Browsing category

ମହାନଗର

ଆତଙ୍କବାଦୀଙ୍କୁ ଖୋଜି ଖୋଜି ମାରିବୁ -ଶାହ

ଭୁବନେଶ୍ଵର,୧।୫(ଏସଏସନିୟୁଜ)ପହଲଗାମ୍ ହମ୍‌ଲା ପରେ ଆତଙ୍କବାଦୀଙ୍କୁ ଅମିତ ଶାହ କଡ଼ା ଚେତାବନୀ ଦେଇଛନ୍ତି।ପ୍ରତିଟି ଆତଙ୍କବାଦୀଙ୍କୁ ଖୋଜି ଖୋଜି ମାରିବୁ କହିଛନ୍ତି ଶାହ।ଆତଙ୍କବାଦର ମୂଳୋତ୍ପାଟନ କରିବୁ ଓ କଡ଼ା ଜବାବ୍ ଦିଆଯିବ।ଆତଙ୍କବାଦ ବିରୋଧରେ ଆମର ଜିରୋ ଟଲେରାନ୍ସ ନୀତି।କୌଣସି ପରିସ୍ଥିତିରେ ବି ଆତଙ୍କବାଦୀଙ୍କୁ ଛଡ଼ାଯିବ ନାହିଁ।ଆତଙ୍କବାଦ ବିରୋଧ ଲଢ଼େଇରେ ସାରା ବିଶ୍ବ ଆମ ସହ ଅଛି ବୋଲି ଶାହ କହିଛନ୍ତି।

ହଳ କଲେ ଉତର ବିଧାୟକ

ବାରଙ୍ଗ,୩୦।୪(ଏସଏସନିୟୁଜ) ବିଜେଡି ଭୁବନେଶ୍ଵର ଉତର ନିର୍ବାଚନ ମଣ୍ଡଳୀ ତରଫରୁ ମରଚିଆ ଗ୍ରାମରେ ଅଖିମୁଠି ଅନୁକୂଳ ହୋଇଯାଇଛି। ବିଧାୟକ ସୁଶାନ୍ତ ରାଉତ ମୁଖ୍ୟଅତିଥି ଭାବେ ଯୋଗଦେଇ ଧାନବିଲରେ ହଳ କରିବା ସହ ଅଖିମୁଠି ଅନୁକୂଳ କରିଥିଲେ।ଏହି ଅବସରରେ କୃଷକନେତା ଭଗବାନ ଜେନାଙ୍କ ସଭାପତିତ୍ବରେ ଅନୁଷ୍ଟିତ ସଭାରେ ବିଜେଡି ନେତା ମନ୍ମଥ ରାଉତରାୟ, ବିଜେଡି ରାଜ୍ୟସମ୍ପାଦକ ସୁବାସ ଚନ୍ଦ୍ର ପାତ୍ର ,ଗାନ୍ଧୀବାଦି ନେତା ପ୍ରତାପ ଚନ୍ଦ୍ର ରାଉତ,ସନ୍ତୋଷ ନାଥ,ଜିଲ୍ଲା ପରିଷଦ ସଭ୍ୟ। ବବିତା ରାଉତ,ନିର୍ମଳ ରାଉତ,ସରମ୍ପଚ ହେମନ୍ତ ପରିଡ଼ା, ସମିତିସଭ୍ୟ […]

ସରକାରୀ ଜମିରେ ଦୋକାନ କରିବା ନେଇ ଗଣ୍ଡଗୋଳ,

ବାରଙ୍ଗ, ୩୦।୪(ଏସଏସନିୟୁଜ) ବାରଙ୍ଗ ଥାନା ଅନ୍ତର୍ଗତ ମଧୁବନ ଗ୍ରାମ ନିକଟରେ ସରକାରୀ ଜମିରେ ଦୋକାନ କରିବାକୁ ନେଇ ଗଣ୍ଡଗୋଳ ଘଟଣାରେ ୩ଜଣ ଆହତ ହୋଇଥିବା ବେଳେ ଦୁଇଜଣଙ୍କୁ ପୋଲିସ ଅଟକ ରଖିଛି । ସୂଚନା ଅନୁଯାୟୀ ମଧୁବନ ଗ୍ରାମର ଲିକୁନ ରାଉତ(୨୫) ନାମକ ଯୁବକ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା କଡ଼ ସରକାରୀ ଜମିରେ ଏକ ପାନ ଦୋକାନ କରି ନିଜର ଗୁଜୁରାଣ ମେଣ୍ଟାଉଥିଲେ। ବୁଧବାର ସନ୍ଧ୍ୟା ୫ଟାରେ ଉକ୍ତ ଗ୍ରାମର ଶଙ୍କର ରାଉଳ ଓ […]

