ନିଶା ମାଫିଆଙ୍କ କୋକୁଆଭୟ
୧. ନିଶା ମାଫିଆଙ୍କ କୋକୁଆଭୟ: ୧୦ ଦିନରେ ୭୮୩ ଜଣଙ୍କୁ ଜେଲ୍ । ୨. ବିଶ୍ୱ କ୍ରିକେଟର ଏହି ତାଲିକାରେ ୩ ଖେଳାଳି:ବିଶ୍ୱକପ୍ ଜିତିଥିବା ଖେଳାଳିଙ୍କ ତାଲିକାରେ ସାମିଲ ହୋଇଛନ୍ତି ହାଜେଲଉଡ୍ ଓ ମିଚେଲ ମାର୍ଶ । ୩. ଆସନ୍ତା ଡିସେମ୍ବର ୧ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ । ଏହି ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ ଓ ଅଧିବେଶନର ପ୍ରଥମ ଦିନରେ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଗୃହରେ ଆଗତ […]