ଉଇସ କଲେ ସାଂସଦ ଅନୁଭବ
ଭୁବନେଶ୍ୱର,୭/୮(ଏସଏସନିୟୁଜ) ଆଜି ବର୍ଷାଙ୍କ ଜନ୍ମଦିନ ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଇ ସୋସିଆଲ ମିଡିଆରେ ବର୍ଷାଙ୍କ ଉଦ୍ଦେଶ୍ୟରେ ଏକ ପୋଷ୍ଟ ବି କରିଛନ୍ତି। ସେ ଲେଖିଛନ୍ତି ଯେ, ଆମେ ଦୁହେଁ ଭଲ ସ୍ୱାମୀ-ସ୍ତ୍ରୀ ହୋଇପାରିଲୁନି ସତ କିନ୍ତୁ ଉଭୟେ ଚିର ଦିନ ପାଇଁ ଉତ୍ତମ ବନ୍ଧୁ ହୋଇ ରହିପାରିବୁ । ମୋର ପରିବାର, ଶୁଭେଚ୍ଛୁକ, ସମର୍ଥକଙ୍କ ପକ୍ଷରୁ ଆପଣଙ୍କୁ ଜନ୍ମଦିନ ଅବସରେ ଶୁଭେଚ୍ଛା। ମହାପ୍ରଭୁ ଜଗନ୍ନାଥ ଆପଣଙ୍କୁ ଆଶୀର୍ବାଦ କରନ୍ତୁ ଓ ଉତ୍ତମ ସ୍ୱାସ୍ଥ୍ୟ, ସଫଳତା ଓ ସମୃଦ୍ଧିର […]