ଚାଞ୍ଚଲ୍ୟକର ତଥ୍ୟ
୧-ଆସନ୍ତା ୨୧ରେ ଏକାଦଶ ଓ ୨୫ ତାରିଖରେ ଅଷ୍ଟମ ଶ୍ରେଣୀ ଖୋଲିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏସ୍ଓପି ଜାରି କରୀ କରାଯାଇଛି। ଏକାଦଶ କ୍ଲାସ୍ ପୂର୍ବାହ୍ନ ୧୦ଟାରୁ ସାଢ଼େ ୧ଟା ଯାଏ ଚାଲିବ। ସେହିପରି ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ଯାଏ ଅଷ୍ଟମ କ୍ଲାସ ହେବ। ଅଷ୍ଟମ ପିଲାଙ୍କୁ ସ୍କୁଲରେ ମଧ୍ୟାହ୍ନ ଭୋଜନ ଦିଆଯିବ ନାହିଁ। ୨-ଆସନ୍ତା ୨୦ରୁ ନଭେମ୍ବର ୬ ପର୍ଯ୍ୟନ୍ତ ଓଡ଼ିଶା ପରିକ୍ରମା କରିବ ‘ସ୍ୱର୍ଣ୍ଣିମ ବିଜୟ ବର୍ଷ ’ […]