ୟାସ୍ ପାଇଁ ଓଡ଼ିଶାକୁ ୫୦୦ କୋଟି ସହାୟତା
ଇୁବନେଶ୍ୱର.୨୮/୫(ଏସଏସନିୟୁଜ) ଆକାଶମାର୍ଗରୁ ବାତ୍ୟା ୟାସଦ୍ୱାରା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବା ପରେ ଓଡ଼ିଶା ପାଇଁ ୫ ଶହ କୋଟି ଓ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ପାଇଁ ୫୦୦ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାତ୍ୟା ୟାସର ସମୀକ୍ଷା ପରେ ପ୍ରଧାନମନ୍ତ୍ରୀ ଏହି ସହାୟତା ରାଶି ଘୋଷଣା କରିଛନ୍ତି । ବାତ୍ୟା ୟାସର ପ୍ରଭାବ ଓଡିଶାରେ ଅଧିକ ପଡିଥିବାରୁ ଓଡ଼ିଶାକୁ ଅଧିକ ସହାୟତା ରାଶି ମିଳିଛି । ସେହିଭଳି ବାକି ୫୦୦ […]