ରାସ୍ତାକୁ ଓହ୍ଲାଇଲେ ମାଟ୍ରିକ ବିଦ୍ୟାର୍ଥୀ।
୧-ବିନା ଭକ୍ତରେ ଗଡ଼ିଲା ରୁକୁଣା ରଥ,ଗୋସାଗରେଶ୍ୱର ଛକ ସ୍କୁଲ ନିକଟରେ ଅଟକିଲା ରୁକୁଣା ରଥ, ଅନ୍ଧାର ହେବାରୁ ରଥ ଟାଣିବା ପାଇଁ ଅମଙ୍ଗ ହେଲେ ଖରଡ଼ା ସେବାୟତ। ୨-ଘଟଗାଁ:ଶନିବାର, ରବିବାର ଓ ମଙ୍ଗଳବାର ତାରିଣୀ ମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ। ୩-କଟକରେ ଶ୍ରଦ୍ଧାଳୁଙ୍କୁ ଧର୍ମାନୁଷ୍ଠାନ ମନା, କଟକଣା ଜାରି କଲା ସିଏମ୍ସି। ୪-ଭୁବନେଶ୍ୱରରେ ପୁଣି ବନ୍ଦ ହେବ ସମସ୍ତ ଧାର୍ମିକ ଧର୍ମାନୁଷ୍ଠାନ, ପ୍ରବେଶ ଉପରେ ଲାଗିଲା କଟକଣା। ୫-ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ ଗ୍ରହଣ କଲା କେନ୍ଦ୍ର: ଏଣିକି […]