୧୬ ରୁ ଖୋଲିବ ,୨୩ ରୁ ସମସ୍ତେ କରିବେ ଜଗା ଦର୍ଶନ
ପୁରୀ,୪/୮(ଏସଏସନିୟୁଜ) ଆସନ୍ତା ୧୬ ତାରିଖ ସୋମବାରରୁ ଖୋଲିବ ଶ୍ରୀମନ୍ଦିର । ପ୍ରଥମ ପାଞ୍ଚ ଦିନ ୧୬ ରୁ ୨୦ ତାରିଖ ପର୍ଯ୍ୟନ୍ତ ପୁରୀ ସହରବାସୀଙ୍କ ପାଇଁ ଦର୍ଶନ ବ୍ୟବସ୍ଥା ରହିଛି । ୨୧, ୨୨ ତାରିଖ ସଟଡାଉନ ଥିବାରୁ ଭକ୍ତ ମନ୍ଦିର ମନା ଥିବାବେଳେ ୨୩ ତାରିଖରୁ ସମସ୍ତ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ତେବେ ଜଗାଦର୍ଶନ ପାଇଁ ଡବଲ ଡୋଜ୍ ଟିକା କିମ୍ବା ୯୬ ଘଣ୍ଟା ପୂର୍ବରୁ ଆରଟିପିସିଆର ନେଗେଟିଭ […]