ବଦଳିଲେ ୧୧ ଜିଲ୍ଲାପାଳ
ଭୁବନେଶ୍ବର,୧୬/୬(ଏସଏସନିଉଜ) ରାଜ୍ୟ ସରକାର। ଆଜି ଉଭୟ ବରିଷ୍ଠ ଓ କନିଷ୍ଠ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଥିବାନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।ଗଂଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କୁ ଭୁବନେଶ୍ବର ମହାନଗର ନିଗମ (ବିଏମ୍ସି) କମିସନର,ଦେବଗଡ଼ ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲଙ୍କୁ ଜଳ ସଂପଦ ବିଭାଗ ଯୁଗ୍ମ ସଚିବ,କନ୍ଧମାଳ ଜିଲ୍ଲାପାଳ ଡ. ବୃନ୍ଦା ଡିଙ୍କୁ ଓଏସ୍ଏମ୍ସିଏଲ୍ରେ ପରିଚାଳନା ନିର୍ଦ୍ଦେଶକ,ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସଂଗଠନ (ଓଏଭିଏସ୍) ଏସ୍ପିଡି ଥିବା ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ କୃଷି […]