ନନ୍ଦନକାନନରେ କାମୁଡୁଛି ମାଙ୍କଡ
ବାରଙ୍ଗ,୧୯/୧୧(ଏସଏସନିଉଜ) ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଶନିବାର ଅପରାହ୍ନରେ ବୁଲା ଜଙ୍ଗଲୀ ମାଙ୍କଡ କାମୁଡାରେ ଜଣେ ମହିଳା ବଙ୍ଗୀୟପର୍ୟ୍ୟଟକ ଗୁରୁତର ଆହତ ହୋଇଥିବା ଜଣାପଡିଛି।ଆହତ ମହିଳା ଜଣକ ଓ୍ବେଷ୍ଟବେଙ୍ଗଲ ଅଞ୍ଚଳର ମୀନା ଚାଟାର୍ଜୀ (୫୧)।ସେ ପରିବାରଙ୍କ ସହିତ ଆଜି ନନ୍ଦନକାନନ ବୁଲିବାକୁ ଆସିଥିଲେ।ନନ୍ଦନକାନନ ବୁଲିସାରି ଫେରୁଥିବାବେଳେ ନନ୍ଦନକାନନ ମୁଖ୍ୟ ଫାଟକ ନିକଟରେ ଏକ ବୁଲା ପାତିମାଙ୍କଡ ତାଙ୍କ ପାଖକୁ ଦୈାଡିଯାଇଥିଲା।ସେ ପାଟିକରିବାରୁ ମାଙ୍କଡ ତାର ଭ୍ୟାନିଟ ବ୍ୟାଗକୁ ଛଡାଇବାକୁ ଚେଷ୍ଟାକରିଥିଲା।ଏହି ସମୟରେ ପାତି ମାଙ୍କଡ ତାର ପଛପଟ କାନ୍ଦକୁ କାମୁଡି […]