ନନ୍ଦନକାନନରୁ ଚାଲିଗଲେ-୨
ବାରଙ୍ଗ,୨୭ା୯(ଏସଏସନିଉଜ)ଗତକିଛିଦିନଧରି ନନ୍ଦନକାନନରେ ଗୋଟିଏ ପରେ ଗୋଟିଏ ପଶୁପକ୍ଷୀ ମାନଙ୍କର ମୃତ୍ୟୁ ଘଟିବାରେ ଲାଗିଛି। କୁଜିହରିଣ,ଚିତ୍ରାହରିଣ,ଦୁଇନୀଳଗାଈ,ବଜ୍ରକାପ୍ତା,କଳାହଂସ ଆଦି ଜନ୍ତୁଙ୍କ ମୃତ୍ୟୁ ଘଟିଥିବାବେଳେ ବୁଧବାରଦିନ ଏକ ମାଇନୀଳଗାଈ ଓ ଦେଶୀଭାଲୁ ଚିକିତ୍ସାଧୀନଅବସ୍ଥାରେ ମୃତ୍ୟୁ ଘଟିଛି। ପ୍ରକାସ ଯେ,ନନ୍ଦନକାନନର ୬୫ନମ୍ବର ଏନକ୍ଲୋଜରରେ ରହୁଥିବା ୪/୫ବର୍ଷରଏକ ମାଇନୀଳଗାଈ ଗତକିଛିଦିନ ଧରି ପଛପଟ ଗୋଡଖୋରାରେ କ୍ଷତସୃଷ୍ଟିହୋଇଥିବାରୁ ସେ ଚାଲିବାରେ କଷ୍ଟ ଅନୁଭବ କରୁଥିଲା ।ଯାହାଫଳରେ ଏଠାକାରଡାକ୍ତରମାନେ ତାର ଚିକିସ୍।କରୁଥିବାବେଳେ ବୁଧବାର ତାର ମୃତ୍ୟୁଘଟିଛି ।ନୀଲଗାଇଟିର ମୃତ୍ୟୁପରେ ଏମାନଙ୍କ ସଂଖ୍ୟାହ୍ରାସପାଇ ୧୩ରେ ପହଁଚିଛି । ସେହିପରି […]