ଭାଷଣ ଦେବା ପରେ ‘ଅଲବିଦା !
୧-ମହାରାଷ୍ଟ୍ରରେ ପୁଣି କରୋନା ଭୟ । ଅମରାବତୀ ସହ କିଛି ଅଞ୍ଚଳରେ ୭ ଦିନିଆ ଲକଡାଉନ୍ ଘୋଷଣା । କେବଳ ୨୫ ଲୋକଙ୍କୁ ନେଇ ବିବାହ ଅନୁମତି । ୨-ବିଦ୍ୟାର୍ଥୀଙ୍କ ପାଇଁ ଖୁସି ଖବର: ଦ୍ଵୈତ ଡିଗ୍ରି ଦେଇପାରିବେ ଭାରତୀୟ ଶିକ୍ଷାନୁଷ୍ଠାନ, ଡ୍ରାଫ୍ଟ ପ୍ରସ୍ତୁତ କଲା UGC ୩-କରୋନା ସଂକ୍ରମଣ ଭୟ : ସତର୍କ ରହିବାକୁ ସ୍କୁଲ୍କୁ ନିର୍ଦେଶ ୪–ଶେଷ ହେଲା ରାଜସ୍ଥାନରେ ଭାରତ-ଯୁକ୍ତରାଷ୍ଟ୍ର ଆମେରିକା ମଧ୍ୟରେ ଚାଲିଥିବା ମିଳିତ ସମରାଭ୍ୟାସ । ୫-‘ବିଗ୍ ବସ୍ ୧୪’ […]