କାର ବାଇକକୁ ଦେଲା ଧକା

ବାରଙ୍ଗ, ୩୦।୪(ଏସଏସନିୟୁଜ) ବାରଙ୍ଗ ଥାନା ଅନ୍ତର୍ଗତ ନରଣପୁର ଗ୍ରାମ ନିକଟରେ କାର ଧକ୍କାରେ ଜଣେ ବାଇକ୍ ଚାଳକ ଗୁରୁତର ଆହତ ହୋଇଛନ୍ତି। ପ୍ରକାଶ ଯେ, ମଙ୍ଗଳବାର ବିଳମ୍ବିତ ରାତିରେ ବାଲିକୁଦା ରୁ ତ୍ରିଶୂଳିଆ ଅଭିମୁଖେ ଓଡି ୦୨ବିୟୁ ୬୭୩୮ ନମ୍ୱର କାରଟି ଦୃତଗତିରେ ଆସୁଥି ବାବେଳେ ବିପରୀତ ଦିଗରୁ ଆସୁଥିବା ବେଳେ ଓଡି ୦୫ ଏୟୁ ୯୧୦୫ ନମ୍ୱର ବାଇକକୁ ନରଣପୁର ଗ୍ରାମ ନିକଟରେ ମୁହାଁ ମୁହିଁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବାଇକ ଚାଳକଙ୍କ ଗୋଡ଼ ଉପରେ […]

ଶ୍ରମିକମାନଙ୍କ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ଟଙ୍କା ବୃଦ୍ଧି

ଭୁବନେଶ୍ୱର,୨୯।୪(ଏସଏସନିୟୁଜ)ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରମିକ ମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ମଞ୍ଜୁରୀ ଦେଇଛନ୍ତି । ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସୁନାମ ଅର୍ଜନ କରିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଶ୍ରମିକ ମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ମଜୁରୀ ବୃଦ୍ଧି କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ଅଣକୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୪୫୨ ଟଙ୍କାରୁ […]

ଲୁଚିଥିଲେ , ଓଲ୍ଡଟାଉନ ଅଞ୍ଚଳରୁ ଧରିଲା ପୋଲିସ

ବାରଙ୍ଗ,୨୯।୪(ଏସଏସନିୟୁଜ)ଜବରଦସ୍ତ ଭଙ୍ଗା ବିୟର ବୋତଲ ଦେଖାଇ ମାରିଦେବାକୁ ଧମକ ଦେଇ ସୁନଚେନ୍ ଲୁଟିବା ଘଟନାରେ ପୋଲିସ ଦୁଇଜଣଙ୍କୁ ଗିରଫ କରିଥିବା ପରେ ଫେରାର ଥିବା ଅନ୍ୟ ଜଣଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟ ଚାଲାଣ କରିଛି।ସିଏ ହେଉଛନ୍ତି ପାଇକେରାପୁରର ଅନିଲ୍ ରଣଜିତ୍ ଓରଫ ପାପୁଲ୍ । ପ୍ରକାଶ ଯେ,ଗତ ମାର୍ଚ୍ଚ ୨୯ତାରିଖ ସକାଳେ ରବି ସୋଭେଶ ନାମକ ବ୍ୟକ୍ତି ତାଙ୍କ କଲେଜକୁ କାରରେ ଯାଉଥିବା ସମୟରେ, ଗୋଠପାଟଣା ଛକ ନିକଟରେ ୩ଜଣ ଅଜଣା ବ୍ୟକ୍ତି ଏକ ମୋଟରସାଇକେଲରେ […]

ବାରଙ୍ଗ ଅଞ୍ଚଳରେ ଜଣାଶୁଣା ନାଁ ନବଘନ ରାଉତ

ବାରଙ୍ଗ,୨୯।୪(ଏସଏସନିୟୁଜ) ନବଘନ ରାଉତ ବାରଙ୍ଗ ଅଞ୍ଚଳରେ ଜଣେ ଜଣାଶୁଣା ନାଁ ।ଖାଲି ସାମ୍ବାଦିକତା କ୍ଷେତ୍ରରେ ନୁହେଁ ସମାଜସେବୀ ଭାବେ ବେଶ୍ ପରିଚିତ ଥିଲେ।ଆଜି ସେ ନାହାନ୍ତି କିନ୍ତୁ ତାଙ୍କର ସେହି ସ୍ମୃତି ମନେ ପଡିଯାଉଛି,ବାରଙ୍ଗ ଅଞ୍ଚଳର ପ୍ରଥମ ସାମ୍ବାଦିକ ଭାବେ ସେ ଅଞ୍ଚଳର ସୁଖ ଓ ଦୁଃଖକୁ ଖବରକାଗଜ ମାଧ୍ୟମରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ସରକାରଙ୍କ ପାଖରେ ପହଞ୍ଚାଇ ପାରୁଥିଲେ ।ସାମ୍ବାଦିକତାକୁ ପେଶା ନୁହେଁ ନିଶା ଭାବେ ନେଇ ସେ ସାଧାରଣ ଲୋକଙ୍କୁ ସାହାଯ୍ୟ ଓ […]

