Browsing category

ଜିଲ୍ଲା

କୁଆଖାଇ ନେଲା ଜୀବନ

ଭୁବନେଶ୍ବର ,୨୬।୭(ଏସଏସନିଉଜ)ରାଜଧାନୀ ଉପକଣ୍ଠ କୁଆଖାଇ ନଦୀରେ ଆଜି ଅଘଟଣ ଘଟିଛି। ଗାଧୋଇବା ବେଳେ ନଦୀରେ ଭାସିଯାଇଥିଲେ ଦୁଇ ଯୁବକ । ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଖୋଜାଖୋଜି କରି ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଜଣଙ୍କର ପତ୍ତା ମିଳିନଥିବା ସୂଚନା ମିଳିଛି । ଭୁବନେଶ୍ବର ବାଲିଯାତ୍ରା ପଡିଆ ନିକଟ କୁଆଖାଇ ନଦୀକୁ ଗାଧୋଇବାକୁ ଯାଇଥିଲେ ୫ ଜଣ ସାଙ୍ଗ । ଗାଧୋଇବା ବେଳେ ସେମାନଙ୍କ ମଧ୍ୟରୁ ଦୁଇ ଯୁବକ ଭାସିଯାଇଥିଲେ । ଖବର […]

ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ସମସ୍ତ ପୁରୁଣା ଟେଣ୍ଡର ବାତିଲ

ଭୁବନେଶ୍ୱର,୨୭ା୭ (ଏସଏସନିଉଜ) ୨୦୨୪ ଜାନୁଆରୀ ପହିଲାରେ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ପଡ଼ିଥିଲା । ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ କାମ ବିଳମ୍ବ ହେଉଥିବାରୁ ଠିକା ସଂସ୍ଥା ସିଗାଲ ଇଣ୍ଡିଆ ଓ ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ୍‌ ସହ କଣ୍ଟ୍ରାକ୍ଟ ଚୁକ୍ତି ବାତିଲ କରାଯାଇଛି। ୬ଟି ମେଟ୍ରୋ ଷ୍ଟେସନ ନିର୍ମାଣ ପାଇଁ ଚୁକ୍ତି ହୋଇଥିଲା। ୨୦୨୪ ନିର୍ବାଚନ ପୂର୍ବରୁ ପୂର୍ବ ସରକାର ମେଟ୍ରୋ ପ୍ରକଳ୍ପର ନିଅଁ ଦେଇଥିଲେ । ୨୦୨୪-୨୫ ବଜେଟରେ ଏ ପ୍ରକଳ୍ପ ପାଇଁ ଅର୍ଥ […]

ପୂର୍ବତନରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଉକ୍ତଳରତ୍ନ ପୁରସ୍କାର

ଭୁବନେଶ୍ୱର,୨୬ା୭(ଏସଏସନିଉଜ) ଆଧୁନିକ ସମୟରେ ଆଂଚଳିକ ସାହିତ୍ୟର ଉନ୍ନତି ପାଇଁ ସାମୁହିକ ଉଦ୍ୟମ ଆବଶ୍ୟକ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି କହିଛନ୍ତି । ଚଳିତ ଜୁଲାଇ ୨୬ ତାରିଖ ଦିନ କଟକଠାରେ ଉକଳ ସାହିତ୍ୟ ସମାଜର୧୨୩ତମ ବାର୍ଷିକସମାବର୍ତନ ଉସବରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ରାଜ୍ୟପାଳ ଏହା କହିଛନ୍ତି । ଏହି ସମାରୋହରେ ଉଦ୍ବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ ଏକବିଂଶ ଶତାଦ୍ଦୀରେ ଆମର ଆଂଚଳିକ ଭାଷା ଏବଂ ସାହିତ୍ୟ କେବଳ ଅଭିଲେଖାଗାର କିମ୍ବା ସ୍ମୃତିରେ ସୀମିତ […]

