Browsing category

ମହାନଗର

ଶ୍ରୀ ଜୟଦେବ ଶିକ୍ଷାକେନ୍ଦ୍ରର ଏକତ୍ରିଂଶତିତମ ସମାବର୍ତ୍ତନ ଉତ୍ସବ”

ଚନ୍ଦ୍ରଶେଖରପୁର,୧୩/୦୪ (ଏସଏସନିୟୁଜ) ପଟିଆ କନନ ବିହାର-୨ ସ୍ଥିତ ଶ୍ରୀ ଜୟଦେବ ଶିକ୍ଷାକେନ୍ଦ୍ରର ଏକତ୍ରୀଂଶତିତମ ସମାବର୍ତ୍ତନ ଉତ୍ସବ ରବିବାର ରାତିରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସଭାନେତ୍ରୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାକୁ ସ୍ଥାନୀୟ ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ ରାଉତ ଉଦ୍ଘାଟନ କରିଥିଲେ। ମୁଖ୍ଯ ଅତିଥି ବିଶିଷ୍ଟ ପ୍ରବାଚିକା ସୁଶ୍ରୀ ପ୍ରିୟଭାଷିଣୀ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କର ଆଧ୍ୟାତ୍ମିକ ଶିକ୍ଷା ଉପରେ ଗୁରୁତ୍ବ ଦେଇଥିଲେ। ଉତ୍ସବରେ ମୁଖ୍ଯ ବକ୍ତା ପ୍ରଫେସର ଗୌରମୋହନ ପରିଡା ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କର ଶିକ୍ଷା ଓ […]

ଶ୍ରୀ ଜୟଦେବ ଇଣ୍ଟରନ୍ୟାସନାଲ ସ୍କୁଲର ଅଷ୍ଟମ ସମାବର୍ତ୍ତନ ଉତ୍ସବ”

ଚନ୍ଦ୍ରଶେଖରପୁର,୧୩/୦୪ (ଏସଏସନିୟୁଜ) ପଟିଆ କନନ ବିହାର-୨ ସ୍ଥିତ ଶ୍ରୀ ଜୟଦେବ ଇଣ୍ଟରନ୍ୟାସନାଲ ସ୍କୁଲର ଅଷ୍ଟମ ବାର୍ଷିକୋତ୍ସବ ରବିବାର ରାତିରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସଭାନେତ୍ରୀ ଅନ୍ନପୂର୍ଣ୍ଣା ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ଯ ଅତିଥି ବିଶିଷ୍ଟ ଶିକ୍ଷାବିତ ପ୍ରଫେସର ଗଣେଶ ଦାସ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କର ଶିକ୍ଷା ଓ ସହପାଠ୍ୟ ପ୍ରତିଯୋଗିତାରେ ହାସଲ କରିଥିବା କୃତିତ୍ବକୁ ଭୁୟସୀ ପ୍ରଶଂସା କରିଥିଲେ।ଉକ୍ତ ଉତ୍ସବର ମୁଖ୍ଯ ବକ୍ତା ପ୍ରଫେସର ଡଃ ଶରତ ଚନ୍ଦ୍ର ପରିଡା ଯୋଗ ଦେଇ ଶିଶୁକୁ ଚିହ୍ନିବା […]

ହାତୀଭଳି ବଜେଟ, ପିମ୍ପୁଡି ଭଳି ଖର୍ଚ୍ଚ- ଅରୁଣ

ଭୁବନେଶ୍ବର,୩୦।୩(ଏସଏସନିୟୁଜ)ବ୍ୟୟ ମଞ୍ଜୁରୀ ବିଲ ଆଲୋଚନାରେ ଭାଗ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ।ସେ କହିଲେ, ଡବଲ ଇଂଜିନ ସରକାରର ଜୀବନ ଅଶାନ୍ତ ବାତାବରଣ ଓ ଅସ୍ଥିରତା ଭିତରେ ଗତି କରୁଛି। ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ ପାଉଛି। ଭାରତୀୟଙ୍କ ହାତରେ କଡୀ ଓ ଗୋଡ଼ରେ ପେଡି ଲଗାଇ ଅଣା ଯାଉଥିବାବେଳେ ଟ୍ରମ୍ପଙ୍କ ଆଶୀର୍ବାଦ ପାଇଁ ଲାଇନରେ ଠିଆ ହୋଇଛନ୍ତି।ଲୁଟେରାମାନେ ଭାରତ ଲୁଟି ବିଦେଶରେ ଆରାମରେ ଅଛନ୍ତି। […]

