Browsing category

ମହାନଗର

ବୁଣାକାରଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା

ଭୁବନେଶ୍ୱର,୧୩ /୮( ଏସଏସନିୟୁଜ) ରାଜ୍ୟର ବୁଣାକାର ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି ।ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ । ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାର ମାନେ ସେମାନଙ୍କ ଦକ୍ଷତା ଦ୍ବାରା ଓଡିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡିଶାର ତିଆରି ହସ୍ତତନ୍ତର ମଧ୍ୟ […]

ନିର୍ବାଚନରେ ୨୭% OBC ପ୍ରାର୍ଥୀ ଦେବ ବିଜେଡି

ଭୁବନେଶ୍ୱର,୧୩ /୮( ଏସଏସନିୟୁଜ) ଆଗାମି ପଞ୍ଚାୟତ ନିର୍ବାଚନରେ ବିଜେଡି ୨୭% ଓବିସି ପ୍ରାର୍ଥୀ ଦେବ । ଓବିସି ପ୍ରସଙ୍ଗକୁ ନେଇ ଆଜି ନିଜେଡି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଥିବାର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଅରୁଣ ସାହୁ । ନିର୍ବାଚନରେ ସର୍ବନିମ୍ନ ୨୭% ପଛୁଆବର୍ଗ ପ୍ରାର୍ଥୀ କରାଯିବ । ପଞ୍ଚାୟତ ନିର୍ବାଚନରେ ବିଜେଡି ଦେବ ୨୫ ପ୍ରତିଶତ ସଂରକ୍ଷଣ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ନିଷ୍ପତ୍ତି ପାଇଁ ଆଜିର ଦିନ […]

ମହାପାପ କରୁଛନ୍ତି ରାଜ୍ୟ ସରକାର

୧. ‘ଓବିସିଙ୍କୁ ଅଧିକାର ନଦେଇ ରାଜ୍ୟ ସରକାର ମହାପାପ କରୁଛନ୍ତି’ । ୨. ଛୋଟ ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ବ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ଦିଗପହଣ୍ଡି ଠାରେ ଏକ କଟନ ଗିନିଂ ଆଣ୍ଡ ପ୍ରେସିଂ ମିଲ ଏବଂ ଏକ ନୂଆ ବସ୍‌ ଟର୍ମିନାଲ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି । ୩. ଓଡିଶା ବନ ଉନ୍ନୟନ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୧.୫୮ […]

ଜେଲରେ ହେଲା ବାହାଘର

ଚୌଦ୍ୱାର,୧୨/୮(ଏସ ଏସ ନିୟୁଜ)ଆଜି କଟକ ଜିଲ୍ଲା ଚୌଦ୍ୱାର ମଣ୍ଡଳ କାରାଗାର ରେ ୩ୟ ଥର ଲାଗି ହିନ୍ଦୁ ଧର୍ମ ରୀତି ନୀତି ଅନୁଯାଇ ଶୁଭ ବିବାହ କାର୍ଯ୍ୟକ୍ରମ ଚୌଦ୍ୱାର ସର୍କଲ ଜେଲ ସଭା ଗୃହ ରେ ବ୍ରହ୍ମଣ ବେଦପାଠ ମଧ୍ୟ ରେ ଅନୁଷ୍ଠିତ ହୋଇଯାଇଛି l ଏହି ବିବାହ  ମାନ୍ୟବର ଅତିରିକ୍ତ ଜିଲ୍ଲା ଦୌରା ଜଜ (ପୋକ୍ସ କୋଟ) ଙ୍କ ନିର୍ଦେଶ ଅନୁଯାଇ ହୋଇଥିଲା l ମଣ୍ଡଳ କାରାଗାର ଚୌଦ୍ୱାର ର ବରିଷ୍ଠ ଅଧିକ୍ଷକ, ଜେଲର, ୱେଲଫେୟାର […]

ବନ ଉନ୍ନୟନ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୧.୫୮ କୋଟି ଟଙ୍କାର ଲାଭାଂଶ ପ୍ରଦାନ

ଭୁବନେଶ୍ୱର,୧୨/୮(ଏସଏସନିୟୁଜ) ଓଡିଶା ବନ ଉନ୍ନୟନ ନିଗମ ପକ୍ଷରୁ ଆଜି ରାଜ୍ୟ ସରକାରଙ୍କୁ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ୧ କୋଟି ୫୮ ଲକ୍ଷ ୧୩ ହଜାର ୧୭୫ ଟଙ୍କାର ଲାଭାଂଶ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ରାଜୀବ କୁମାର ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଏହି ପରିମାଣରେ ଚେକ୍ ପ୍ରଦାନ କରିଥିଲେ।ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ […]

ତୁଳା ଜିନିଙ୍ଗ ମିଲ୍ ଓ ବସ୍ ଟର୍ମିନାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨/୮(ଏସଏସନିୟୁଜ) ଆଜି ଦିଗପହଣ୍ଡି ଠାରେ ଏକ Cotton Ginning & Pressing Mill  ଏବଂ ଏକ ନୂଆ ବସ୍ ଟର୍ମିନାଲ ଉଦ୍‌ଘାଟନ କରିବା ଅବସରରେ ଛୋଟ ଛୋଟ ସହରର ବିକାଶ ଉପରେ ଅଧିକ ଗୁରୁତ୍ବ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛୋଟ ଛୋଟ ଟାଉନ୍‌ରେ ଲୋକଙ୍କ ରୋଜଗାର ବୃଦ୍ଧି ସହ ବିଭିନ୍ନ ନାଗରିକ ସୁବିଧାର ବିକାଶ ପାଇଁ ଆମେ କାମ କରୁଛୁ । ରାସ୍ତାଘାଟ, ଡ୍ରେନେଜ୍ ସୁବିଧା ସହିତ […]

