କୋଭିଡ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯/୬୯ଏସଏସନିୟୁଜ) ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମୁଖ୍ୟତଃ ଅଧିକ ସଂକ୍ରମଣ ହାର ଥିବା ଜିଲ୍ଲା ଉପରେ ଫୋକସ କରିବା ସହିତ କୋଭିଡ ନିୟମର କଡାକଡି ଅନୁପାଳନ ଉପରେ ଗୁରୁତ୍ବ ଆରୋପ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ସଂକ୍ରମଣ ହାର ୫ ପ୍ରତିଶତ ଥିଲେ ମଧ୍ୟ ଅଳ୍ପ କେତେକ ଜିଲ୍ଲାରେ ଉଚ୍ଚ ସଂକ୍ରମଣ ହାରକୁ ଦୃଷ୍ଟିରେ ରଖି ସତର୍କତା ଅବଲମ୍ବନ କରିବା […]