।୧୨(ଏସଏସନିଉଜ) ଓଡ଼ିଶା ସରକାରଙ୍କ ତରଫରୁ ରାଜା ମଧୁସୂଦନଦେବ ଡିଗ୍ରୀକଲେଜରେ ଚାଚାଲିଥିବା ଯୁବ ଓଡ଼ିଶା-ନବୀନ ଓଡ଼ିଶାକାର୍ଯ୍ୟକ୍ରମ ବୁଧବାର ଦିନ ଉଦଜାପିତ ହୋଇଯାଇଛି ।ସମନ୍ୱିତ ଯୁବବିକାଶଉତ୍ସବ ମାଧ୍ୟମରେ ଯୁବକମାନଙ୍କୁ ଉତ୍ସାହିତ କରିବା ପାଇଁ ଯୁବ ଓଡ଼ିଶା-ନବୀନ ଓଡ଼ିଶା କାର୍ଯ୍ୟକ୍ରମ  ବାରଦିନ ବ୍ୟାପୀ କଲେଜରେ ଅନୁଷ୍ଠିତ ହୋଇଥିଲା । ଏହି କାର‌୍ୟ୍ୟକ୍ରମରେ ୨୫୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତା ରେ ଅଂଶଗ୍ରହଣ କରିଥିଲେ । ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ଓ ପୁରସ୍କାର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।ଉଡ଼ ଜାପାନୀ ଉସବରେ ଭୁବନେଶ୍ୱର ଉତ୍ତର […]

ମାଗଣା ଦାନ୍ତ ଚିକିତ୍ସା ଶିବିର

ମେଣ୍ଢାଶାଳ,୨୭।୧୨(ଏସଏସନିଉଜ)ମେଣ୍ଢାଶାଳ ଗ୍ରାମପଂଚାୟତ ସଭାଗୃହରେ ବୁଧବାର ଦିନ ଏକ ମାଗଣା ଦନ୍ତଚିକିସା ଶିବିର ଅନୁଷ୍ଠିତ ହୋଇଯାଇଛି।ଶାଖା ଓ ଅନୁସନ୍ଧାନ ସଂସ୍ଥାର ଇଂନଚିତୁଟ ଅଫ ଡେଣ୍ଟାଲ ସାଇନ୍ସ ତରଫରୁ ଅନୁଷ୍ଠିତ ଏହି ଶିବିରରେ ୧୪୦ ଦନ୍ତରୋଗୀ ଆସି ସେମାନଙ୍କ ମାଗଣାରେ ଦନ୍ତ ପରୀକ୍ଷା ଓ ମାଗଣା ଔଷଧ ନେଇଥିଲେ।ଏଥିରେ ଡ଼ ସୌରଭ ଚନ୍ଦ୍ର ବିଦ୍ୟସାଗର,ଡ଼ ସୁବ୍ରଚନ୍ଦ୍ର ସାହା,ସଂଯୁକ୍ତା ମହାପାତ୍ର, ସମ୍ବିତକୁମାର ମହାପାତ୍ର,ପ୍ରିୟଙ୍କା ମଜନୁଦାର,ଅଭିବ୍ରତ ଦେ,ସୁଲଗ୍ନା ଦେ,ସ୍ମିତାପ୍ରଂଜ୍ଞ। ରାୟଗୁରୁ ପ୍ରମୁଖ ଉପସ୍ଥିତ ରହି ଏହାକୁ ପରିଚାଳନା କରିଥିଲେ। ମେଣ୍ଢାଶାଳ ଗ୍ରାମପଂଚାୟତ ସରମ୍ପଚ […]

ଉଦଘାଟିତ ହେଲା ରାଜ୍ୟସ୍ତରୀୟ ଶିକ୍ଷକ ପ୍ରଶିକ୍ଷଣଶିବିର

ଚନ୍ଦ୍ରଶେଖରପୁର,୨୭ା୧୨(ଏସଏସନିଉଜ) ଭାରତୀୟ ଶିକ୍ଷା ପରିଷଦ ଅନୁବନ୍ଧିତ ବିଦ୍ୟାଳୟଗୁଡିକର ରାଜ୍ୟସ୍ତରୀୟ ଶିକ୍ଷକ ପ୍ରଶିକ୍ଷଣ ଶିବିର ପଟିଆ, କାନନ ବିହାରସ୍ଥିତ ଶ୍ରୀ ଜୟଦେବଶିକ୍ଷାକେନ୍ଦ୍ର ପରିସରରେ ବୁଧବାରଦିନ ଉଦଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁଧୀର କୁମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉସ୍‌ବରେ ପୂର୍ବତନବିଧାୟକ, ତଥା ମିଳିତ ଓଡିଶା ନିଶା ନିବାରଣ ଅଭିଯାନର ସଭାପତି ପଦ୍ମଚରଣ ନାୟକ ,ସାମାଜିକକର୍ମୀ ଅପର୍ଣା ନାୟକ ଅତିଥିଭାବେ ଯୋଗଦେଇ ଓଡିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ଶିକ୍ଷାର୍ଥୀମାନଙ୍କୁ ଭାରତୀୟ ସଂସ୍କୃତି ଓ ପରମ୍ପରା ମାଧ୍ୟମରେ ଶିକ୍ଷାଦାନ ପଦ୍ଧତିକୁ ଆହୁରି […]

