Browsing category

ମହାନଗର

ଭୁବନେଶ୍ୱରରେ ପହଞ୍ଚିଛି ବେଲଜିୟମ୍ ଟିମ

ଭୁବନେଶ୍ୱର,୬ା୧(ଏସଏସନିଉଜ)ଆଉ ଦିନକେଇଟା ପରେ ହେବାକୁ ଯାଉଛି ବିଶ୍ୱକପ୍ ହକି ।ଏଥିପାଇଁ ଭୁବନେଶ୍ୱରରେ ପହଞ୍ଚିଛି ବେଲଜିୟମ୍ ଟିମ୍। ତୃତୀୟ ବିଦେଶୀ ଦଳ ଭାବେ ଭୁବନେଶ୍ୱରରେ ପହଞ୍ଚିଛି ।୨୦୧୮ରେ ଚାମ୍ପିଅନ୍ ହୋଇଥିଲା ବେଲଜିୟମ୍ ଟିମ ।

ଏଛୁଆ କାହାର!

ବାରଙ୍ଗ,୪ା୧(ଏସଏସନିଉଜ)ବିବାଦ ନନ୍ଦନକାନନର ପଛା ଛାଡୁନାହିଁ ।ପର୍ଯ୍ୟଟକମାନଙ୍କୁ ମାଡମାରିବାଠାରୁ ଆରମ୍ଭ କରି ଜୀବଜନ୍ତୁମାନଙ୍କର ଅକାଳ ମୃତ୍ୟୁା ତାସାଙ୍ଗକୁ ଟେଣ୍ଡରରେ ଦୁର୍ନିିତିର ଅଭିଯୋଗ ଭଳି ବିବାଦରେ ନନ୍ଦନକାନନ ଛନ୍ଦି ହୋଇପଡିଛିା ଏହାରିଭିତରେ ନନ୍ଦନକାନନରେ କାର୍ଯ୍ୟରତ ଅସ୍ଥାୟୀ କର୍ମଚାରୀମାନଙ୍କୁ ବଡବଡିଆବାବୁମାନେ ନିଜଘରକାମରେ ଲଗାଇବାଭଳି ବିବାଦ ଏବେ ଦେଖିବାକୁ ମିଳିଛି ।ଏହିଭଳି ଘଟଣାମାନ ଘଟୁଥିଲେବି ନନ୍ଦନକାନନ କର୍ତୁପକ୍ଷ ସବୁନଜାଣିବାଭଳି ନିରବରେ ବସିରହି ବିଶ୍ୱସ୍ତରୀୟ ଚିଡିଆଖାନାର ସ୍ୱପ୍ନଦେଖିବାଭଳି ମନେହେଉଛି । ନନ୍ଦନକାନନ ବିଶ୍ୱସ୍ତରୀୟ ଚିଡଆଖାନା ହେବାକୁ ଯାଉଛି ।ଏଥିପାଇଁ ସମସ୍ତେ କାମରେ ଲାଗିପଡିଛନ୍ତି ।ନନ୍ଦନକାନନକୁ […]

ଚାଉଳ ସଠିକ ହିତାଧିକାରୀଙ୍କୁ ଦିଅ – ଧର୍ମେନ୍ଦ୍ର

ଭୁବନେଶ୍ୱର,୫ା୧(ଏସଏସନିଉଜ)ମାଗଣା ଚାଉଳନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି ।ସେକହିଛନ୍ତି ଜାତୀୟଖାଦ୍ୟ ସୁରକ୍ଷାଯୋଜନାରେ ୯୦ରୁ ୯୫% କେନ୍ଦ୍ର ସରକାର ଦେଉଥିଲୋବିତରଣ ରାଜ୍ୟ କରୁଥିଲା । ଏହାଦ୍ୱାରା ଓଡ଼ିଶାର ୩.୨୫କୋଟି ଲୋକ ସୁବିଧା ପାଉଥିଲୋକେନ୍ଦ୍ର ୧.୮୭ ଲକ୍ଷ ଟନ ଚାଉଳ ଦେଉଥିବାବେଳେ କେଜିପିଛା ୩୭.୮୮ ଟଙ୍କା ଖର୍ଚ୍ଚ ହେଉଛିାଚାଉଳପାଇଁ ମାସିକ ୭ଶହ କୋଟି ଓ ବର୍ଷକୁ ୮୪୦୦ କୋଟି ଖର୍ଚ୍ଚ କରୁଛି କେନ୍ଦ୍ରାମୋଦି ଦେଉଥିବା ଚାଉଳକୁ ସଠିକ ହିତାଧିକାରୀକୁ ଦିଅନ୍ତୁ ରାଜ୍ୟ ସରକାର ବୋଲି ଧର୍ମେନ୍ଦ୍ର୍ର କହିଛନ୍ତି […]

