Browsing category

ଜିଲ୍ଲା

ରତ୍ନଭଣ୍ଡାର ମରାମତି ପ୍ରାୟତଃ ଶେଷ

ପୁରୀ,୩।୭(ଏସଏସନିଉଜ)ରତ୍ନଭଣ୍ଡାର ମରାମତି ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା ଅନୁସାରେ ଗଜପତି ନିଜେ ତଦାରଖ କରି ବୈଷୟିକ କମିଟିକୁ ଧନ୍ୟବାଦ ଦେଇଛନ୍ତି।ଭିତର ରତ୍ନଭଣ୍ଡାର ମରାମତି କାମ ପ୍ରାୟତଃ ଶେଷ ହୋଇଛି।ବାହାର ରତ୍ନଭଣ୍ଡାର କାମ ଦିନେ ଦୁଇଦିନ ଭିତରେ ଶେଷ ହେବ।ଷ୍ଟୋନ୍‌ ଏଲିମେଣ୍ଟ ବଦଳା ସରିଛି, ମରାମତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଁଚିଛି।ନୂଆ ଷ୍ଟେନଲେସ୍‌ ଷ୍ଟିଲଗେଟ୍‌ ଓ ବର୍ମାଟିକ୍‌ ଗେଟ୍‌ ଲାଗିବ, ରୁପାଛାଉଣି ହେବ। ବାହାର ରତ୍ନଭଣ୍ଡାର ବାହାରପାର୍ଶ୍ବ ମଧ୍ୟ ସଂରକ୍ଷଣ କରାଯାଇଛି।ଗଜପତି ମହାରାଜା ମରାମତିରେ ସନ୍ତୋଷ ପ୍ରକଟ କରିଛନ୍ତି […]

ଆରମ୍ଭ ହେଲା ଅମରନାଥ ଯାତ୍ରା

ଭୁବନେଶ୍ବର,୩।୭(ଏସଏସନିଉଜ)ଆଜିଠାରୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଅମରନାଥଯାତ୍ରା। ଜମ୍ମୁର ବେସ୍ କ୍ୟାମ୍ପରେ ଲେଫଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ଆଜି ଭୋରରେ ପତାକା ଦେଖାଇ ଅମରନାଥ ଯାତ୍ରାର ଶୁଭାରମ୍ଭ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ୫ହଜାର ୮୦୦ରୁ ଅଧିକ ଶ୍ରଦ୍ଧାଳୁ ଯାଇଛନ୍ତି । ଆସନ୍ତା ଅଗଷ୍ଟ ୯ତାରିଖରେ ଶେଷ ହେବ ଏହି ୩୮ଦିନିଆ ଯାତ୍ରା । ଭକ୍ତଙ୍କ ସୁରକ୍ଷାକୁ କଡ଼ାକଡ଼ି କରାଯାଇ ତୀର୍ଥଯାତ୍ରୀଙ୍କ ସୁରକ୍ଷା ପାଇଁ ପ୍ରାୟ୬୦୦ଅତିରିକ୍ତ କମ୍ପାନୀ ଅର୍ଦ୍ଧସାମରିକବାହିନୀ ମୁତୟନ କରାଯାଇଛି। ଏହି ସମୟରେ ଜମ୍ମୁ ଏବଂ କାଶ୍ମୀର […]

ପାଣି ଘେରରେ ବହୁ ପରିବାର

ବାରଙ୍ଗ,୨।୭ (ଏସଏସନିଉଜ) ରାଜ୍ୟରେ ଜାରି ରହିଥିବା ଲଘୁଚାପ ଜନିତବର୍ଷା ଯୋଗୁ ଅନେକ ଗ୍ରାମମୁଣ୍ଡ ଠାରୁ ଆରମ୍ଭ କରି ରାସ୍ତାଘାଟ ଓ ଚାଷଜମି ଆଦି ବିଭିନ୍ନ ସ୍ଥାନରେ ବର୍ଷାଜଳ ଜମି ରହିଛି।ଯାହାଫଳରେ କେତେକ ଜାଗାରେ ଲୋକମାନେ ଘରୁ ବାହାରିବାକୁ ଅସୁବିଧାର ସମ୍ମୁଖିନ ହେଉଥିବାର ଦେଖିବାକୁ ମିଳିଛି।ରାସ୍ତା ଉପରେ କୃତ୍ରିମ ପୋଖରୀ ସୃଷ୍ଟି ହୋଇ କେତେକଜାଗା ଏବେ ଜଳବନ୍ଦୀ ଅବସ୍ଥାରେ ରହିଛି। ଏଭଳି ଦୃଶ୍ୟ ବାରଙ୍ଗବ୍ଲକର ଦାଢାପାଟଣା, କୁହ୍ନେଇଁପଡ଼ା, ଶ୍ରୀବନ୍ତପୁର, ମଧୁପୁର ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକରେ ଦେଖିବାକୁ ମିଳୁଛି।ବିଶେଷ କରିତ୍ରିଶୂଳିଆ,ଫୁଲପୋଖରୀ, […]

