ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟରେ ଦୁଇଦିନିଆ ସ୍ଥାପତ୍ୟ କର୍ମଶାଳା
କଟକ,୫।୬(ଏସଏସନିଉଜ) ବିଦ୍ୟାଧରପୁର ଗୋଡ଼ିସାହିସ୍ଥିତ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ଅନ୍ତର୍ଗତ ସ୍ଥାପତ୍ୟ ବିଭାଗ ପକ୍ଷରୁ “ରି-ଇମାଜିନିଂ ସ୍ପେସଲ୍ ପ୍ଲାନିଂ ଫ୍ରମ୍ ୱିମେନ୍ସ ପର୍ସପେକ୍ଟିଭ୍” ଶୀର୍ଷକ ଏକ ଦୁଇଦିନିଆ ଜାତୀୟ କର୍ମଶାଳା ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଜୁନ୍ ୩ ଓ ୪ତାରିଖ ଦୁଇଦିନଧରି ଅନୁଷ୍ଟିତ ହୋଇଥିବା ଏହି କର୍ମଶାଳାର ଉଦ୍ଦେଶ୍ୟ ଥିଲା ସହର ଓ ଗାଁଠାରୁ ଆରମ୍ଭ କରି ଯେ କୌଣସି ଅଞ୍ଚଳର ଭୌଗୋଳିକ କ୍ଷେତ୍ର ଯୋଜନା ପ୍ରସ୍ତୁତି ସମୟରେ ମହିଳାମାନଙ୍କ ଆବଶ୍ୟକତା, ଅନୁଭବ ଏବଂ ସୁରକ୍ଷାକୁ […]