ଲଣ୍ଡନ ଜଗନ୍ନାଥ ମନ୍ଦିର ପ୍ରକଳ୍ପର ନିଉଜଲେଟର ଉଦଘାଟନ କଲେ ବାଚସ୍ପତି
ଭୁବନେଶ୍ବର,୨୮/୨(ଏସଏସନିୟୁଜ) ପୁରୀ ଜଗନ୍ନାଥ ମନ୍ଦିର ସାରା ବିଶ୍ବରେ ପ୍ରସିଦ୍ଧି ଲାଭ କରିଛି। ବିଶ୍ବର ପ୍ରତି କୋଣ ଅନୁକୋଣରୁ ପ୍ରଭୁ ଜଗନ୍ନାଥଙ୍କ ଗୋଟେ ଝଲକ ଦେଖିବା ପାଇଁ ଲୋକେ ପୁରୀକୁ ଆସିଥାନ୍ତି। ହେଲେ ଦେଶ ବାହାରେ ଏମିତି ଅନେକ ଓଡ଼ିଆ ଭାଇ-ଭଉଣୀମାନେ ଅଛନ୍ତି, ଯେଉଁମାନ ପ୍ରଭୁ ଜଗନ୍ନାଥଙ୍କ ଦର୍ଶନରୁ ବଞ୍ଚିତ ରହୁଛନ୍ତି। ଏ ନେଇ ଲଣ୍ଡନରେ ରହୁଥିବା ଓଡ଼ିଆ ଭାଇ-ଭଉଣୀମାନଙ୍କ ପାଇଁ ସେଠାରେ ଏକ ଜଗନ୍ନାଥ ମନ୍ଦିର ନିର୍ମାଣ ପାଇଁ ଯୋଜନା କରାଯାଉଛି। ଶ୍ରୀ ଜଗନ୍ନାଥ ସଂସ୍କୃତି ଦ୍ରୁତ […]