ପହେଲଗାମ୍ ଆତଙ୍କବାଦୀ ଆକ୍ରମଣରେ ମୃତକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ

ବାରଙ୍ଗ, ୨୮।୪(ଏସଏସନିୟୁଜ) ଭୁବନେଶ୍ୱର ଉତର ବିଜେପି ପକ୍ଷରୁପହେଲ୍‌ଗାମ୍ ଆତଙ୍କବାଦୀ ଆକ୍ରମଣରେ ମୃତକମାନଙ୍କ ପ୍ରତି ସୋମବାର ସଂନ୍ଧ୍ୟାରେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହ ସେମାନଙ୍କ ପରିବାର ପ୍ରତି ସମବେଦନା ଜ୍ଞାପନ କରାଯାଇଛି । ବିଜେପିନେତ୍ରୀ ସଂଯୁକ୍ତା ପଢ଼ିହାରିଙ୍କ ନେତୃତ୍ବରେ ବିଜେପି କର୍ମୀମାନେ ଢାୱା ଗ୍ରାମମୁଣ୍ଡରୁ ଏକ କ୍ୟାଣ୍ଡଲ ଶୋଭାଯାତ୍ରାରେ ବାହାରି ସୋମନାଥ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲେ।ସୋମନାଥ ମନ୍ଦିର ପରିସରରେ ପହଂଚି ସେଠାରେମହମବତୀ ଜାଳି ନିରବ ପ୍ରାର୍ଥନା କରିଥିଲେ।କର୍ମୀମାନେ ଆତଙ୍କବାଦୀ ଆକ୍ରମଣରେ ନିହତ ବ୍ଯକ୍ତିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ […]

ପାକ୍‌ ୟୁଟ୍ୟୁବ୍‌ ଚ୍ୟାନେଲ ବ୍ୟାନ

ଭୁବନେଶ୍ଵର,୨୮।୪(ଏସଏସନୀୟୂଜ୍)ଭାରତରେ ପାକିସ୍ତାନ ୟୁଟୁବ୍‌ ଚ୍ୟାନେଲ ବ୍ୟାନ୍‌ କରାଯାଇଛି।୧୬ଟି ୟୁଟ୍ୟୁବ ଚ୍ୟାନେଲକୁ ବ୍ୟାନ କରୁଛି ଭାରତ ସରକାର।ଶୋଏବ ଅଖତର, ଆର୍‌ଜୁ କାଜ୍‌ମୀ, ସୟଦ ମୁଜାମ୍ମିଲ ଶାହ ଭଳି ଚ୍ୟାନେଲ ବ୍ୟାନ ହୋଇଛି।ସମା ଟିଭି, ଏରି ନ୍ୟୁଜ୍‌, ଜିଓ ନ୍ୟୁଜ୍‌, ଡନ୍‌ ନ୍ୟୁଜ୍‌ ଚାନେଲ ମଧ୍ୟ ବ୍ୟାନ୍‌ ହୋଇଛି।ମିଥ୍ୟା ଖବର ପ୍ରସାରଣ କରିବା ନେଇ ପଦକ୍ଷେପ ନିଆଯାଇଥିବାର ଜଣାପଡିଛି।

ଅନ୍ଧାରରେ ଅଧା ୟୁରୋପ

ଭୁବନେଶ୍ଵର,୨୮।୪(ଏସଏସ ନୀୟୂଜ୍)ଅନ୍ଧାରରେ ଅଧା ୟୁରୋପ ରହିଛି। ୟୁରୋପର ସ୍ପେନ୍‌, ପର୍ତ୍ତୁଗାଲ, ବେଲଜିୟମ୍‌ ଅନ୍ଧାରରେ ରହିଛି।ଦକ୍ଷିଣ ଫ୍ରାନ୍ସ ମଧ୍ୟ ଅନ୍ଧକାର ଆଚ୍ଛାଦିତ ହୋଇଛି।ଯାହାଫଳରେବିମାନ ଓ ଟ୍ରେନ୍‌ ସେବା ବାଧାପ୍ରାପ୍ତ ହେବା ସହ କାମ କରୁନି ଟେଲିଫୋନ୍‌।ଏତେବଡ଼ ବିଦ୍ୟୁତ ବିଭ୍ରାଟର ପ୍ରକୃତ କାରଣ ଅଦ୍ୟାବଧି ଜଣାପଡ଼ିନି।