Browsing category

ମହାନଗର

ସହରାଂଚଳ ଉଠାଦୋକାନୀଙ୍କ ପାଇଁ ପ୍ୟାକେଜ ୨୬ କୋଟି ୨୯ ଲକ୍ଷ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮/୬(ଏସଏସନିୟୁଜ) ସହରାଞ୍ଚଳର ଉଠାଦୋକାନୀଙ୍କ ପାଇଁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କଲେ ମୁଖ୍ୟମନ୍ତ୍ରୀ । କୋଭିଡ ଲହର ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି । ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ । ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକ୍ଡାଉନ ଯୋଗୁ ସହରାଞ୍ଚଳର ଉଠାଦୋକାନୀ ଙ୍କ ମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀଙ୍କ  […]

ବାପା ସମ୍ନାରେ ପୁଅକୁ ହତ୍ୟା

ଭୁବନେଶ୍ୱର ,୮/୫(ଏସଏସନିୟୁଜ) ଷ୍ଟେସନ ଅଞ୍ଚଳରେ ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟ। ଦ୍ରୁତ ଗତିରେ ଗାଡ଼ି ଚଳାଇବାକୁ ନେଇ ଗଣ୍ଡଗୋଳ ହୋଇଥିଲା । କିଛି ସମୟ ପରେ କେତେକ ଯୁବକ ଆସି ତାଙ୍କୁ ଘରୁ ଡାକି ନେଇ ସଂଘବଦ୍ଧ ଆକ୍ରମଣ କରିବାରୁ ସେ ଗୁରୁତର ହୋଇଥିଲେ । ଯୁବକଙ୍କୁ ମେଡିକାଲ ନିଆଯାଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ।.ଏହିଭଳିଘଟଣା ଲକ୍ଷ୍ମୀସାଗର ଥାନା ବୁଦ୍ଧନଗର ବସ୍ତିରେ ଘଟିଛି । ବାପା ରବିନ୍ଦ୍ରଙ୍କ ସାମ୍ନାରେ ପୁଅ କାର୍ତ୍ତିକ ସାହୁକୁ ଅତି […]

ନବବଧୂଙ୍କଝୁଲନ୍ତା ମୃତ ଦେହ ଉଦ୍ଧାର

ଜଟଣୀ,୭/୬(ଏସଏସନିୟୁଜ) ଜଟଣୀ ଥାନା ଅନ୍ତର୍ଗତ ବିକାଶନଗରରେଥିବା ଏକ ଭଡାଘରୁ ନବବିବାହିତା ବଧୂଙ୍କର ମୃତ୍ୟୁଦେହ ଉଦ୍ଧାର ହୋଇଛି । ଜଟଣୀ ବିକାଶନଗର ଅଞ୍ଚଳର ଗୀତାଞ୍ଜଳି ବାରିକଙ୍କ ଝିଅ ପ୍ରଭାତୀ (୨୦) ଏହି ଥାନା ଅନ୍ତର୍ଗତ ବିଶିଆପଡା ଗ୍ରାମର ଦିଲ୍ଲୀପ ମହାପାତ୍ରଙ୍କୁ ଗତ ଚାରି ମାସ ତଳେ ପ୍ରେମ ବିବାହ କରିଥିଲେ । ପରିବାରଲୋକଙ୍କ ଅନିଛାସତ୍ୱେ ଏହି ବିବାହ ହୋଇଥରବାରୁ ଉଭୟ ବିକାଶ ନଗରରେ ଏକ ଭଡା ଘରେ ରହୁଥିଲେ ।ଆଜି ରହୁଥିବା ଭଡା ଘରର ପଙ୍ଖାରେ ଲୁଗା ସାହାଯ୍ୟରେ […]

ବୁଥ୍ ଯେଉଁଠି, ଟିକା ଦିଆଯିବ ସେଇଠି’