ବନ୍ଧାହେଲେ ଅଭିନେତା

ଭୁବନେଶ୍ବର,୨୬ା୧୨(ଏସଏସନିଉଜ) ବ୍ଲକିଂବେଳେ ପୁଲିସକୁ ଆକ୍ରମଣକରିବା ଘଟଣାରେ ଭରତପୁରଥାନା ପୋଲିସ ଅଭିନେତା ବିରଞ୍ଚିନାରାୟଣନାୟକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।ବିଳମ୍ଭିତରାତିରେ ବିରଞ୍ଚି କାର ଯୋଗେ ଫେରୁଥିବାବେଳେ ଷ୍ଟୁଡିଓ ଛକ ନିକଟରେ ପୋଲିସ ଅଟକାଇଥିଲା ।କାରକୁ ଯାଂଚ କରିବାକୁ କହିବାରୁ ସେ ପୋଲିସକୁ ଅସହଯୋଗ କରିବା ସହ କାରରୁ ଓହ୍ଲାଇନଥିଲେ ।କିଚିସମୟପରେ କାରରୁ ଓହ୍ଲାଇ ପୁଲିସକୁ ଗାଳିଗୁଲଜ କରିବା ସହ ଆକ୍ରମଣ କରିଥିଲେ।ଏହିଘଟଣାରେ ପୋଲିସ ତାଙ୍କୁ ଥାନାକୁ ନେଇ ପଚରାଉଚରା କରିବାସହ ଏକ ମାମଲା ରୁଜୁକରି ତାଙ୍କୁ କୋର୍ଟଚାଲାଣ କରିଛି। […]

ମୁଖ୍ୟମନ୍ତ୍ରୀଙ୍କୁ ଆସିଲା ନିମନ୍ତ୍ରଣ

ପୁରୀ,୨୬ା୧୨(ଏସଏସନିଉଜ)ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଜାନୁଆରୀ ୧୭ ତାରିଖରେ ଲୋକାର୍ପଣ ହେବାକୁଯାଉଛି ।ଏଥିନିମନ୍ତେ ଶ୍ରୀମନ୍ଦିରପ୍ରଶାସନ ପକ୍ଷରୁ ଆୟୋଜିତ ଭବ୍ୟ ଆୟୋଜନରେ ଦେଶର ପ୍ରମୁଖ ଦେବଦେବୀ ପୀଠ, ଚାରିଧାମର ପୀଠାଧୀଶ୍ୱର, ବିଶିଷ୍ଟ ଧର୍ମଗୁରୁ ଓ ଖ୍ୟାତନାମା ବ୍ୟକ୍ତିମାନଙ୍କୁ ନିମନ୍ତ୍ରଣ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ନିମନ୍ତ୍ରଣପତ୍ର ବାଣ୍ଟିବାପାଇଁ ରାଜ୍ୟ ଭିତରେ ୧୩ଟିଦଳ ଓ ରାଜ୍ୟ ବାହାରକୁ ୧୭ଟି ଦଳ କୁନେଇ ସମୁଦାୟ ୩୦ ପ୍ରତିନିଧି ଦଳ ପବିତ୍ର ମାର୍ଗଶିର ପୂର୍ଣ୍ଣିମାରୁ ବାହାରିଛନ୍ତି ।ଆଜି ଏକ ପ୍ରତିନିଧିଦଳ ପ୍ରଥମେ ଲିଙ୍ଗରାଜଙ୍କୁ […]

ସୋମବାର ନନ୍ଦନକାନନ ଖୋଲା

ବାରଙ୍ଗ,୨୪ା୧୨(ଏସଏସନିଉଜ)ଏଥର ବଡଦିନ ଓ ନୁଆବର୍ଷରେ ନନ୍ଦନକାନନକୁ ବୁଲିବାକୁ ଆସୁଥିବା ପର୍ଯ୍ୟଟକ ମଜା ଉଠାଇବେ ।ପ୍ରତି ସୋମବାର ନନ୍ଦନକାନନ ବନ୍ଦ ରହୁଥିବାବେଳେ ଏଥର ବଡଦିନ ଓ ନୁଆବର୍ଷ ସୋମବାର ପଡୁଅଛି ।ତେଣୁ ସୋମବାର ନନ୍ଦନକାନନ ବନ୍ଦ ରହିବା ଦ୍ୱନ୍ଦ ଉପରୁ ପର୍ଦାଉଠାଇଛନ୍ତି କର୍ତୁପକ୍ଷ ।ପୁର୍ବନିର୍ଦ୍ଧାରିତ ନୀୟାମାନୁସାରେ ସୋମବାର ଖୋଲା ରହି ମଙ୍ଗଳବାରଦିନ ପର୍ଯ୍ୟଟକମାନଙ୍କ ପାଇଁ ନନ୍ଦନକାନନ ବନ୍ଦ ରହିବ ବୋଲି ନନ୍ଦନକାନନ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।  