୨ବର୍ଷରେ ସାରାଓଡ଼ିଶାରେ5G

ଭୁବନେଶ୍ୱର,୫ା୧(ଏସଏସନିଉଜ)୨ବର୍ଷରେ ସାରାଓଡ଼ିଶାରେ ୫ଏ ସେବା ଉପଲବ୍ଧ ହେବ । 5G ଆରମ୍ଭ ଅବସରରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରେସମିଟରେ ଏହା କହିଛନ୍ତି ।ସେକହିଛନ୍ତି ଫାଇବର କେବୁଲ ବିଛାଇବାପାଇଁ ପ୍ରଧାନମନ୍ତ୍ରୀ ୧୧ଶହକୋଟି ଦେଇଛନ୍ତି। ଓଡ଼ିଶାର ପ୍ରତିଗାଁ ଓ ସ୍କୁଲକୁ ହାଇସ୍ପିଡକେବୁଲ ପହଞ୍ଚିବା ରାଜ୍ୟସରକାର ସହଯୋଗ କଲେକାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ।

୨୦୨୪ଜାନୁଆରୀ୧ସୁଦ୍ଧା ସରିବ ରାମମନ୍ଦିରକାମ

ଭୁବନେଶ୍ୱର,୫ା୧(ଏସଏସନିଉଜ)୨୦୨୪ଜାନୁଆରୀ ୧ସୁଦ୍ଧା ସରିବ ରାମମନ୍ଦିର କାମ। ତ୍ରିପୁରାରେ ତ୍ରିପୁରାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଗୃହମନ୍ତ୍ରୀ ଅମିତଶାହା ଦେଇଛନ୍ତି ଏଭଳିମନ୍ତବ୍ୟ। ଏହାସହ ରାମମନ୍ଦିର ନିର୍ମାଣନେଇ କଂଗ୍ରେସ ଉପରେ ବର୍ଷିଛନ୍ତି ଶାହା। ରାମମନ୍ଦିର ନିର୍ମାଣରେ କଂଗ୍ରେସ ପ୍ରତିବନ୍ଧକ ସାଜୁଥିଲା ବୋଲି କହିଛନ୍ତିା ମର‌୍ୟ୍ୟାଦାପୁରୁଷ ପ୍ରଭୁଶ୍ରୀରାମଙ୍କ ଉଦ୍ଦେଶ୍ୟରେ ଉତ୍ତପ୍ରଦେଶରେ ନିର୍ମାଣ ହେଉଛି ଏକ ବୃହତ ମନ୍ଦିର ।

ମାର୍ଚ୍ଚ୧୦ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୫।୧(ଏସଏସ ନିଉଜ)ମାର୍ଚ୍ଚ୧୦ରୁ ୧୭ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବାକୁ ଯାଉଛି। ରେଗୁଲାର ଓ ଏକ୍ସ ରେଗୁଲାର ପ୍ରଶ୍ନପତ୍ର ସମାନ ରହିବ।ମାଟ୍ରିକ ପରୀକ୍ଷା ନେଇ ବୋର୍ଡ ସଭାପତିଙ୍କ ସୂଚନା ଦେଇଛନ୍ତି। ୩୦୨୭ଟି କେନ୍ଦ୍ରରେ ହେବାକୁଥିବା ଏହି ପରୀକ୍ଷାରେ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଦେବେ ପରୀକ୍ଷା। ଖୁବଶୀଘ୍ର ଫର୍ମ ଫିଲପ ପାଇଁ ବିଜ୍ଞପ୍ତି ବାହାରିବ। ନବମ ଶ୍ରେଣୀ ସମ୍ମେଟିଭ୍-୨ ପରୀକ୍ଷା ଫେବ୍ରୁଆରୀ ୨୦ରୁ ୨୫ତାରିଖ ପର୍ଯ୍ୟନ୍ତ ହେବ। ଧନ୍ଦାମୂଳକ ଶିକ୍ଷାର ପ୍ରାକ୍ଟିକାଲ ପରୀକ୍ଷା ଫେବ୍ରୁଆରୀ ୯ରୁ ହେବ। ପରୀକ୍ଷାମୂଲ୍ୟାୟନ […]

ବିଶ୍ୱକପ ଜିତିଲେ ପ୍ରତି ଖେଳାଳିଙ୍କୁ କୋଟିଏ !

