Browsing category

ଜିଲ୍ଲା

ପ୍ରଫେସର ରମାକାନ୍ତ ରାଉତଙ୍କୁ ବୈଦ୍ୟସେବା ସମ୍ମାନ

କଟକ,୧ା୭(ଏସଏସନିଉଜ)ଶ୍ରୀଶ୍ରୀ ବିଶ୍ଵବିଦ୍ୟାଳୟରେ ଅବସ୍ଥିତ ଶ୍ରୀଶ୍ରୀ ଆୟୁର୍ବେଦ ମହାବିଦ୍ୟାଳୟରେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ତେଜ ପ୍ରସାଦଙ୍କ ସଭାପତିତ୍ବରେ ମଙ୍ଗଳବାର ସନ୍ଧ୍ୟାରେ ଡାକ୍ତରଦିବସ ପାଳନ କରାଯାଇଛି ।ଏହି ଉତ୍ସବରେ ଭାରତସରକାରଙ୍କ ତରଫରୁ ବରିଷ୍ଠ ଆୟୁର୍ବେଦଚିକିତ୍ସକ ଭାବେ ପ୍ରଫେସର ବିଧୂଭୂଷଣ ନନ୍ଦ ମୁଖ୍ୟଅତିଥି ଭାବେ ଯୋଗଦାନ କରି ଛାତ୍ରଛାତ୍ରୀମାନଙ୍କୁ ସମାଜରେ ସୁସ୍ଥଭାବେ ବଞ୍ଚିବାପାଇଁ ବହୁ ମୌଳିକପରାମର୍ଶ ପ୍ରଦାନ କରିଥିଲେ ଏବଂ ଶ୍ରୀଶ୍ରୀ ବିଶ୍ଵବିଦ୍ୟାଳୟ ତରଫରୁ “ସୁଦକ୍ଷ ଚିକିତ୍ସକ” ଭାବେ କୁଳପତିଙ୍କଦ୍ୱାରା ସମ୍ମାନୀତ କରାଯାଇଥିଲା ।ଉତ୍ସବରେ କୁଳପତି ପ୍ରଫେସର ରମାକାନ୍ତ ରାଉତଙ୍କୁ “ବୈଦ୍ୟ […]

ଫୁଲୁଛି ବ୍ରାହ୍ମଣୀ

ଭୁବନେଶ୍ୱର,୨।୭(ଏସଏସନିଉଜ)ଝାଡ଼ଖଣ୍ଡ ଉପର ମୁଣ୍ଡରେ ଜାରି ରହିଥିବା ଲଗାଣ ବର୍ଷା ଯୋଗୁ ବ୍ରାହ୍ମଣୀ ଜଳସ୍ତର ବଢୁଛି। ମନ୍ଦିରା ଡ୍ୟାମ୍‌ରେ ବିପଦ ସଙ୍କେତ ୧୭୮.୪୨୦ ମିଟର ରହିଥିବାବେଳେ ସତର୍କ ଜଳସ୍ତର ରହିଛି ୧୭୭.୫୧୦ ମିଟର। ଆଜି ସକାଳ ୮ଟା ସୁଦ୍ଧା ବ୍ରାହ୍ମଣୀର ବନ୍ୟାଜଳ ୧୭୪.୦୫ ମିଟର ଏବଂ ଅପରାହ୍ଣରେ ୧୭୪.୨୪୦ ମିଟର ଉଚ୍ଚରେ ପ୍ରବାହିତ ହେଉଥିଲା। ଜଳସ୍ତର ବଢ଼ୁଥିବାରୁ ମନ୍ଦିରା ଡ୍ୟାମ୍‌ର ୬ଟି ଗେଟ୍‌ ଖୋଲାଯାଇଛି। ବର୍ଷା ଲାଗି ରହିଲେ ଓ ଜଳସ୍ତର ବଢ଼ିଲେ ଡ୍ୟାମ୍‌ର ଅନ୍ୟ ଗେଟ୍‌ଗୁଡ଼ିକ ଖୋଲାଯିବ […]

