ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବ ବାତ୍ୟା
ଭୁୁବନେଶ୍ୱର,୭/୫(ଏସଏସନିୟୁଜ) ୱେଲ୍ ମାର୍କଡ ଲୋ-ପ୍ରେସରରେ ପରିଣତ ହେଲା ଲଘୁଚାପ। ଆଣ୍ଡାମାନ ସାଗରରେ ସୁଦୃଶ୍ୟ ହେଲା ଲଘୁଚାପ। ଉତ୍ତର ପଶ୍ଚିମକୁ ଗତି କରି ଅଧିକ ଘନୀଭୂତ ହେବା ସମ୍ଭାବନା। ଆଗାମୀ ୧୨ ଘଣ୍ଟାରେ ଅବପାତରେ ପରିଣତ ହେବ। ଲଘୁଚାପ ଆଣ୍ଡାମାନ ସାଗରରେ ଦୃଶ୍ୟମାନ ହୋଇଥିବା ବେଳେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ ବୋଲି ଅନୁମାନ କରାଯାଉଛି ।ଆସନ୍ତାକାଲି ସୁଦ୍ଧା ଏହା ବାତ୍ୟାର ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ […]