ଡାକ୍ତର କରୁଣାକର ରାଉତଙ୍କୁ
ଭୁବନେଶ୍ୱର,୨୨।୭(ଏସଏସନିଉଜ)ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନଚରଣମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି।ଡାକ୍ତର ରାଉତ ବର୍ତ୍ତମାନ ଭଦ୍ରକଜିଲ୍ଲା ସଦରମହକୁମା ହସ୍ପିଟାଲର ମାନସିକ ସ୍ୱାସ୍ଥ୍ୟ ଏବଂ କ୍ୟାନ୍ସରବିଭାଗର ବରିଷ୍ଠ ମେଡିକାଲ ଅଫିସରଭାବେ କାର୍ଯ୍ୟ କରୁଛନ୍ତି। ସୂଚନାଯୋଗ୍ୟଯେ, ଡାକ୍ତର କରୁଣାକର ରାଉତଙ୍କ ନାମରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକେସ୍ ରୁଜ୍ଜୁ ହୋଇଥିଲା। ଡାକ୍ତର ରାଉତଙ୍କ ନାମରେ ମଧ୍ୟ ଡିପାର୍ଟମେଣ୍ଟାଲ ପ୍ରୋସିଡିଙ୍ଗ୍ କରାଯାଇଥିଲା। […]