୧୨ ବର୍ଷର ନାବାଳିକାକୁ ଦୁଷ୍କର୍ମ

ଗଞ୍ଜାମ,୧।୭(ଏସଏସନିଉଜ)ପୁଣି ଏକ ଲଜ୍ଜ୍ୟା ଜନକ ଘଟଣା ସାମ୍ନାକୁ ଆସୁଛି। ଗୋଳନ୍ଥରାଥାନା ଅଞ୍ଚଳରେ ୧୨ବର୍ଷର ନାବାଳିକାକୁ ଦୁଷ୍କର୍ମ କରିବା ଅଭିଯୋଗରେ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି।ଉକ୍ତ ନାବାଳିକାକୁ ହାତଗୋଡ଼ ବାନ୍ଧି ଜଣେ ୧୯ବର୍ଷର ଯୁବକ ଦୁଷ୍କର୍ମ କରୁଥିବା ଖବରପାଇଥିଲେ।ଘଟଣାସ୍ଥଳରେ ପରିବାରଲୋକେ ପହଞ୍ଚି ଅଭିଯୁକ୍ତକୁ କାବୁ କରି ନାବାଳିକାକୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାକୁ ଭର୍ତ୍ତି କରିଥିଲେ। ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ ମକଦ୍ଦମା ରୁଜୁକରି ଉଭୟଙ୍କୁ ଡ଼ାକ୍ତରୀମାଇନା କରିଛି। ଅନ୍ୟପଟେ ଅଭିଯୁକ୍ତକୁ ଆଜି କୋର୍ଟଚାଲାଣ […]

ନନ୍ଦିଘୋଷରଥ ଭଙ୍ଗିବେ ଅଭିମାନୀ ମାଲକ୍ଷ୍ମୀ

ପୁରୀ,୧।୭(ଏସଏସନିଉଜ)ମହାଲକ୍ଷ୍ମୀଙ୍କୁ ଶ୍ରୀମନ୍ଦିରରେ ଛାଡିଦେଇ ଶ୍ରୀଜଗନ୍ନାଥ ରଥଯାତ୍ରାରେ ଭାଇଭଉଣୀଙ୍କୁ ଧରି ନବଦିନାତ୍ମକ ଯାତ୍ରାରେ ଜନ୍ମବେଦୀକୁ ଆସିଛନ୍ତି । ଏଥିରେ ଅଭିମାନକରି ହେରାପଞ୍ଚମୀ ଦିନ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଆସି ରାଗରେ ନନ୍ଦିଘୋଷରଥ ଭାଙ୍ଗିବେ ମାଲକ୍ଷ୍ମୀ।ଏଠାରେମହାଲକ୍ଷ୍ମୀଙ୍କୁ ବନ୍ଦାପନା ନୀତି କରାଯାଇଥାଏ ।ପରେ ଲକ୍ଷ୍ମୀ ଜୟବିଜୟ ଦ୍ୱାର ନିକଟରେ ବିଜେହେବା ପରେ ତାଙ୍କୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ପ୍ରଦାନ କରାଯାଇଥାଏ । ଏହାପରେ ନାକଚଣାଦ୍ୱାର ଦେଇ ମହାଲକ୍ଷ୍ମୀ ହେରାଗୌରୀ ସାହିବାଟେ ଶ୍ରୀମନ୍ଦିରକୁ ଯାଇଥାନ୍ତି। ଏହାପରେ ଆଡପମଣ୍ଡପରେ ଲକ୍ଷ୍ମୀନାରାୟଣ ବନ୍ଦାପନା କାର୍ଯ୍ୟ […]

ବନ୍ୟା ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀ-ମନ୍ତ୍ରୀ

ଭୁବନେଶ୍ୱର,୩୦ା୬(ଏସଏସନିଉଜ)ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ରାଜସ୍ବମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ,ବନ୍ୟା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ଅଛିାପରିସ୍ଥିତି ସୁଧୁରୁଛି, ଧୀରେଧୀରେ ପାଣି କମିବାଆଦୌ ଭୟଭୀତ ହେବାର ଆଶଙ୍କା ନାହିାଁମୟୂରଭଞ୍ଜ ଓ ବାଲେଶ୍ବରକୁ ରେଡ୍ ଆଲର୍ଟ ରହିଛିାତଳମୁଣ୍ଡରେ ପ୍ରବଳବର୍ଷା ହେବାର ଆଶଙ୍କାରହିଛି ।ବର୍ଷାପାଣି ସହ ଝାଡ଼ଖଣ୍ଡରଡ୍ୟାମରୁ ପାଣି ଆସୁଛିାଝାଡ଼ଖଣ୍ଡସରକାରଙ୍କ ସହ ଯୋଗାଯୋଗରେ ଅଛୁାସୁବର୍ଣ୍ଣରେଖାରେ ଜଳସ୍ତର ଧୀରେଧୀରେ ବଢୁଛିାତଳିଆ ଅଞ୍ଚଳର ଲୋକଙ୍କୁ ରିଲିଫ୍ ସେଣ୍ଟର୍‌ରେ ରଖାଯାଇଛିାକଟକରୁ ୨ଟି ଓଡ୍ରାଫ୍ ଟିମ୍ ବାଲେଶ୍ବର ଯିବୋଆଉ ଏକ ଲଘୁଚାପ ଅଛି, ତାଉପରେ ନଜର […]

