ଗିରଫ ହେଲେ ନିମାପଡା ତହସିଲଦାର
ଭୁବନେଶ୍ୱର,୨/୧୧(ଏସଏସନିୟୁଜ) ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନିମାପଡ଼ା ତହସିଲଦାର ରାମଚନ୍ଦ୍ର ଜେନା ଓ ସାନଭାଇ ଲକ୍ଷ୍ମଣ ଜେନା ଙ୍କୁ ମଧ୍ୟ ଗିରଫ କରିଛି ଭିଜିଲାନ୍ସ । ଆଜି ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଥିଲା । କଟକର ସିଡିଏ, ଧାନମଣ୍ଡଳ ଓ ଗରଦପୁର ବାସଭବନରେ ଚଢ଼ାଉ ହୋଇଥିଲା । ତହସିଲଦାରଙ୍କଠାରୁ ପ୍ରଥମେ ୪ ଲକ୍ଷ ୬୫ ହଜାର ଟଙ୍କା ଜବତ ପରେ ସରକାରୀ ଘରୁ ୫୦ ହଜାର ଟଙ୍କା ମିଳିଥିଲା ।ଏହାପରେ ତହସିଲଦାରଙ୍କ ନାମରେ ୫ରୁ […]