ସ୍ପଷ୍ଟୀକରଣ ରଖିଲେ କାମିୟା ଜାନୀ

ଭୁବନେଶ୍ୱର,୨୪।୧୨(ଏସଏସ ନିଉଜ)ଶ୍ରୀମନ୍ଦିର ପ୍ରବେଶକୁ ନେଇ ସ୍ପଷ୍ଟୀକରଣ ରଖିଲେ କାମିୟା ଜାନୀ।ଭିଡିଓ ବାର୍ତ୍ତା ମାଧ୍ୟମରେ ସ୍ପଷ୍ଟୀକରଣ ରଖିଲେ କାମିୟା।ସେ କହିଛନ୍ତିଯେ,ବିଫ୍‌ ଖାଏନି କି ଖାଇବାକୁ ପ୍ରୋତ୍ସାହନ କରେନି।ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ପାଇବାକୁ ପୁରୀ ଯାଇଥିଲି।ମନ୍ଦିରରନିର୍ମାଣ ଓ ସଂସ୍କୃତି ଲୋକଙ୍କ ପାଖରେ ପହଞ୍ଚାଇବା ଉଦ୍ଦେଶ୍ୟ ଥିଲା।ଦୁର୍ଭାଗ୍ୟବଶତଃ ମୋର ଏହି ଭ୍ରମଣ ବିବାଦୀୟ ହୋଇଛି।ଭ୍ରମଣ ସମୟରେ କୌଣସି ବି ନିୟମ ଭଙ୍ଗ କରିନି ବୋଲି କହିଛନ୍ତି କାମିୟ।ହିନ୍ଦୁ ଧର୍ମକୁ ଅନୁସରଣକରେ।କେରଳ ଫୁଡ୍‌ ବ୍ଲଗ ଭିଡିଓର ଏକ ସ୍କ୍ରିନସଟ୍‌ ବ୍ୟବହାର କରାଯାଉଛି।ସେଠାରେ ବିଫ୍‌ ଖାଇନଥିଲି […]

ଫେରିଲାକୋରୋନା , ଫେରିଲାମାସ୍କ

ଭୁବନେଶ୍ୱର,୨୩ା୧୨(ଏସଏସନିଉଜ) ପୁଣି ଓଡ଼ିଶାକୁ ଫେରିଲା କୋଭିଡ୍ । ରାଜ୍ୟରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଭାରିଆଣ୍ଟକୁ ନେଇ ଆଲର୍ଟରେ ରାଜ୍ୟସରକାର । କରୋନା କଡ଼ ଲେଉଟାଇବା ପରେ ତତ୍ପର ହେଲା ସ୍ୱାସ୍ଥ୍ୟ ବିଭାଗ । କରୋନା ପାଇଁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି ।ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ଘରୁ ବାହାରକୁ କୁଆଡ଼େ ଯାଉଥିଲେ, ମାସ୍କ ପିନ୍ଧିବାକୁ କୁହାଯାଇଛି । ଏଭଳି […]

ନନ୍ଦନକାନନରେ ୱାଲାବି

ବାରଙ୍ଗ,୨୨ା୧୨(ଏସଏସନିଉଜ) ଆଉ ଦିନକେଇଟା ପରେ ନନ୍ଦନକାନନକୁ ୬୩ପୁରୀ ୬୪ଚାଲିବା ଡିସେମ୍ବର ୨୯ ତାରିଖରେ ୬୪ତମ ପ୍ରତିଷ୍ଠା ଦିବସ ପାଳିବାକୁ ଯାଉଛି ନନ୍ଦନକାନନ ।ସବୁବର୍ଷ ପର‌୍ୟ୍ୟଟକଙ୍କୁ ନୁଆବର୍ଷର ଭେଟିଦେଉଥିବା ବେଳେ ନନ୍ଦନକାନନ ଚଳିତବର୍ଷ ପ୍ରତିଷ୍ଠା ଦିବସରରେ ପର‌୍ୟ୍ୟଟକଙ୍କୁ ନୁଆପ୍ରଜାତିର (କଙ୍ଗାରୁ ଜାତୀୟ)ୱାଲାବି ଭେଟିଦେବାକୁ ଯାଉଛି ।ଶୁକ୍ରବାରରାତିରେ ହଳେ ୱାଲାବି ଓ ହଳେ ଲିଭିଙ୍ଗଷ୍ଟୋନ ଟୁରାକୋ ନନ୍ଦନକାନନରେ ଆସି ପହଁଚିଛି । ହାଇଦ୍ରାବାଦର ଏକ ଘରୋଇ ସଂସ୍ଥାଠାରୁ ପ୍ରାୟ ୨୦ଲକ୍ଷଟଙ୍କା ରେ କ୍ରୟ କରାଯାଇ ୪ଅତିଥିଙ୍କୁ ନନ୍ଦନକାନନକୁ ଅଣାଯାଇଛି ।ୱାଲାବି […]