ଯୁବତୀଙ୍କ ଉପରକୁ ଯୁବକଙ୍କ ଏସିଡ୍ ମାଡ଼

ଧଉଳି,୧୨/୮(ଏସଏସନିୟୁଜ) ଧଉଳି ଥାନା ବାଲିଆପଡା ଗାଁରେ ଏସିଡ ମାଡ଼ରେ ଜଣେ ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ସ୍ଥାନାନ୍ତର କରାଯାଇଥିବାର ଜଣାପଡିଛି ।ଘଟଣାପରେ ଯୁବକ ଫେରାର ହୋଇଯାଇଥିବାନେଇ ଥାନାରେ ଅଭିଯୋଗ ହୋଇଛି । ପରିବାର ଲୋକଙ୍କୁ ନ ଜଣାଇ ପ୍ରାୟ ବର୍ଷକ ତଳେ ଉକ୍ତ ଯୁବକ ଓ ଯୁବତୀ କୋର୍ଟ ମ୍ୟାରେଜ୍ କରି ନିଜ ନିଜ ଘରେ ରହୁଥିଲେ।ଯୁବତୀଜଣକ ଶାଶୁଘରକୁ ଯିବା ଲାଗି ଯୁବକଙ୍କ ଉପରେ ସବୁବେଳେ ଚାପ ପକାଉଥିବାରୁ ଯୁବତୀଙ୍କୁ […]

ବନ୍ଧାହେଲେ କୋଟିପତି କିରାଣି

ପୁରୀ,୧୨/୮(ଏସଏସନିୟୁଜ) ଶେଷରେ ବନ୍ଧାହେଲେ କୋଟିପତି କିରାଣି କୃଷ୍ଣଚନ୍ଦ୍ର ଜେନା । ପୁରୀ ସିଡିପିଓ କାର୍ଯ୍ୟାଳୟରେ  କାର୍ଯ୍ୟ  ରତ କିରାଣି କୃଷ୍ଣଚନ୍ଦ୍ର ଜେନା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି।ତାଙ୍କଠାରୁ ଦେଢ଼ କୋଟିର ଆୟବର୍ହିଭୂତ ସମ୍ପତ୍ତି ଆକଳନ ଭିଜିଲାନ୍ସ କରିବାପରେ କୋର୍ଟଚାଲାଣ କରିଛି। ଗତକାଲି ଭିଜିଲାନ୍ସ ଟିମ୍ ପୁରୀ ଜିଲ୍ଲାର ତିନିଟି ସ୍ଥାନ ଓ ଭୁବନେଶ୍ବରରେ ଗୋଟିଏ ସ୍ଥାନରେ ଏକକାଳୀନ ଚଢ଼ଉ କରିଥିଲେ।

ଆସିଲା ଚିନ୍ତା ବଢାଇଲା ଭଳି ଖବର

୧-ହିମାଚଳରେ ଭୁସ୍ଖଳନ: ପାହାଡ଼ରୁ ମାଟି ଅତଡ଼ା ଖସି ଚାପି ହୋଇଗଲା ବସ୍‌, ଟ୍ରକ, କାର୍‌ ସମେତ ଅନେକ ଗାଡ଼ି, ୧୧ ମୃତ ଓ ୧୪ ଉଦ୍ଧାର, ୧୭ରୁ ଅଧିକ ଫସିଥିବା ଆଶଙ୍କା । ୨-ବେଙ୍ଗାଲୁରୁ ଆସିଲା ଚିନ୍ତା ବଢାଇଲା ଭଳି ଖବର । ୫ଦିନରେ ୨୫୦ ଛୋଟ ପିଲା କରୋନାରେ ଆକ୍ରାନ୍ତ । ତୃତୀୟ ଲହର ନେଇ ବଢିଲା ଆଶଙ୍କା । ୩-ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ରେଳମନ୍ତ୍ରୀ ୪-ଆଫଗାନିସ୍ତାନରେ ମାଡି ଚାଲିଛି ତାଲିବାନ । ଆମେରିକା […]

କାଲିଠାରୁ ଖୋଲିବ ଶ୍ରୀମନ୍ଦିର, ଜାରିହେଲା ଏସଓପି

ପୁରୀ,୧୧/୮(ଏସଏସନିୟୁଜ)ଆସନ୍ତାକାଲିଠାରୁ ଖୋଲିବ ପୁରୀ ଶ୍ରୀମନ୍ଦିର ।ଏଥିନିମନ୍ତେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାର ଏନେଇ ଏସଓପି ଜାରି କରିଛନ୍ତି।ଏହିଆଧାରରେ କାଲିଠାରୁ ଦୁଇଦିନ ପର୍ଯ୍ୟନ୍ତତ ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର‌୍ୟ୍ୟନ୍ତ ସେବାୟତ ପରିବାରମାନେ ଶ୍ରୀଜୀଉଙ୍କ ଦର୍ଶନ କରିପାରିବେ । ଆସନ୍ତା ୧୬ରୁ ୨୦ ତାରିଖ ମଧ୍ୟରେ ପୁରୀ ସହରବାସୀଙ୍କୁ ଦର୍ଶନ ପାଇଁ ଅନୁମତି ଦିଆଯାଇଛି । ସେହିପରି ୨୩ରୁ ସର୍ବସାଧାରଣ ଦର୍ଶନ କରିପାରିବେ ।ତେବେ କୋଭିଡ୍-୧୯କୁ ଦୃଷ୍ଟିରେ ରଖି ଶନିବାର ଓ ରବିବାର ମନ୍ଦିର ପରିସରକୁ […]