ଅଲାରନାଥ ମନ୍ଦିରରେ ୫ଟି ସଚିବ
ଭୁବନେଶ୍ୱର,୧/୮(ଏସଏସନିଜ)୫ଟି ସଚିବ ଭିକେ ପାଣ୍ଡିଆନ୍ ଆଜି ଅଚାନକ ଭାବେ ପୁରୀ ଜିଲ୍ଲା ବ୍ରହ୍ମଗିରିର ଆରାଧ୍ୟ୍ୟ ପ୍ରଭୁ ଶ୍ରୀ ଅଲାରନାଥଙ୍କ ଦର୍ଶନରେ ଅପରାହ୍ନରେ ଆସି ପହଞ୍ଚିଥିଲେ ।୫ଟି ସଚିବଙ୍କ ସମେତ ଜିଲ୍ଲାପାଳ ଏବଂ ଅନ୍ୟ ପ୍ରଶାସନିକ ଅଧିକାରୀ, ସ୍ଥାନୀୟ ପ୍ରଶାସନ ଉପସ୍ଥିତ ରହିଥିଲେ । ଅଲାରନାଥ ମନ୍ଦିର ପ୍ରାଙ୍ଗଣରେ ପହଁଚିବା ପରେ ପ୍ରଭୁଙ୍କୁ ଦର୍ଶନ କରିଥିଲେ । ମନ୍ଦିର ନିକଟରେ ପାଣ୍ଡିଆନଙ୍କୁ ସ୍ବାଗତ ସେବାୟତମାନେ କରିଥିଲେ । ପରେ ଅଲାରନାଥଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ ଫାଇଭ ଟି […]