ବିଜେପିପାର୍ଟି କାର୍ୟ୍ୟାଳୟରେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର,୨ା୭(ଏସଏସନିଉଜ) ବୁଧବାର ସନ୍ଧ୍ୟାରେ ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଭୁବନେଶ୍ବରସ୍ଥିତ ଭାରତୀୟ ଜନତା ପାର୍ଟି କାର୍ୟ୍ୟାଳୟରେ ପହଞ୍ଚି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବରିଷ୍ଠ ନେତୃବୃନ୍ଦଙ୍କୁ ଦଳୀୟ କାର୍ୟ୍ୟାଳୟରେ ଭେଟି ଶୃଙ୍ଖଳା କମିଟି ଆଗରେ ନିଜର ମତ ରଖୁଛନ୍ତି। ଏହି ଘଟଣାକୁ ଦୁଖଦାୟକ ଓ ନିନ୍ଦନୀୟ ଓ ମୁଁ ଏହାକୁ କଡ଼ା ଶଦ୍ଦରେ ନିନ୍ଦା କରୁଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତିାସେ କହିଛନ୍ତି ରାଜ୍ୟରେ ପ୍ରଶାସନିକ ଅଚଳାବସ୍ଥା ଆଡ଼କୁ ଗତି କରୁଥିବା ବେଳେ […]

ପ୍ରଫେସର ରମାକାନ୍ତ ରାଉତଙ୍କୁ ବୈଦ୍ୟସେବା ସମ୍ମାନ

କଟକ,୧ା୭(ଏସଏସନିଉଜ)ଶ୍ରୀଶ୍ରୀ ବିଶ୍ଵବିଦ୍ୟାଳୟରେ ଅବସ୍ଥିତ ଶ୍ରୀଶ୍ରୀ ଆୟୁର୍ବେଦ ମହାବିଦ୍ୟାଳୟରେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ତେଜ ପ୍ରସାଦଙ୍କ ସଭାପତିତ୍ବରେ ମଙ୍ଗଳବାର ସନ୍ଧ୍ୟାରେ ଡାକ୍ତରଦିବସ ପାଳନ କରାଯାଇଛି ।ଏହି ଉତ୍ସବରେ ଭାରତସରକାରଙ୍କ ତରଫରୁ ବରିଷ୍ଠ ଆୟୁର୍ବେଦଚିକିତ୍ସକ ଭାବେ ପ୍ରଫେସର ବିଧୂଭୂଷଣ ନନ୍ଦ ମୁଖ୍ୟଅତିଥି ଭାବେ ଯୋଗଦାନ କରି ଛାତ୍ରଛାତ୍ରୀମାନଙ୍କୁ ସମାଜରେ ସୁସ୍ଥଭାବେ ବଞ୍ଚିବାପାଇଁ ବହୁ ମୌଳିକପରାମର୍ଶ ପ୍ରଦାନ କରିଥିଲେ ଏବଂ ଶ୍ରୀଶ୍ରୀ ବିଶ୍ଵବିଦ୍ୟାଳୟ ତରଫରୁ “ସୁଦକ୍ଷ ଚିକିତ୍ସକ” ଭାବେ କୁଳପତିଙ୍କଦ୍ୱାରା ସମ୍ମାନୀତ କରାଯାଇଥିଲା ।ଉତ୍ସବରେ କୁଳପତି ପ୍ରଫେସର ରମାକାନ୍ତ ରାଉତଙ୍କୁ “ବୈଦ୍ୟ […]

