ଓଡ଼ିଶା ସ୍କୁଲକୁ ମାଗଣାରେ ୩୦ହଜାର ଫୁଟବଲଦେବ ଫିଫା-କେନ୍ଦ୍ରମନ୍ତ୍ରୀ
ବାରଙ୍ଗ , ୨ା୧୨(ଏସଏସନିଉଜ) ବାରଙ୍ଗବ୍ଲକ ମୁଣ୍ଡଳୀଠାରେ ଥିବା ଜବାହାର ନବୋଦୟ ବିଦ୍ୟାଳୟ ଓ ପିଏମ ଶ୍ରୀ ସ୍କୁଲ ମିଳିତ ସହଯୋଗରେ ଆୟୋଜିତ ଏଫ୪ଏସ(ଫୁଟବଲ ଫର ସ୍କୁଲ) କାର୍ୟ୍ୟକ୍ରମକୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଶନିବାର ମୁଖ୍ୟ ଅତିଥିଭାବେ ଯୋଗଦେଇ ଉଦଘାଟନ କରିଥିଲେ ଓଏହି କାର୍ୟ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ ଯେ, ଏଆଇଏଫଏଫ ର ମଧ୍ୟସ୍ତତାରେ ଫିଫା ସହିତ ଭାରତ ସରକାରଙ୍କ ସହ ଏକ ଚୁକ୍ତିନାମା ସ୍ଵାକ୍ଷର ହୋଇଥିଲା । ଯେଉଁ ଚୁକ୍ତି ଅନୁସାରେ ଫିଫା […]