ଜନ୍ମଦେଲା ଆନାକୋଣ୍ଡା

ବାରଙ୍ଗ,୨୯।୬(ଏସଏସନିଉଜ) ନନ୍ଦନକାନନ ପାଇଁ ଖୁସି ଖବର।ସରୀସୃପ ଉଦ୍ୟାନରେ ଥିବା ହଳଦିଆ ଆନାକୋଣ୍ଡା ଛୁଆ ଦେଇଛି।ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ଦିନ ୭ଟିହଳଦିଆ ଆନାକୋଣ୍ଡାଙ୍କ ଜନ୍ମଗ୍ରହଣ କରିଛନ୍ତି।୨୨ଅକ୍ଟୋବର ୨୦୧୯ରେ ଚେନ୍ନାଇର ମାଡ୍ରାସ କୁମ୍ଭୀର ବ୍ୟାଙ୍କ ଟ୍ରଷ୍ଟରୁ ହଳଦିଆ ଆନାକୋଣ୍ଡାଙ୍କୁ ଅଣାଯାଇଥିଲା।ଜୁଲାଇ ୨୦୨୨ରେ ଏମାନଙ୍କର ଶେଷ ପ୍ରଜନନ ରହିଥିଲା।୬ଜୁଲାଇ୨୦୨୨ରେ ଗୋଟିଏ ଅଣ୍ଡା ଏବଂ ୮ଜୁଲାଇ ୨୦୨୨ରେ ଆଉ ଆଠଟିଛୁଆ ଜନ୍ମ ହୋଇଥିଲା।ଏହି ନୁଆଛୁଆଙ୍କୁ ମିଶାଇ ଚିଡ଼ିଆଖାନାରେ ହଳଦିଆ ଆନାକୋଣ୍ଡା ସଂଖ୍ୟା ୧୪କୁ ବୃଦ୍ଧି ପାଇଛି।ସେଥିମଧ୍ୟରୁ ଦୁଇଟି ବୟସ୍କ ପୁରୁଷ, ଦୁଇଟି […]

ଅନୁବାଦରେ ଭାରତୀୟ ସାହିତ୍ୟ ଆଲୋଚନାଚକ୍ର

ବାରଙ୍ଗ ୨୯।୬(ଏସଏସନିଉଜ) କୁଞ୍ଜବିହାରୀ ମହାବିଦ୍ୟାଳୟ ଓ ସାହିତ୍ୟ ଏକାଡେମୀର ଯୁଗ୍ମ ପ୍ରୟାସରେ କୁଞ୍ଜବିହାରୀ ମହିବିଦ୍ୟାଳୟଠାରେ ଅନୁବାଦରେ ଭାରତୀୟ ସାହିତ୍ୟ ଶୀର୍ଷକ ଏକ ଆଲୋଚନାଚକ୍ର ଶନିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।ଦୁଇଟି ପର୍ଯ୍ୟାୟରେ ଅନୁଷ୍ଟିତ ଏହି ଦିନିକିଆ ଆଲୋଚନାଚକ୍ରରେ ପ୍ରାରମ୍ଭିକ ପର୍ଯ୍ୟାୟରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡକ୍ଟର ଲିପିପୁଷ୍ପା ନାୟକ ଅଧ୍ୟକ୍ଷତା କରିଥିଲେ।ଏହି ପର୍ଯ୍ୟାୟରେ ବିଶିଷ୍ଟ ସାହିତ୍ୟିକ ଓ ପ୍ରାକ୍ତନ ପ୍ରଶାସନିକ ଅଧିକାରୀ ଡକ୍ଟର ହୃଷୀକେଶ ପଣ୍ଡା ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ । ଏକାଡେମୀର ପ୍ରୋଗ୍ରାମ୍ ଅଫିସର ଅଭିଷେକରଥ ସ୍ବାଗତଭାଷଣ ଦେଇଥିଲାବେଳେ […]