ତଳିଆଅଞ୍ଚଳ ଲୋକଙ୍କୁ ସ୍ଥାନାନ୍ତର ନିର୍ଦ୍ଦେଶ

କଟକ, ୨୬ା୭(ଏସଏସନିଉଜ) ମୟୂରଭଞ୍ଜ ଓ କେନ୍ଦୁଝରରେ ଅତ୍ୟଧିକ ବର୍ଷା ଯୋଗୁ ବିଭିନ୍ନ ନଦୀରଜଳସ୍ତର ବୃଦ୍ଧି ପାଇଛି ।ସୁବର୍ଣ୍ଣରେଖା, ଜଳକା ଓ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇଛି ।ଆନନ୍ଦପୁରରେ ବିପଦ ସଙ୍କେତ ଉପରେ ବୈତରଣୀ ନଦୀ ରହିଥିବାବେଳେ ବୈତରଣୀ ବିପଦ ସଙ୍କେତ ୩୮.୩୬ ମି. ଉପରେ ପ୍ରବାହିତ ହେଉଛି ।ଆଖୁଆପଦାରେ ରାତି ୧୦ଟା ସୁଦ୍ଧା ବିପଦ ସଙ୍କେତ ଟପିପାରେ ବୈତରଣୀ ବୋଲି ଅନୁମାନ କରାଯାଉଛି । ସେହିଭଳିଭାବେ ମଥାନୀରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକାାବିପଦ […]

ପାର୍ବଣ ପୂର୍ବରୁ କମିଶନରେଟ୍‌ ପୋଲିସକୁ ସଫଳତା

କଟକ, ୨୬ା୭(ଏସଏସନିଉଜ) ୬ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଧରିଲା ସ୍ପେସାଲ ସ୍କ୍ବାର୍ଡା୬ ଅଭିଯୁକ୍ତଙ୍କଠାରୁ ୫ ବନ୍ଧୁକ ସହ ୧୩ ରାଉଣ୍ଡ ଗୁଳି ଜବତ କରିଛି ।ଅଭିଯୁକ୍ତ ବନ୍ଧୁକ ବିକ୍ରି ସହ ପାର୍ବଣରେ ଘଟାଇଥାନ୍ତେ ଅପରାଧାଅଭିଯୁକ୍ତଙ୍କ ନାଁରେ ବିଭିନ୍ନ ଥାନାରେ ଅଛି ଏକାଧିକ ମାମଲା ରହିଥିବାର ପୋଲିସ ତଦନ୍ତ ବେଳେ ଜାଣିବାକୁ ପାଇଛି ।

ମାଡ଼ି ବସିଲା ପୋଲିସ

ଚୌଦ୍ୱାର,୨୬ା୭(ଏସଏସନିଉଜ)ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା କଟକ ଜିଲ୍ଲା ଚୌଦ୍ୱାର ଥାନା ପୋଲିସ । ଏହି ଘଟଣାରେ ଦୁଇଜଣ ଗିରଫ ହୋଇଥିବା ବେଳେ ସେମାନଙ୍କ ନିକଟରୁ ୨୫ କେଜି ଗଞ୍ଜେଇ ଜବତ ହୋଇଛି।

ସାବାସ ଶ୍ରେୟାଶିଂ

ସାକ୍ଷୀଗୋପାଳ,୨୫।୭(ଏସଏସନିଉଜ)ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାକାଳ ସଠିକ ଉତ୍ତର ଦେଇ ଭଲଭାବେ କଥା କହି ପାରିନଥିବା ୨୦ମାସ ବୟସର ଶିଶୁ କନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ରେ ସ୍ଥାନ ପାଇବାକୁ ସକ୍ଷମ ହୋଇଛନ୍ତି । ବିଭିନ୍ନ ପ୍ରଜାତିର ୧୯ ଟି ବନ୍ୟଜନ୍ତୁ, ୧୭ ଗୃହପାଳିତ ପଶୁ, ୧୩ ପକ୍ଷୀ, ୧୮ ପ୍ରକାର ପନିପରିବା, ୨୦ ଟି ଯାନବାହାନ, ୨୬ ଟି ଇଂରାଜୀ ଅକ୍ଷର ଓ ବ୍ୟବହୃତ ଶଦ୍ଦାବଳି, ଭିନ୍ନ ଭିନ୍ନ ପ୍ରକାରର ୨୦ଟି […]