ସ୍ବେଚ୍ଛାକୃତ ଅବସର ନେଲେ ସୁଜାତା କାର୍ତ୍ତିକେୟନ!

ଭୁବନେଶ୍ଵର,୨୯।୩(ଏସଏସନିୟୁଜ)ଭି.କେ ପାଣ୍ଡିଆନଙ୍କ ପତ୍ନୀ ଆଇଏଏସ୍‌ ସୁଜାତା କାର୍ତ୍ତିକେୟନ ଭିଆରଏସ୍‌ ନେଇଥିବାର ସୂଚନା ମିଳୁଛି। ସ୍ବେଚ୍ଛାକୃତ ଅବସର ଲାଗି ସୁଜାତାପୂର୍ବରୁ ଆବେଦନ କରିଥିଲେ କିନ୍ତୁ ଛୁଟି ନମିଳିବାରୁ ସେ ସ୍ବେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ। ତେବେ ଏବେ ସେ କଣ କରିବେ ସେନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନାହିଁ।

୨୫ ଯାଏଁ କାଳବୈଶାଖୀ ବର୍ଷା !

ଭୁବନେଶ୍ୱର,୨୨।୩(ଏସଏସନୀୟୂଜ)ତାଣ୍ଡବ ରଚୁଛି କାଳବୈଶାଖୀ । ଆଜି ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବରେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ମଧ୍ୟ ହୋଇଛି।କାଳବୈଶାଖୀ ପାଇଁ ୩୦ ଜିଲ୍ଲାକୁ ବଜ୍ରପାତ ଓ ପବନ ବହିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିପାରେ ।ଏହାସହ ଘଡ଼ଘଡ଼ି , ବର୍ଷା ଓ ପବନ ବୋହିବା ନେଇ ୧୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ […]

୨୦୨୬-୨୭ରୁ ନୂଆ ସିଲାବସ୍‌- ମନ୍ତ୍ରୀ

ଭୁବନେଶ୍ୱର,୨୨।୩(ଏସଏସନୀୟୂଜ)ନୂଆ ସିଲାବସ୍‌ ଲାଗୁ ନେଇ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି। ୨୦୨୬-୨୭ ଶିକ୍ଷା ବର୍ଷରେ ଲାଗୁହେବ ନୂଆ ସିଲାବସ୍‌।NEP 2020 ଲାଗୁ ପରେ ସିଲାବସ୍‌ ପରିବର୍ତ୍ତନ ପାଇଁ କମିଟି ହୋଇଛି।ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ବଦଳିବ ସିଲାବସ୍‌।ଭାଷା, ସଂସ୍କୃତି, ଐତିହ୍ୟକୁ ଆଧାର କରି ଆସିବ ନୂଆ ସିଲାବସ୍‌।କମିଟି ତର୍ଜମା କରୁଛି, ରାଜ୍ୟ ପାଇଁ ଯାହା ଠିକ୍‌ ହେବ ସ୍ଥାନ ପାଇବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ।