ଟ୍ରାକ୍ଟର ନେଲା ଜୀବନ

ବାରଙ୍ଗ, ୨୯।୬(ଏସଏସନିଉଜ) ବେଲଗଛିଆ ଗ୍ରାମ ନିକଟରେ ଦୃତଗତିରେ ଆସୁଥିବା ଏକ ଟ୍ରାକ୍ଟର ଓଲଟି ପଡ଼ିବାରୁ ଚାଳକଙ୍କର ମୃତ୍ୟୁ ଘଟିଛି। ପ୍ରକାଶଯେ, ରବିବାର ଅପରାହ୍ନରେ ବେଲଗଛିଆ ଗ୍ରାମର ସୁମନ୍ତ ରାଉତ ନାମକ ଯୁବକ ଟ୍ରାକ୍ଟର ନେଇ ଘରକୁ ଫେରିବା ସମୟରେ ଗ୍ରାମ ନିକଟରେ କୁଆଖାଇ ନଦୀବନ୍ଧ ରାସ୍ତାରେ ଦୃତଗତିରେ ଯାଉଥିଲା।ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଗାଡ଼ିକୁ ଅତିକ୍ରମ କରୁଥିବା ବେଳେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ନଦୀବନ୍ଧ କଡକୁ ଓଲଟି ପଡ଼ିଥିଲା।ଯାହାଫଳରେ ସୁମନ୍ତକୁ ଘଟଣାସ୍ଥଳରୁ ଗୁରୁତର ଆହତ […]

ରାଜ୍ୟ ଶିଶୁବାଟିକା

ଭୁବନେଶ୍ୱର,୨୯।୬(ଏସଏସନିଉଜ)ଶିଶୁ ସେବିକା ନିୟୋଜନ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି ନେଇଛନ୍ତି।ପିଲାଙ୍କ ଯତ୍ନନେବା ସହ ସହାୟତା କରିବେ ଶିଶୁ ସେବିକା।ପିଲାଙ୍କ ହାତଧୂଆ, ଖାଇବା, ଟଏଲେଟ୍‌ ଯିବାରେ ସହଯୋଗ କରିବେ।ପିଲା କାନ୍ଦିଲେ କିମ୍ବା ଅଝଟ ହେଲେ ସେମାନଙ୍କୁ ବୁଝାଇବେ।ପିଲାଙ୍କୁ ବହି, ଖେଳଣା ଆଦି ବିଭିନ୍ନ ସହାୟକ ଜିନିଷ ଯୋଗାଇବେ।ପିଲା କୌଣସି କାରଣରୁ ଅସୁସ୍ଥ ଥିଲେ ଶିକ୍ଷକଙ୍କୁ ଜଣାଇବେ।ପ୍ରତ୍ୟେକ ଦିନ ପିଲାଙ୍କ ଦିନ କେମିତି କଟିଲା ନୋଟ୍‌ ପ୍ରସ୍ତୁତ କରିବେ।ପାଚିକାମାନଙ୍କ ସମାନୁପାତିକ ହାରରେ ଦରମା ପାଇବେ ଶିଶୁ ସେବିକା।ଶିକ୍ଷକଙ୍କ ଉପରୁ ଅଣ-ଶିକ୍ଷାକାର୍ଯ୍ୟ […]

ଶରଧାବାଲିରେ ଅଘଟଣ

ପୁରୀ,୨୯।୬(ଏସଏସନିଉଜ)ପୁରୀ ଶରଧାବାଲିରେ ଅଘଟଣ ଘଟିଛି। ଠେଲାପେଲାରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ରବିବାର ଥିବାରୁ ରାତିରୁ ଭକ୍ତଙ୍କ ପ୍ରବଳ ଗହଳି ଲାଗିଥିଲା । ଭୋର ୪ଟାରେ ପହଡ଼ ଖୋଲିବା ପରେ ଦର୍ଶନପାଇଁ ଭକ୍ତଙ୍କ ମଧ୍ୟରେ ଉତ୍କଣ୍ଠା ବଢିଥିଲା।ଏହି ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି।ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ କହିଛନ୍ତିଲ ସିଏମ୍‌।ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି।ଏହିଭଳି ଏକ ଦାରୁଣ ଦୁଃଖକୁ […]