ଏଣିକି ଫାଣ୍ଡି ଦାୟିତ୍ୱରେ ରହିବେ ସଵ୍ ଇନ୍ସପେକ୍ଟର
ଭୁବନେଶ୍ୱର,୫/୧୦(ଏସ ଏସ ନିୟୁଜ)ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱ ରେ ଏଣିକି ସବ୍ଇନ୍ସପେକ୍ଟର ମାନେ ରହିବେ । ଏ ସମ୍ପର୍କୀୟ ପ୍ରସ୍ତାବ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ସହକାରୀ ସଵ୍ ଇନ୍ସପେକ୍ଟର ମାନେ ଫାଣ୍ଡି ଦାୟିତ୍ୱ ରେ ରହୁଥିଲେ ।ପ୍ରଦାନ କରିଛନ୍ତି।କମିଶନରେଟ୍ ପୋଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୋଲିସ ଓ ରେଲୱେ ପୋଲିସ ଦ୍ବାରା ପରିଚାଳିତ ପୋଲିସ ଫାଣ୍ଡି ମାନଙ୍କରେ ସଵ୍ ଇନସପେକ୍ଟର ମାନଙ୍କୁ ନିଯୁକ୍ତି […]