ବୁଥ୍ ଯେଉଁଠି, ଟିକା ଦିଆଯିବ ସେଇଠି’
୧-୧୮ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ନାଗରିକଙ୍କୁ ମାଗଣା ଟୀକା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ । ଜୁନ ୨୧ ସୋମବାର ଠାରୁ ଆରମ୍ଭ ହେବ ଟୀକାକରଣ । ୨-ନଭେମ୍ବର ମାସ ଯାଏ ୮୦ କୋଟି ଲୋକଙ୍କୁ ମିଳିବ ମାଗଣା ରାସନ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ଗରିବଙ୍କୁ ୫ କେଜି ଚାଉଳ କିମ୍ବା ଗହମ ଓ ୧ କେଜି ଡାଲି ମିଳିବ। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ଗରିବଙ୍କୁ ୫ […]