ଭୁବନେଶ୍ୱର,୫।୧(ଏସଏସ ନିଉଜ)ବିଶ୍ୱର ସର୍ବବୃହତ ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ଉଦଘାଟିତ ହୋଇଛି। ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭାରତୀୟ ହକିଟିମ୍ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ବିଶ୍ୱକପ ଜିତିଲେ ପ୍ରତି ଖେଳାଳିଙ୍କୁ ଏକକୋଟି ଟଙ୍କାର ପୁରସ୍କାର ରାଶି ମିଳିବ।ରାଉରକେଲାରେ ଖେଳାଳିଙ୍କୁ ଭେଟିବା ସମୟରେ ଏହି ଘୋଷଣା ମୁଖ୍ୟମନ୍ତ୍ରୀ କରିଛନ୍ତି ।

ଅର୍ଚ୍ଚନାଙ୍କଘରେ ମାପଚୁପ କରିଛି ଇଡି

ଭୁବନେଶ୍ୱର,୫।୧(ଏସଏସ ନିଉଜ)ଆଜି ଅର୍ଚ୍ଚନାଙ୍କ ଘରେ ପହଞ୍ଚି ମାପଚୁପ କରିଛନ୍ତି ଇଡି ଅଧିକାରୀ । ପୂର୍ବରୁ ଅର୍ଚ୍ଚନା ନାଗଙ୍କ ସମ୍ପତ୍ତି ଜବତ ପାଇଁ ଦିଲ୍ଲୀ ସ୍ଥିତ ଉପରସ୍ଥ ଅଧିକାରୀଙ୍କୁ ଜଣାଇଥିଲା ଇଡି । ଏହାପରେ ଅଧିକାରୀମାନେ ଜେଲ ଯାଇ ଅର୍ଚ୍ଚନାଙ୍କ ସମେତ ଜଗବନ୍ଧୁ ଓ ଖଗେଶ୍ବରଙ୍କୁ ନୋଟିସ କରିଥିଲେ । ଏହାପରେ ସମ୍ପତ୍ତି ବାଜ୍ୟାପ୍ତି ପାଇଁ ଆଜି ପ୍ରକ୍ରିୟା ଆରମ୍ଭ ହୋଇଥିବାର ଜଣାପଡିଛି।

ଚିଲିକାରେ ପକ୍ଷୀଗଣନା ଶେଷ

ଭୁବନେଶ୍ୱର,୫ା୧(ଏସଏସନିଉଜ)ଚିଲିକାରେ ପକ୍ଷୀ ଗଣନାକାର୍ଯ୍ୟ ଶେଷହୋଇଛି। ଚଳିତବର୍ଷ ଚିଲିକାକୁ ୧୮୪ ପ୍ରଜାତିର ୧୧ ଲକ୍ଷ ୩୧ ହଜାର ୯୨୯ ପକ୍ଷୀ ଆସିଛନ୍ତି। ଗତବର୍ଷ ତୁଳନାରେ ୫୭ ହଜାର ଅଧିକ ପକ୍ଷୀ ଚିଲିକା ଆସିଛନ୍ତି। ଗଣନାରେ ନଳବଣ ରେଞ୍ଜରେ ସର୍ବାଧିକ ୩ ଲକ୍ଷ ୪୨ ହଜାର ପକ୍ଷୀ। ୨୧ଟି ଟିମ୍ରେ ଶତାଧିକ କର୍ମଚାରୀ ଗଣନା କରୁଥିଲୋ

ଆଜିଠୁ 5G ସେବା

ଭୁବନେଶ୍ୱର,୫ା୧(ଏସଏସନିଉଜ)ଆଜିଠୁ ଓଡ଼ିଶାରେ ଚାଲିବ5G ନେଟୱର୍କ ।ଭୁବନେଶ୍ୱରରୁ ଲଞ୍ଚ କରିବେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବା୧ମପର୍ଯ୍ୟୟରେ ଟ୍ୱିନ୍ ସିଟି ସହ କିଛି ସହରରେ ଯୋଡ଼ି ହେବ ୫ଏ ସେବା । ରିଲାଏନ୍ସ ଓ ଏୟାରଟେଲ୍ ଏହି ସେବା ପ୍ରଦାନ କରିବେ।