ଫୁଲୁଛି ବ୍ରାହ୍ମଣୀ

ଭୁବନେଶ୍ୱର,୨।୭(ଏସଏସନିଉଜ)ଝାଡ଼ଖଣ୍ଡ ଉପର ମୁଣ୍ଡରେ ଜାରି ରହିଥିବା ଲଗାଣ ବର୍ଷା ଯୋଗୁ ବ୍ରାହ୍ମଣୀ ଜଳସ୍ତର ବଢୁଛି। ମନ୍ଦିରା ଡ୍ୟାମ୍‌ରେ ବିପଦ ସଙ୍କେତ ୧୭୮.୪୨୦ ମିଟର ରହିଥିବାବେଳେ ସତର୍କ ଜଳସ୍ତର ରହିଛି ୧୭୭.୫୧୦ ମିଟର। ଆଜି ସକାଳ ୮ଟା ସୁଦ୍ଧା ବ୍ରାହ୍ମଣୀର ବନ୍ୟାଜଳ ୧୭୪.୦୫ ମିଟର ଏବଂ ଅପରାହ୍ଣରେ ୧୭୪.୨୪୦ ମିଟର ଉଚ୍ଚରେ ପ୍ରବାହିତ ହେଉଥିଲା। ଜଳସ୍ତର ବଢ଼ୁଥିବାରୁ ମନ୍ଦିରା ଡ୍ୟାମ୍‌ର ୬ଟି ଗେଟ୍‌ ଖୋଲାଯାଇଛି। ବର୍ଷା ଲାଗି ରହିଲେ ଓ ଜଳସ୍ତର ବଢ଼ିଲେ ଡ୍ୟାମ୍‌ର ଅନ୍ୟ ଗେଟ୍‌ଗୁଡ଼ିକ ଖୋଲାଯିବ […]

୧୨ ବର୍ଷର ନାବାଳିକାକୁ ଦୁଷ୍କର୍ମ

ଗଞ୍ଜାମ,୧।୭(ଏସଏସନିଉଜ)ପୁଣି ଏକ ଲଜ୍ଜ୍ୟା ଜନକ ଘଟଣା ସାମ୍ନାକୁ ଆସୁଛି। ଗୋଳନ୍ଥରାଥାନା ଅଞ୍ଚଳରେ ୧୨ବର୍ଷର ନାବାଳିକାକୁ ଦୁଷ୍କର୍ମ କରିବା ଅଭିଯୋଗରେ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି।ଉକ୍ତ ନାବାଳିକାକୁ ହାତଗୋଡ଼ ବାନ୍ଧି ଜଣେ ୧୯ବର୍ଷର ଯୁବକ ଦୁଷ୍କର୍ମ କରୁଥିବା ଖବରପାଇଥିଲେ।ଘଟଣାସ୍ଥଳରେ ପରିବାରଲୋକେ ପହଞ୍ଚି ଅଭିଯୁକ୍ତକୁ କାବୁ କରି ନାବାଳିକାକୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାକୁ ଭର୍ତ୍ତି କରିଥିଲେ। ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ ମକଦ୍ଦମା ରୁଜୁକରି ଉଭୟଙ୍କୁ ଡ଼ାକ୍ତରୀମାଇନା କରିଛି। ଅନ୍ୟପଟେ ଅଭିଯୁକ୍ତକୁ ଆଜି କୋର୍ଟଚାଲାଣ […]

ନନ୍ଦିଘୋଷରଥ ଭଙ୍ଗିବେ ଅଭିମାନୀ ମାଲକ୍ଷ୍ମୀ

ପୁରୀ,୧।୭(ଏସଏସନିଉଜ)ମହାଲକ୍ଷ୍ମୀଙ୍କୁ ଶ୍ରୀମନ୍ଦିରରେ ଛାଡିଦେଇ ଶ୍ରୀଜଗନ୍ନାଥ ରଥଯାତ୍ରାରେ ଭାଇଭଉଣୀଙ୍କୁ ଧରି ନବଦିନାତ୍ମକ ଯାତ୍ରାରେ ଜନ୍ମବେଦୀକୁ ଆସିଛନ୍ତି । ଏଥିରେ ଅଭିମାନକରି ହେରାପଞ୍ଚମୀ ଦିନ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଆସି ରାଗରେ ନନ୍ଦିଘୋଷରଥ ଭାଙ୍ଗିବେ ମାଲକ୍ଷ୍ମୀ।ଏଠାରେମହାଲକ୍ଷ୍ମୀଙ୍କୁ ବନ୍ଦାପନା ନୀତି କରାଯାଇଥାଏ ।ପରେ ଲକ୍ଷ୍ମୀ ଜୟବିଜୟ ଦ୍ୱାର ନିକଟରେ ବିଜେହେବା ପରେ ତାଙ୍କୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ପ୍ରଦାନ କରାଯାଇଥାଏ । ଏହାପରେ ନାକଚଣାଦ୍ୱାର ଦେଇ ମହାଲକ୍ଷ୍ମୀ ହେରାଗୌରୀ ସାହିବାଟେ ଶ୍ରୀମନ୍ଦିରକୁ ଯାଇଥାନ୍ତି। ଏହାପରେ ଆଡପମଣ୍ଡପରେ ଲକ୍ଷ୍ମୀନାରାୟଣ ବନ୍ଦାପନା କାର୍ଯ୍ୟ […]

ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀ-ମନ୍ତ୍ରୀ

ଭୁବନେଶ୍ୱର,୩୦ା୬(ଏସଏସନିଉଜ)ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ରାଜସ୍ବମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ,ବନ୍ୟା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ଅଛିାପରିସ୍ଥିତି ସୁଧୁରୁଛି, ଧୀରେଧୀରେ ପାଣି କମିବାଆଦୌ ଭୟଭୀତ ହେବାର ଆଶଙ୍କା ନାହିାଁମୟୂରଭଞ୍ଜ ଓ ବାଲେଶ୍ବରକୁ ରେଡ୍ ଆଲର୍ଟ ରହିଛିାତଳମୁଣ୍ଡରେ ପ୍ରବଳବର୍ଷା ହେବାର ଆଶଙ୍କାରହିଛି ।ବର୍ଷାପାଣି ସହ ଝାଡ଼ଖଣ୍ଡରଡ୍ୟାମରୁ ପାଣି ଆସୁଛିାଝାଡ଼ଖଣ୍ଡସରକାରଙ୍କ ସହ ଯୋଗାଯୋଗରେ ଅଛୁାସୁବର୍ଣ୍ଣରେଖାରେ ଜଳସ୍ତର ଧୀରେଧୀରେ ବଢୁଛିାତଳିଆ ଅଞ୍ଚଳର ଲୋକଙ୍କୁ ରିଲିଫ୍ ସେଣ୍ଟର୍‌ରେ ରଖାଯାଇଛିାକଟକରୁ ୨ଟି ଓଡ୍ରାଫ୍ ଟିମ୍ ବାଲେଶ୍ବର ଯିବୋଆଉ ଏକ ଲଘୁଚାପ ଅଛି, ତାଉପରେ ନଜର […]

ଜନ୍ମଦେଲା ଆନାକୋଣ୍ଡା

ବାରଙ୍ଗ,୨୯।୬(ଏସଏସନିଉଜ) ନନ୍ଦନକାନନ ପାଇଁ ଖୁସି ଖବର।ସରୀସୃପ ଉଦ୍ୟାନରେ ଥିବା ହଳଦିଆ ଆନାକୋଣ୍ଡା ଛୁଆ ଦେଇଛି।ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ଦିନ ୭ଟିହଳଦିଆ ଆନାକୋଣ୍ଡାଙ୍କ ଜନ୍ମଗ୍ରହଣ କରିଛନ୍ତି।୨୨ଅକ୍ଟୋବର ୨୦୧୯ରେ ଚେନ୍ନାଇର ମାଡ୍ରାସ କୁମ୍ଭୀର ବ୍ୟାଙ୍କ ଟ୍ରଷ୍ଟରୁ ହଳଦିଆ ଆନାକୋଣ୍ଡାଙ୍କୁ ଅଣାଯାଇଥିଲା।ଜୁଲାଇ ୨୦୨୨ରେ ଏମାନଙ୍କର ଶେଷ ପ୍ରଜନନ ରହିଥିଲା।୬ଜୁଲାଇ୨୦୨୨ରେ ଗୋଟିଏ ଅଣ୍ଡା ଏବଂ ୮ଜୁଲାଇ ୨୦୨୨ରେ ଆଉ ଆଠଟିଛୁଆ ଜନ୍ମ ହୋଇଥିଲା।ଏହି ନୁଆଛୁଆଙ୍କୁ ମିଶାଇ ଚିଡ଼ିଆଖାନାରେ ହଳଦିଆ ଆନାକୋଣ୍ଡା ସଂଖ୍ୟା ୧୪କୁ ବୃଦ୍ଧି ପାଇଛି।ସେଥିମଧ୍ୟରୁ ଦୁଇଟି ବୟସ୍କ ପୁରୁଷ, ଦୁଇଟି […]