୧-୧୮ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ନାଗରିକଙ୍କୁ ମାଗଣା ଟୀକା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ । ଜୁନ ୨୧ ସୋମବାର ଠାରୁ ଆରମ୍ଭ ହେବ ଟୀକାକରଣ । ୨-ନଭେମ୍ବର ମାସ ଯାଏ ୮୦ କୋଟି ଲୋକଙ୍କୁ ମିଳିବ ମାଗଣା ରାସନ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ଗରିବଙ୍କୁ ୫ କେଜି ଚାଉଳ କିମ୍ବା ଗହମ ଓ ୧ କେଜି ଡାଲି ମିଳିବ।  ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ଗରିବଙ୍କୁ ୫ […]

ମହାକାଶ ଯାତ୍ରାରେ ଯିବେ Amazon ପ୍ରତିଷ୍ଠାତା ଜେଫ ବେଜୋସ

?ରାଜ୍ୟରେ ଆଜି ୮୪୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ?ରାଜ୍ୟ ସରକାରଙ୍କ ଆଗରେ ଏବେ ବଡ଼ ଚ୍ୟାଲେଞ୍ଜ୍ ୧୮ରୁ ୪୪ ବର୍ଷ ବୟସ୍କଙ୍କ ଟିକାକରଣ। ୨୨ଟି ଜିଲ୍ଲାର ସଦର ମହକୁମାରେ ଯୁବବର୍ଗଙ୍କୁ କୋଭିସିଲଡ୍ ଟିକା ଦେବା ପାଇଁ ନିର୍ଦ୍ଦେଶ ପରେ ଆଜିଠାରୁ ଟିକାକରଣ ଅଭିଯାନ ଆରମ୍ଭ ହୋଇଛି । ?କଟକ ମହାନଗର ନିଗମ ଅଞ୍ଚଳରୁ ଆଜି ୨୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ?ସିିବିଏସ୍‌ଇ ପରୀକ୍ଷା ମୂଲ୍ୟାଙ୍କନ ଶୈଳୀରେ ସଂଶୋଧନ; ମାର୍କ ସବ୍‌ମିଶନର ଅବଧି ବୃଦ୍ଧି । […]

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭/୬(ଏସଏସନିୟୁଜ) ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟିକାକରଣକୁ ଜାତୀୟ ମିଶନରେ ପରିଣତ କରିଥିବାରୁ ଦେଲେ ଧନ୍ୟବାଦ। ପ୍ରତ୍ୟେକ ଲୋକଙ୍କ ଜୀବନ ମୂଲ୍ୟବାନ ବୋଲି ଟ୍ବିଟ କରି କହିଲେ ନବୀନ। ଟିକା ନ ନେବା ଯାଏ କେହି ସୁରକ୍ଷିତ ନୁହନ୍ତି ।ତେବେ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମାଗଣାରେ ଟିକା ଯୋଗାଇଦେବା ସହ ଜୁନ ୨୧ ତାରିଖ ସୋମବାର ଠାରୁ ସମସ୍ତଙ୍କୁ ଏହି ଟିକା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ମୋଦୀ ଘୋଷଣା କରିଛନ୍ତି । କେନ୍ଦ୍ର […]

ଏକାମ୍ର ପ୍ରକଳ୍ପ ଉପଦେଷ୍ଟା କମିଟିର ଅଧ୍ୟକ୍ଷ ହେଲେ ସନ୍ତୃପ୍ତ ମିଶ୍ର

ଭୁବନେଶ୍ୱର,୭/୬(ଏସଏସନିୟୁଜ) ଲିଙ୍ଗରାଜ ମନ୍ଦିର ଓ ପାରିପାଶ୍ୱିର୍କ ଉନ୍ନତି ପାଇଁ ହୋଇଥିବାଏକାମ୍ର’ ଯୋଜନାର ହୋଇଛି ଶୁଭାରମ୍ଭ । ଲିଙ୍ଗରାଜ ମନ୍ଦିର ଆଖପାଖ ୮୦ ଏକର ଜମି ସହ ବିନ୍ଦୁସାଗରର ହେବ ବିକାଶମୂଳକ କାର‌୍ୟ୍ୟ । ଏକାମ୍ର’ ଯୋଜନା ପୂର୍ତ୍ତ ବିଭାଗ ଅଧୀନରେ କାର‌୍ୟ୍ୟ କରିବ । ରାଜ୍ୟ ସରକାରଙ୍କ ପକ୍ଷରୁ ଏକାମ୍ର ଯୋଜନା ପାଇଁ ପ୍ରକଳ୍ପ ଉପଦେଷ୍ଟା କମିଟି ଗଠନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କମିଟିର ଅଧ୍ୟକ୍ଷ ଭାବେ ଡକ୍ତର ସନ୍ତୃପ୍ତ ମିଶ୍ରଙ୍କୁ ମନୋନୀତ ହୋଇଥିବାର ଜଣାପଡିଛି […]

