IAS ସ୍ତରରେ ଅଦଳବଦଳ
ଭୁବନେଶ୍ଵର,୧୦।୧୦(ଏସଏସନିଉଜ)ରାଜ୍ୟରେ IAS ସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି।ଏନ୍. ଥିରୁମାଲା ନାଏକ ହେଲେ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ।ମାନସୀ ନିମ୍ଭାଲ ଉଠା ଜଳସେଚନ ନିଗମ ଏମ୍ଡି ।ସୁରେନ୍ଦ୍ର କୁମାର ମୀନା ହେଲେ ST/SC ବିକାଶ ବିଭାଗର ଅତିରିକ୍ତ ସଚିବ।ଶୁଭଶ୍ରୀ ନନ୍ଦ ଯୋଜନା ଓ ସଂଯୋଜନା ବିଭାଗର ଅତିରିକ୍ତ ସଚିବ।ବିଏମ୍ସି କମିଶନର ଚଞ୍ଚଲ ରାଣାଙ୍କୁ ଅତିରିକ୍ତ ଦାୟିତ୍ବ ଭାବେବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ୍ର ଏମ୍ଡି ।ଗିରିଶ ଏସ୍.ଏନ୍ଙ୍କୁ ମିଶନ ଶକ୍ତି ବିଭାଗର ସଚିବ […]