ଓଲଟିଲା ଯାତ୍ରୀବାହୀ ବସ୍

ଦଶପଲ୍ଲା,୨୫।୭(ଏସଏସନିଉଜ)କଟକରୁ ବଲାଙ୍ଗୀର ଅଭିମୁଖେ ଯାଉଥିବା ମିଶ୍ର ନାମକ ଏକ ଘରୋଇବସ୍ ଦଶପଲ୍ଲା ଥାନା ସରିଗଣ୍ଡା ଛକ ନିକଟରେ ଘଟିଛି ଦୁର୍ଘଟଣାଗ୍ରସ୍ତ ହୋଇଛି।ଦୁର୍ଘଟଣା ପରେ ଗାଡ଼ି ଛାଡ଼ି ଚାଳକ ଫେରାର ହୋଇଯାଇଛି ଓ ୪ ଜଣ ଗରୁତର ଆହତ,୧୭ରୁ ଅଧିକ ଆହତ ହୋଇଥିବାର ଜଣାପଡିଛି। ଦଶପଲ୍ଲା ଥାନା ସରିଗଣ୍ଡା ଛକ ନିକଟରେ ଏକ ଟ୍ରକ୍‌କୁ ସାଇଡ ମାରିବାକୁ ଯାଇ ରାସ୍ତାକଡ଼ ବିଲ ଭିତରେ ଓଲଟି ପଡ଼ିଲା ବସ୍।ଆହତମାନଙ୍କୁ ପ୍ରଥମେ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ପରେ ନୟାଗଡ଼ […]

ମାଟି ତଳୁ ମିଳିଲା ସାଢ଼େ ୩ ଲକ୍ଷ ଟଙ୍କା

ଭୁବନେଶ୍ବର,୨୫।୭(ଏସଏସନିଉଜ) ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ କୋରାପୁଟର ଜୟପୁର ବନଖଣ୍ଡର ଡେପୁଟି ରେଞ୍ଜର ତଥା ଭାରପ୍ରାପ୍ତ ରେଞ୍ଜର ରାମଚନ୍ଦ୍ର ନାୟକଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଚଢ଼ଉ କରାଯାଇଛି। ଚଢ଼ଉ ବେଳେଘରେ ମାଟି ତଳୁ ନଗଦ ସାଢ଼େ ୩ ଲକ୍ଷ ଟଙ୍କା ମିଳିଛି। ଏହାସହ ଜୟପୁର ଏବଂ ଭୁବନେଶ୍ୱରର ନିମ୍ନଲିଖିତ ୬ଟି ସ୍ଥାନରେ ଏକକାଳୀନ ଘର ଚଢ଼ଉ କରାଯାଉଛି।

ଅମରେଶ ଜେନାଙ୍କ ନାଁରେ ସଙ୍ଗୀନ ଅଭିଯୋଗ!

ଭୁବନେଶ୍ୱର,୨୪।୭(ଏସଏସନିଉଜ)ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ ଅମରେଶ।ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆସିଛି।ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗ ହୋଇଛି।୨୦୨୩ରୁ ସମ୍ପର୍କ ରଖିଥିବା ନେଇ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ ହୋଇଛି।ନାବାଳିକା ଥିଲି ବୋଲି ପୀଡ଼ିତା ଏତଲାରେ ଦର୍ଶାଇଲେ। କାର୍ଯ୍ୟାନୁଷ୍ଠାନ ନହେଲେ ଆତ୍ମାହୁତି ଦେବି ବୋଲି ଲେଖିଲେ।ମାମଲା ରୁଜୁ କରି ପୀଡ଼ିତାଙ୍କ ବୟାନ ରେକର୍ଡ କଲା ପୋଲିସ।ଡାକ୍ତରୀମାଇନା ପାଇଁ ପୀଡ଼ିତାଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲ୍‌କୁ ପଠାଇଲା। ପୀଡ଼ିତାଙ୍କ ଅଭିଯୋଗ ନେଇ ଅମରେଶଙ୍କ […]