ସମସ୍ତ ଦେଶବାସୀଙ୍କୁ ମାଗଣାରେ ଟିକା ଦେବାକୁ ପ୍ରଧାନମନ୍ତ୍ରୀ ଙ୍କ ବଡ ଘୋଷଣା

ଭୁବନେଶ୍ୱର,୭/୬(ଏସଏସନିୟୁଜ) ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମାଗଣାରେ ଟିକା ଯୋଗାଇଦେବା ସହ ଜୁନ ୨୧ ତାରିଖ ସୋମବାର ଠାରୁ ସମସ୍ତଙ୍କୁ ଏହି ଟିକା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ମୋଦୀ ଘୋଷଣା କରିଛନ୍ତି । କେନ୍ଦ୍ର ତରଫରୁ ସମସ୍ତ ରାଜ୍ୟ ସରକାରଙ୍କୁ ମାଗଣାରେ ଟିକା ଯୋଗାଇବା ସହ ଟିକାପାଇଁ କିଛି ବି ଟଙ୍କା ରାଜ୍ୟ ସରକାରଙ୍କୁ ଖର୍ଚ୍ଚ କରିବାକୁ ପଡିବ ନାହିଁ ।ଯେଉଁମାନେ ଚାହିଁବେ ସେମାନେ ଘରୋଇ ହସପିଟାଲରୁ ଟଙ୍କା ଦେଇ ଟିକା ନେଇପାରିବେ । ରାଜ୍ୟ ଘରୋଇ […]

କେନ୍ଦ୍ରମନ୍ତ୍ରୀ ଲୋକାର୍ପଣ କରିବେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ

ଭୁବନେଶ୍ୱର,୭/୬(ଏସ ଏସ ନିୟୁଜ) ଆଜି ଅପରାହ୍‌ଣ ୪ଟାରେ VCଜରିଆରେ ଢେଙ୍କାନାଳ ଖଡ଼ଗପ୍ରସାଦରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲର ଲୋକାର୍ପଣ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଟାଟା ଷ୍ଟିଲ,ଭୂଷଣ ଷ୍ଟିଲ ଦ୍ବାରା ହସ୍ପିଟାଲକୁ ବିକଶିତ କରାଯାଇଛି। ହସ୍ପିଟାଲରେ ୯୦ଟି ସାଧାରଣ ଶଯ୍ୟା ଓ ୧୦ଟି ଆଇସିୟୁ ବେଡ୍ ରହିଛି ।

ଦ୍ୱାଦଶ ମାର୍କ ଅପଲୋଡ ପାଇଁ ଆସିଲା ନିର୍ଦ୍ଦେଶ

ଭୁବନେଶ୍ୱର୭/୬(ଏସଏସନିୟୁଜ) ସିବିଏସଇ ପକ୍ଷରୁ ଦ୍ୱାଦଶ ମାର୍କ ଅପଲୋଡ କରିବାକୁ ସବୁ ସ୍କୁଲକୁ ନିର୍ଦ୍ଦେଶ ଦିଆଯାଇଛି ।ଏହାସହ ଯେଉଁମାନେ ପ୍ରାକ୍ଟିକାଲ/ଇଣ୍ଟରନେଟ୍ ଆସେସମେଣ୍ଟ କରିନାହାନ୍ତି, ସେମାନଙ୍କୁ ତୁରନ୍ତ ଅନଲାଇନରେ ଆସେସମେଣ୍ଟ କରି ଜୁନ୍ ୨୮ ସୁଦ୍ଧା ଅପଲୋଡ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।କରୋନା ସମୟରେ ପିଲାମାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ସରକାର ସିବିଏସଇ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ଦେଶବ୍ୟାପୀ ବାତିଲ କରିଥିଲେ ।