ସାତସାହି ପରିକ୍ରମା କଲେ ପାଞ୍ଚ ଠାକୁର

ଚନ୍ଦକା,୧୯।୩(ଏସଏସନୀୟୂଜ) ଭୁବନେଶ୍ୱର ଉପକଣ୍ଠ ଦାରୁଠେଙ୍ଗ ଗ୍ରାମର ଇଷ୍ଟଦେବ ପ୍ରଭୁ ପରମେଶ୍ୱରଙ୍କ ପଞ୍ଚୁଦୋଳ ମହୋତ୍ସବ ବୁଧବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି l ଏହା ପାଞ୍ଚଦିନ ଧରି ଚାଲିବ।ଏହି ମହୋତ୍ସବରେପାଞ୍ଚଠାକୁର ସାତସାହି ପରିକ୍ରମା କରିଥିଲେ। ପାରମ୍ପରିକ ବାଜା ବିଶେଷକରି କେରଳ, ଶିକାକୁଲମ ଲୋକ ବାଦ୍ୟ ସମ୍ବଲପୁରୀ ନୂତ୍ୟ,କଳାହାଣ୍ଡି ଘୁମୁରା,ମୟୁରଭଞ୍ଜ ଛଉ ନୂତ୍ୟ,ଅଘୋରୀ. ନରକଙ୍କାଳ,ଶିବ ତାଣ୍ଡବ, କଣ୍ଢେଇନାଚ,ଘୋଡା ନାଚ, ଷଣ୍ଢନାଚ,ଘୁଡୁକୀ ନାଚ, ଡୋଲକିବାଦ୍ୟ, ନାଗାନାଚ,ଗୋଟି ପୁଅ ନୂତ୍ୟ,ରାଜରାଣୀ ଆଦି ପାରମ୍ପରିକ ନାଚରେ କମ୍ପୁଥିଲା ଗାଁ ପରିବେଶ। ପରମେଶ୍ୱର ମନ୍ଦିରର ନିକଟରୁ ସମସ୍ତ […]

ଏପ୍ରିଲ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୧୯।୩(ଏସଏସନୀୟୂଜ)ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟ ସରକାରଙ୍କ ରାଜ୍ୟରେ ଏପ୍ରିଲ ୨ରୁ ହେବ ସକାଳୁଆ ସ୍କୁଲ ହେବା ନିମନ୍ତେ ଘୋଷଣା କରିଛନ୍ତି।ଅପ୍ରେଲ ୨ତାରିଖରୁ ଆରମ୍ଭ ହେବ ସକାଳୁଆ ସ୍କୁଲ ।ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ସକାଳୁଆସ୍କୁଲ ଖୋଲିବାକୁ ଘୋଷଣା କରିଛନ୍ତି ରାଜ୍ୟସରକାର ।ପ୍ରେସମିଟ କରି ଏହି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ରାଜ୍ୟସରକାର ଅଂଶୁଘାତର ମୁକାବିଲା କରିବାପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତିବୋଲି ସୂଚନା ଦେଇଛନ୍ତି ।

ପାଣ୍ଡେରାରେ ହେବ ଆଧୁନିକ ମାଛବଜାର

ଭୁବନେଶ୍ବର,୧୩।୩(ଏସଏସନିୟୁଜ୍)ଭୁବନେଶ୍ବରରେ ସ୍ଥାପନ ହେବାକୁ ଯାଉଛି ୫୦ କୋଟି ଟଙ୍କା ବ୍ୟୟବରାଦରେ ଏକ ଆଧୁନିକ ମାଛ ମାର୍କେଟ୍ । ଉତ୍ତର ଭୁବନେଶ୍ବରର ପାଣ୍ଡେରା ଅଂଚଳରେ ଏହି ଆଧୁନିକ ମାଛ ମାର୍କେଟ ପାଇଁ ଦୀର୍ଘ ସମୟରୁ ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରି ଆସୁଥିଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ । ୨୦୨୪ ସେପ୍ଟେମ୍ବର ମାସରେ ଭୁବନେଶ୍ବର ସାଂସଦ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରି ସବିଶେଷ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରିଥିଲେ । ରାଜ୍ୟ ସରକାରଙ୍କ […]

Dream Girl Graces Sri Sri University with Timeless Artistry

Cuttack,13।3(SSNEWS) Sri Sri University witnessed a memorable and inspiring afternoon as the iconic actress, dancer and cultural ambassador, Smt. Hema Malini Ji, graced the campus for an exclusive session titled “Echoes of an Era: Hema Malini Reflects on Her Iconic Films and Timeless Artistry.” Held on 13 March 2025, at the Shruti Auditorium, the event […]